Home

୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ

ବର୍ଲିନ୍‌, ୧୨।୧: ଜର୍ମାନ୍‌ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍‌ ଅକରଙ୍କ ପେଟିଂ ବିକ୍ରି ହେବା ପରେ ସେ ରାତାରାତି ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର…

ଗ୍ୟାସ୍‌ ସିଲିଣ୍ଡର୍‌ ବିସ୍ଫୋରଣ: ଜଳିଗଲା ଫାଷ୍ଟଫୁଡ୍‌ ଦୋକାନ

ବ୍ରହ୍ମପୁର ଅଫିସ,୧୨।୧: ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ଏକ ଫାଷ୍ଟଫୁଡ୍‌ ଦୋକାନରେ ରବିବାର ପୂର୍ବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏଥିରେ ଦୋକାନ ସହ ସେଠାରେ ଥିବା ସମସ୍ତ ଆସବାବପତ୍ର ଜଳିଯାଇଛି। ସୌଭାଗ୍ୟବଶତଃ ଦୋକାନ ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ…

ବୁମ୍‌ରା ପାଇବେ ପଲି ଉମ୍ରିଗର ପୁରସ୍କାର

ମୁମ୍ବାଇ,୧୨।୧(ପି.ଟି.)- ଭାରତୀୟ ତରାକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ପାଇବେ ସମ୍ମାନଜନକ ପଲି ଉମ୍ରିଗର ପୁରସ୍କାର। ୨୦୧୯-୨୦ ସିଜନରେ ଅନ୍ତର୍ଜାତୀୟ କ୍ରିକେଟରେ ଆସାଧାରଣ ପ୍ରଦର୍ଶନ ପାଇଁ ଏଥର ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ଦେଶ ଛାଡ଼ିଲେ ଇରାନ୍‌ର ଏକମାତ୍ର ମହିଳା ଅଲିମ୍ପିକ୍‌ ମେଡାଲିଷ୍ଟ

ନିକୋସିଆ,୧୨।୧(ଏଏଫ୍‌ପି)- ଇରାନର ଏକମାତ୍ର ମହିଳା ଅଲିମ୍ପିକ ପଦକ ହାସଲକାରୀ ଆଥଲେଟ୍‌ କିମିଆ ଅଲିଜାଦେ ଦେଶ ଛାଡି ଚାଲିଯାଇଛନ୍ତି। ଶନିବାର ଏ ନେଇ ସେ ଘୋଷଣା କରିଛନ୍ତି। ସ୍ଥାୟୀ ଭାବେ ଦେଶଛାଡି ଚାଲିଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ୨୦୧୬ ରିଓ ଅଲିମ୍ପିକ୍ସରେ ସେ…

ଖୁବ୍‌ଶୀଘ୍ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ବସିପାରନ୍ତି ନଡ୍ଡା

ନୂଆଦିଲ୍ଲୀ,୧୨।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ଖୁବ୍‌ଶୀଘ୍ର ଜେ.ପି ନଡ୍ଡା ବସିପାରନ୍ତି ବୋଲି ଶୁଣିବାକୁ ମିଳିଛି। ଆସନ୍ତା ୧୯ କିମ୍ବା ୨୦ ଜାନୁୟାରୀରେ ତାଙ୍କୁ ଏହି ପଦ ମିଳିପାରେ। ଆଲୋଚନା ହେଉଛି କି ୧୯ ଜାନୁୟାରୀରେ ୮୦ ପ୍ରତିଶତରୁ…

ଦାରିଙ୍ଗବାଡ଼ିରେ ପୁଣି ତୁଷାରପାତ, ତାପମାତ୍ରା ୭ ଡିଗ୍ରୀ

ଦାରିଙ୍ଗବାଡ଼ି,୧୨।୧(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ରବିବାର ପୁଣି ତୁଷାରପାତ ହୋଇଛି। ଶନିବାର ତାପମାତ୍ରା ୯ ଡିଗ୍ରୀ ତଳେ ରହିଥିବା ବେଳେ ରବିବାର ସକାଳେ ୭ ଡିଗ୍ରୀ ହୋଇଛି। ଦାରିଙ୍ଗବାଡ଼ି ସମେତ ଦାସିଂବାଡ଼ି,କାଣ୍ଡାପା,ସିମନବାଡ଼ି, କିଲାବାଡି,ଲଦପଙ୍କା,ଗ୍ରୀନବାଡ଼ି,ଦାସିକେତା,ପ୍ଳିହେରୀ ଆଦି ଅଞ୍ଚଳରେ…

ଭାରତ-ନେପାଳ ସୀମାରେ ଲଗାତାର ୪୫ ମିନିଟ ଧରି ଗୁଳି ଚାଳନା କଲେ ଯବାନ: ଫରଓ୍ବାର୍ଡ ପୋଷ୍ଟରେ ହଇଚଇ

କିଶନଗଞ୍ଜ,୧୨।୧: ବିହାର କିଶନଗଞ୍ଜର ଭାରତ-ନେପାଳ ସୀମାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମୁତୟନ ଥିବା ସଶସ୍ତ୍ର ସୀମା ସୁରକ୍ଷା ବଳ ଯବାନ ଅଭୟ କୁମାର ଲଗାତର ୪୫ ମିନିଟ ଧରି ଆକାଶକୁ ଗୁଳିଚାଳନା କରିଥିଲେ। ଅପରାହ୍ନ ୩ଟାରେ ଘଟିଥିବା ଏହି…

ଗୁଡ଼ିରେ ମୋଦି-ଶାହା ଯୋଡି

ଲୁଧିଆନା,୧୨।୧: ମକର ସଂକ୍ରାନ୍ତି ଓ ଲୋରି ପାଖେଇ ଆସୁଥିବା ବେଳେ ପଞ୍ଜାବର ଲୁଧିଆନାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଏଠାରେ ବିକ୍ରି କରାଯାଉଥିବା ଗୁଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଯୋଡି ଦେଖିବାକୁ ମିଳିଛି। କିଛି ଗୁଡିରେ…

୧୩୧ ବଲ ବୋଲିଂ କରି ଇଂଲଣ୍ଡକୁ କୌଣସି ରନ୍‌ କରିବାର ସୁଯୋଗ ବି ଦେଇ ନ ଥିଲେ ବାପୁ ନାଦକର୍ଣ୍ଣୀ

ଚେନ୍ନାଇ,୧୨।୧: ଟେଷ୍ଟ୍‌ କ୍ରିକେଟରେ ଜଣେ କଞ୍ଜୁସ୍‌ ବୋଲର ଭାବେ ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୬ ବର୍ଷ ତଳେ ଜାନୁୟାରୀ ୧୨ରେ ନାଦକର୍ଣ୍ଣୀ ଏକ ବିରଳ ରେକର୍ଡ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୧୩୧ ବଲ ବୋଲିଂ କରି କୌଣସି…

ସ୍ବତନ୍ତ୍ର ସଂକଳ୍ପକୁ କ୍ୟାବିନେଟ ମୋହର: ରାଜ୍ୟରେ ହେବ ଜାତିଭିତ୍ତିକ ଜନଗଣନା

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକା ସାଙ୍ଗରେ ଏହି ଗଣନା କରାଯିବ। ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସଇବିସି), ଏସ୍‌ସି/ଏସ୍‌ଟିଙ୍କର ସ୍ବତନ୍ତ୍ର ଗଣନା କରିବେ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି

ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ ସିଏଏକୁ ସମର୍ଥନ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବାକୁ ପ୍ରାୟ ୫.୫ ଲକ୍ଷ…

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri