Home

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏହି କାର୍ଯ୍ୟକ୍ରମରେ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ମନୋବଳ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ଆବଶ୍ୟକ…

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ ବିରୋଧ କରିଛି। ଶତାଧିକ ଛାତ୍ର କେନ୍ଦ୍ରସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆରସିକୁ ବିରୋଧ…

ଗୁଜରାଟ କାରଖାନା ବିସ୍ଫୋରଣ: ୬ମୃତ

ଭଦୋଦରା,୧୧।୧: ଗୁଜରାଟର ଭଦୋଦରାରେ ଥିବା ଏକ କାରଖାନା ବା ଫ୍ୟାକ୍ଟ୍ରିରେ ଶନିବାର ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଏବେସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି…

ଗିରଫ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀଙ୍କ ସୂଚନା: ଦିଲ୍ଲୀରେ ଆକ୍ରମଣ ଷଡ଼ଯନ୍ତ୍ର; ଲୋକପ୍ରିୟ ହିନ୍ଦୁନେତାଙ୍କୁ ହତ୍ୟା ଲାଗି ସୁପାରୀ

ନୂଆଦିଲ୍ଲୀ,୧୧।୧: ଦିଲ୍ଲୀରୁ ଗିରଫ ହୋଇଥିବା ୩ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଭାରତରେ ଆକ୍ରମଣ ପାଇଁ ହୋଇଥିବା ଷଡ଼ଯନ୍ତ୍ର ସମ୍ପର୍କରେ ସୂଚନା ଦେଇଛନ୍ତି। ଦିଲ୍ଲୀ ସମେତ ପଶ୍ଚିମ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବଡ଼ଧରଣର ଆକ୍ରମଣ ଲାଗି ଯୋଜନା କରାଯାଇଥିବା ସମ୍ପର୍କରେ ସେମାନେ ପଚରାଉଚରା…

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍‌ସିଏର ସଫଳ ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍‌ କମବାଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି ସ୍ବଦେଶୀ ଯୁଦ୍ଧ ବିମାନ କୌଣସି ବିମାନବାହକ ଜାହଜ ଉପରେ ଲ୍ୟାଣ୍ଡ କରିଥିବା ଭାରତୀୟ ନୌସେନା…

ପାକିସ୍ତାନ ବ୍ୟାଟ୍‌ର ଘୃଣ୍ୟ କାର୍ଯ୍ୟ: ଜଣେ ପୋର୍ଟରଙ୍କ ମୁଣ୍ଡ କାଟି ନେଲେ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା କମିବାର ନା ଧରୁନି। ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଏବେ ପାକିସ୍ତାନର ବର୍ଡର ଆକ୍ସନ ଟିମ୍‌(ବ୍ୟାଟ୍‌) ପକ୍ଷରୁ ଆକ୍ରମଣ କରାଯାଇଛି। ପାକିସ୍ତାନ ଆଇଇଡି ବିସ୍ଫୋରଣରେ ୨ ଜଣ ପୋର୍ଟରଙ୍କ ମୃତ୍ୟୁ…

ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର

ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

ସିଏଏ ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି ବରଂ ନିଶ୍ଚିତ କରାଇବ: ଶାହ

ଗାନ୍ଧୀନଗର,୧୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୌଣସି ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି। ବରଂ ଏହି ଆଇନ ଭାରତୀୟଙ୍କ ନାଗରିକତ୍ୱକୁ ନିଶ୍ଚିତ କରାଇବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରଠାରେ ଏକ ସଭାରେ ଯୋଗଦେଇ ପ୍ରକାଶ କରିଛନ୍ତି। ତେବେ ବିରୋଧୀ…

ଫାରୁକ୍‌-ଓମାରଙ୍କ ନଜରବନ୍ଦୀ ହଟାଇବା ପାଇଁ ହୋଇପାରେ ଡିଲ୍‌: ସକ୍ରିୟ ରାଜନୀତିରୁ ରହିବେ ଦୂରେଇ !

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ରାଜନୀତିରେ ପୁଣିଥରେ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାର ଇତିମଧ୍ୟରେ ୨୬ ଜଣ ରାଜନୈତିକ ବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟାଇ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ ଉତ୍ତର କଶ୍ମୀରର ଥିବାବେଳେ ୧୪ ଜଣ ଦକ୍ଷିଣ କଶ୍ମୀରର ବାସିନ୍ଦା।…

ତ୍ରିରଙ୍ଗା ରାଲିରେ ଟ୍ରାଫିକ୍‌ କଣ୍ଟ୍ରୋଲ କଲେ ଓଓ୍ବାଇସି

ହାଇଦ୍ରାବାଦ,୧୧।୧: କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ବିରୋଧ କରି ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ରାଜରାସ୍ତାକୁ ଓହ୍ଲାଉଥିବା ନଜର ଆସିଛି। ଇତିମଧ୍ୟରେ ଶୁକ୍ରବାର ଏଆଇଏମ୍‌ଆଇଏମ୍‌ର…

ମଙ୍ଗଳ ଗ୍ରହରୁ ଶୁଖିବାରେ ଲାଗିଛି ଜଳୀୟ ଅଂଶ

ଓ୍ବାଶିଂଟନ, ୧୧।୧: ମଙ୍ଗଳରେ ଜୀବନ ଥିବା ନେଇ ମହାକାଶ ବିଜ୍ଞାନୀମାନେ ଦାବି କରିଥିବାବେଳେ ଏବେ ଜଣାପଡ଼ିଛି ଯେ ଧୀରେଧୀରେ ଏଠାରେ ଥିବା ଜଳୀୟ ଅଂଶ ଶୁଖିବାରେ ଲାଗିଛି। ଏକ୍ସୋ ମାର୍ସ ମିଶନରୁ ଏହା ଜଣାପଡ଼ିଛି। ଫ୍ରେଞ୍ଚ୍‌ ନ୍ୟାସନାଲ ସେଣ୍ଟର ଫର୍‌ ସାଇଣ୍ଟିଫିକ୍‌…

ଜାଣନ୍ତୁ ବିଶ୍ୱର ସବୁଠୁ ସୁନ୍ଦର, ବିଳାସମୟ ଏୟାରପୋର୍ଟ ସମ୍ପର୍କରେ…

ସାଧାରଣତଃ ରେଲ୍‌ଓ୍ବେ ଷ୍ଟେଶନ ହେଉ କି ଏୟାରପୋର୍ଟରେ ଅପେକ୍ଷା କରିବା ଭାରି କଷ୍ଟଦାୟକ। କିନ୍ତୁ ବିଶ୍ୱରେ ଏମିତି କିଛି ଏୟାରପୋର୍ଟ ଅଛି, ଯେଉଁଠାରେ ଅପେକ୍ଷା କରିବାକୁ ଯାତ୍ରୀମାନଙ୍କୁ ବିରକ୍ତ ଲାଗିବନି। ଜାଣନ୍ତୁ ଏପରି ଏୟାରପୋର୍ଟ ସମ୍ପର୍କରେ… ଇଞ୍ଚିୟାନ୍‌ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ: ଦକ୍ଷିଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri