Home

କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟିଲା

ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ ସର୍ବସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ପ୍ରତ୍ୟାହାର କରିନେଇଛନ୍ତି। ସେମାନଙ୍କ ମଧ୍ୟରେ କଶ୍ମୀର ବାର୍‌ କାଉନସିଲ୍‌ର…

ଇରାନ ଉପରେ ନୂଆ କଟକଣା

ଓ୍ବାଶିଂଟନ,୧୧ା୧ (ପି.ଟି.): ଇରାକସ୍ଥିତ ଆମେରିକାର ସେନା ଶିବିରକୁ ମିଶାଇଲ ମାଡ଼ ପରେ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ ଇରାନ ଉପରେ ନୂଆ କଟକଣା ଲଗାଯାଇଛି। ଆମେରକା ପରରାଷ୍ଟ୍ର ସଚିବ ମାଇକ ପମ୍ପିଓ ଏବଂ ଟ୍ରେଜେରି ସେକ୍ରେଟାରି ଷ୍ଟିଭେନ ମଚିନ ଓ୍ବାଶିଂଟନରେ ଶୁକ୍ରବାର ଏହା…

ହୁଗୁଳା ଉନ୍ନୟନ

ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ ଖିଲାପ ହେଲେ ପ୍ରଶାସନ ବାଟ ହୁଡୁଛି ବୋଲି ସମାଲୋଚନା କରାଯାଏ । ବିଶେଷ କରି…

ଦୁର୍ଘଟଣାରେ ୨୦ ଯାତ୍ରୀ ଜଳିଗଲେ

କନୌଜ,୧୧ା୧: ଉତ୍ତରପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ ମୁହାଁମୁହିଁ ଧକ୍କାଖାଇବା ପରେ ଗାଡ଼ି ଦୁଇଟିରେ ନିଆଁ ଲାଗିଯିବାରୁ ପ୍ରାୟ ୨୦ ଯାତ୍ରୀ ଜିଅନ୍ତା ଜଳି ଯାଇଥିବା ଜଣାପଡ଼ିଛି। ବସ୍‌ରେ ଥିବା ୫୦ ଯାତ୍ରୀଙ୍କ…

ଦେଶରେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୧ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଶୁକ୍ରବାରଠାରୁ ଦେଶରେ ଲାଗୁ କରାଯାଇଥିବା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଗେଜେଟ ବିଜ୍ଞପ୍ତି ଅନୁଯାୟୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଆଶ୍ରୟ…

ମାର୍କେଟ ବିଲ୍ଡିଂରେ ଆତଙ୍କ: ଯାହାକୁ ଦେଖିଲେ ପିଟିଲେ କଳାମୁଖା ପିନ୍ଧା ଦୁର୍ବୃତ୍ତ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା। ପ୍ରାୟ ୭୦ ଦୁର୍ବୃତ୍ତ ମୁହଁରେ କଳାମୁଖା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ପଶିଆସିଥିଲେ ଜନଗହଳିପୂର୍ଣ୍ଣ ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂକୁ। ଦେଖୁ ଦେଖୁ ଖେଳିଯାଇଥିଲା ଆତଙ୍କ। ଦୁର୍ବୃତ୍ତମାନେ କେଶରୀ ମଲ ସମ୍ମୁଖ…

‘ମୋ ସରକାର’ ଅଧୀନ ହେଲା ଗୃହନିର୍ମାଣ, ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଶୁକ୍ରବାର ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ପଦକ୍ଷେପ ବିଭାଗରେ ଅଧିକ ପେସାଗତ ଦକ୍ଷତା…

ଓଡ଼ିଶା ହରାଇବ ୩୦ ହଜାର କୋଟି

ଭୁବନେଶ୍ୱର,୧୧ା୧(ବ୍ୟୁରୋ):ପଞ୍ଚଦଶ ଅର୍ଥ କମିଶନରେ ଓଡ଼ିଶାକୁ କେନ୍ଦ୍ରୀୟ ଟିକସ ବାବଦ ଅଂଶଧନ କମିବ। କମିଶନ ୨୦୧୧ ଜନସଂଖ୍ୟାକୁ ସଂଶୋଧିତ ମାନଦଣ୍ଡ ଭାବେ ଗ୍ରହଣ କରିଥିବାରୁ ରାଜ୍ୟ ପାଇଁ ବଡ ଆର୍ଥିକ କ୍ଷତି ହେବ। ଜନସଂଖ୍ୟା ନିୟନ୍ତ୍ରଣ ଏବଂ ଦାରିଦ୍ର୍ୟ ହ୍ରାସ ଯୋଗୁ ରାଜ୍ୟକୁ…

ଧଉଳିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର: ନୃତ୍ୟ, ସଙ୍ଗୀତ, ଚିତ୍ରକଳାରେ ଗୁରୁକୁଳ ଢାଞ୍ଚାରେ ମିଳିବ ଶିକ୍ଷା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ, ଚିତ୍ରକଳା ଆଦି ବିଷୟରେ ପିଲାମାନଙ୍କୁ ସ୍ବଳ୍ପ ଅବଧିର ପାଠ୍ୟକ୍ରମରେ ଶିକ୍ଷାଦେବା ଲାଗି ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଏକ ଉତ୍କର୍ଷ କେନ୍ଦ୍ର। ଗୁରୁକୁଳ ଢାଞ୍ଚାରେ ଶିକ୍ଷାଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ସହଯୋଗରେ ଚଣ୍ତିଗଡ଼ ପ୍ରାଚୀନ କଳାକେନ୍ଦ୍ର ପକ୍ଷରୁ ଧଉଳି…

ଓଡ଼ିଶା ହସ୍ତତନ୍ତରେ ଇଣ୍ଡୋ-ଓ୍ବେଷ୍ଟର୍ନ କଲେକ୍ସନ: ୫ ଡିଜାଇନର୍‌ଙ୍କ ପରିବେଶ ଉପଯୋଗୀ ପୋଷାକ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପାରମ୍ପରିକ ସହ ଫ୍ୟୁଜନ୍‌ର ଝଲକ। ପ୍ରତି ପୋଷାକରେ ଥିଲା ଏକ କାହାଣୀ। ପଟଚିତ୍ରରୁ ଆରମ୍ଭ କରି ସମ୍ବଲପୁରୀ ପର୍ଯ୍ୟନ୍ତ, ପ୍ରତ୍ୟେକ ଡିଜାଇନ୍‌ରେ ଓଡ଼ିଶାର ଉତ୍କୃଷ୍ଟ କଳା ଓ କାରିଗରିର ଝଲକ ଦେଖିବାକୁ ମିଳିଥିଲା। ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା…

କୃତ୍ରିମ ଅଙ୍ଗ ତିଆରି ଉପରେ ଗୁରୁତ୍ୱ ଦେବେ ସରକାର

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଦିବ୍ୟାଙ୍ଗଙ୍କ ଲାଗି କୃତ୍ରିମ ଅଙ୍ଗ ନିର୍ମାଣ ଉପରେ ଅଧିକ ଗୁରୁତ୍ୱ ଦେବେ ରାଜ୍ୟ ସରକାର। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏ ଦିଗରେ ବିଶେଷ ଧ୍ୟାନ ଦେବ। କୃତ୍ରିମ ଅଙ୍ଗ ନିର୍ମାଣ ହେବା ପରେ ଦିବ୍ୟାଙ୍ଗମାନଙ୍କୁ ବିଭିନ୍ନ…

୮ଜଣଙ୍କୁ କଳିଙ୍ଗ ପ୍ରତିଭା ସମ୍ମାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ସଂସ୍କୃତି ଓ ସଂସ୍କୃତି ଏବଂ ଶିକ୍ଷାବିତ୍‌ ହାଡିବନ୍ଧୁ ହାଲି ଫାଉଣ୍ଡେଶନ୍‌ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୫ମ ରାଜ୍ୟସ୍ତରୀୟ କଳିଙ୍ଗ ପ୍ରତିଭା ସମ୍ମାନ ଉତ୍ସବ-୨୦୨୦ ଓ ସଙ୍ଗୀତ ସନ୍ଧ୍ୟା ‘ହୋପ୍‌ ୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ ଶ୍ରମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri