Home

୨ ବିସ୍ଫୋରଣରେ ୧୪ ମୃତ

ବଡ଼ୋଦରା/ପାଲଘର,୧୨ା୧(ପି.ଟି.): ଗୁଜରାଟ ଓ ମହାରାଷ୍ଟ୍ରରେ ଶନିବାର ଦୁଇଟି ବିସ୍ଫୋରଣରେ ୧୪ ଜଣଙ୍କ ଜୀବନ ଯାଇଛି ଓ ଅନେକ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରା ଜିଲାରେ ଥିବା ଏକ ଅକ୍ସିଜେନ୍‌ ଉତ୍ପାଦନ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହେବା ସହ…

ଭୁଲ୍‌ରେ ଖସାଇଥିଲୁ ୟୁକ୍ରେନ ବିମାନ: ବୋଇଂ ୭୩୭ ଦୁର୍ଘଟଣା ନେଇ ଦୋଷ ମାନିଲା ଇରାନ

ତେହେରାନ, ୧୨ା୧ (ଏଏଫ୍‌ପି/ ଆଇଏଏନ୍‌ଏସ୍‌): ଶେଷରେ ଦୋଷ ସ୍ବୀକାର କରିଛି ଇରାନ। ୮ ତାରିଖରେ ୟୁକ୍ରେନ ବିମାନକୁ ଭୁଲବଶତଃ ମିଶାଇଲ ମାଡ଼ କରି ଖସାଇଦେଇଥିବା ଶନିବାର ମାନିଯାଇଛି। ତେବେ ଏହା ଉଦ୍ଦେଶ୍ୟମୂଳକ ଭାବେ ନୁହେଁ, ବରଂ ଅଜାଣତରେ ହୋଇଥିତ୍ବା ମାନବକୃତ ତ୍ରୁଟି…

ମାତ୍ରାଧିକ ଆଳୁ ଖାଇଲେ ହୋଇଥାଏ…

ଆଳୁ ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥା’ନ୍ତି। ମାତ୍ର ଅଧିକ ଆଳୁ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିବାକୁ ପାଇଛନ୍ତି । ଜାଣନ୍ତୁ ଏ ସମ୍ପର୍କରେ… ଓଜନ ବୃଦ୍ଧି : ଅଧିକ ଆଳୁ ଖାଇବା…

୭୦ ବିଲିୟନ ଡଲାର ନିବେଶ କରିବ ଇସ୍ପାତ ମନ୍ତ୍ରଣାଳୟ

କଲିକତା,୧୨-୧: ଦେଶର ଇସ୍ପାତ କ୍ଷେତ୍ର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ୭୦ ବିଲିୟନ ଡଲାର ନିବେଶ କରିବ। ଏହି ନିବେଶ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ହେବ। ଏ ନେଇ ମନ୍ତ୍ରଣାଳୟ ବିଚାର କରୁଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ…

ଦ୍ୱିତୀୟ ବିବାହ କରିଛନ୍ତି ଏହିସବୁ ଭାରତୀୟ ଖେଳାଳି

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ। କ୍ରିକେଟରଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ବିବାହ ପରେ ମଧ୍ୟ ପ୍ରେମରେ ପଡିଛନ୍ତି। ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ନିଜ ପ୍ରେମିକାଙ୍କୁ ବିବାହ…

ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଜିଲିବା ଗ୍ରାମର କୁନା ସ୍ବାଇଁ। ତାଙ୍କ ନିକଟରୁ ୫ କେଜି ବାର୍‌ହା ମାଂସ…

କାର୍ଯ୍ୟରତ କନଷ୍ଟେବଳଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟ କରୁଥିବା କନଷ୍ଟେବଳ ଶଶିକାନ୍ତ ପାଣିଗ୍ରାହୀ (୫୨) ଶନିବାର ଅପରାହ୍ନରେ ଡ୍ୟୁଟିରେ ଥିବାବେଳେ ହଠାତ୍‌ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତ୍ୟୁରେ ଜିଲା ପୋଲିସ ପ୍ରଶାସନରେ ଶୋକର ଛାୟା ଖେଳିଯାଇଛି। ଶଶିକାନ୍ତ ଡ୍ୟୁଟିରେ ଥିବାବେଳେ ଅପରାହ୍ନରେ ହଠାତ୍‌…

ବସ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଅଫିସ,୧୧।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ୬ନଂ. ଜାତୀୟ ରାଜପଥ ପଦ୍ମପୁର ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶତାଧିକ ଯାତ୍ରୀ ନେଇ ଯାଉଥିବାବେଳେ ଶନିବାର ସନ୍ଧ୍ୟାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ବସ୍‌ ବାହାରି ବାରିପଦା ଅଭିମୁଖେ ଯାଉଥିବା…

ପ୍ରତିଦିନ ୨ ଘଣ୍ଟା ଟ୍ରାଫିକ ନିୟମ ପାଳନ ସମ୍ପର୍କରେ ସଚେତନ କରାଉଛନ୍ତି ୫୮ ବର୍ଷୀୟା ମହିଳା

ଇନ୍ଦୋର: ୟୁରୋପ ଏବଂ ଆମେରିକାର ଯାତାୟାତ ବ୍ୟବସ୍ଥାକୁ ଦେଖି ନ୍ୟାୟନଗରରେ ରହୁଥିବା ୫୮ ବର୍ଷୀୟା ବୃନ୍ଦା ନାମକ ଜଣେ ମହିଳା ସ୍ବେଚ୍ଛାକୃତ ଭାବେ ପ୍ରତିଦିନ ୨ ଘଣ୍ଟା ଲୋକଙ୍କୁ ସଡ଼କ ସୁରକ୍ଷା ସମ୍ପର୍କରେ ସଚେତନ କରାଉଛନ୍ତି। ଏପରି ଦୃଢ଼ ସଂକଳ୍ପ ନେଇ…

ରଣଜୀ ଟ୍ରଫି: ସୂର୍ଯ୍ୟକାନ୍ତଙ୍କୁ ୬ ଉଇକେଟ, ଓଡ଼ିଶା ଅଗ୍ରଣୀ

କଟକ ଅଫିସ,୧୧ା୧: ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଶନିବାରଠାରୁ ଓଡ଼ିଶା-ହରିୟାଣା ରଣଜୀ ମ୍ୟାଚ୍‌ ଆରମ୍ଭ ହୋଇଛି। ଓଡ଼ିଶାର ପେସ୍‌ ବୋଲିଂ ଆଟାକ ପୁଣି ଥରେ ଫଳପ୍ରଦ ହୋଇଛି। ସୂର୍ଯ୍ୟକାନ୍ତ ପ୍ରଧାନଙ୍କ ୬ ଉଇକେଟ ସଫଳତା ଯୋଗୁ ହରିୟାଣା ପ୍ରଥମ ଇନିଂସରେ…

ଲୌରେସ ସ୍ପୋର୍ଟିଂ ମୁଭମେଣ୍ଟ ପୁରସ୍କାର ଦୌଡ଼ରେ ତେନ୍ଦୁଲକର

ଲଣ୍ଡନ,୧୧ା୧ (ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ ଲୌରେସ ସ୍ପୋର୍ଟିଂ ମୁଭମେଣ୍ଟ ୨୦୦୦-୨୦୨୦ ପୁରସ୍କାର ପାଇଁ ୨୦ଜଣିଆ ସଂକ୍ଷିପ୍ତ ତାଲିକାରେ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମ ରହିଛି। ତେନ୍ଦୁଲକର ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ଓ ସଫଳତା ହାସଲ କରିଛନ୍ତି। ୬ଥର ପ୍ରଚେଷ୍ଟାରେ…

ତିହିଡ଼ିରେ କୋର୍ଟ ପ୍ରତିଷ୍ଠାରେ ବିଳମ୍ବ

ତିହିଡ଼ି,୧୧ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ିରେ ସିଭିଲ ଜଜ୍‌ ଜୁନିୟର ଡିଭିଜନ ଓ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ନେଇ ପ୍ରଶାସନ ପକ୍ଷରୁ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଶନିବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri