Home

ଶୀତଦିନେ କିପରି ନେବେ ଓଠର ଯତ୍ନ

ଶୀତଦିନେ ଓଠ ଫାଟିବା ସମସ୍ତଙ୍କ ପାଇଁ ଏକ ସମସ୍ୟା। ସେହି ସମୟରେ ତ୍ୱଚା ସହ ଓଠର ମଧ୍ୟ ବହୁ ଯତ୍ନ ନେବାକୁ ପଡ଼ିଥାଏ। କାରଣ ଓଠ ଫାଟିବା ଦ୍ବାରା ଖାଇବା ବେଳେ ମଧ୍ୟ କଷ୍ଟ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା…

ନିର୍ଭୟା ମାମଲା: ଫାଶୀଦଣ୍ଡର ସିଧାପ୍ରସାରଣ ପାଇଁ ଚିଠି ଲେଖିଲା ପରି

ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଅପରାଧୀଙ୍କୁ ଆସନ୍ତା ୨୨ ତାରିଖରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାର ସିଧାପ୍ରସାରଣ କରିବାକୁ ଏକ ଏନ୍‌ଜିଓ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ…

ଦୀପିକାଙ୍କ ଉପରେ ବର୍ଷିଲେ ସ୍ମୃତି

ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ) ହିଂସାକୁ ନେଇ ରାଜନୀତି ହୋଇଛି ସରଗରମ। ଦିନକ ପୂର୍ବରୁ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଜେଏନ୍‌ୟୁ ଗସ୍ତକୁ ନେଇ ବିବାଦ ଉପୁଜିଥିବା ବେଳେ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି। ଶୁକ୍ରବାର ଏକ…

କଶ୍ମୀର ପଣ୍ଡିତଙ୍କ ପ୍ରତିନିଧିଙ୍କୁ ଭେଟିଲେ ବିଦେଶୀ ପ୍ରତିନିଧି

ଜମ୍ମୁ,୧୦।୧: ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ଗୁରୁବାର ସେଠାରେ ପହଞ୍ଚିଥିବା ବିଦେଶୀ ପ୍ରତିନିଧି ଦଳ ଶୁକ୍ରବାର କଶ୍ମୀର ପଣ୍ଡିତଙ୍କ ପ୍ରତିନିଧିଙ୍କୁ ଭେଟିଛନ୍ତି। ଜମ୍ମୁ ସହର ଉପାନ୍ତରେ ଥିବା ଜଗତି ମାଇଗ୍ରାଣ୍ଟ ଟାଉନଶିପରେ ଏମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେନ ୩୭୦…

ହୋସ୍‌ଲା-୨୦୧୯ର କୃତୀ ପ୍ରତିଯୋଗୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜାତୀୟସ୍ତର ପ୍ରତିଯୋଗିତା ହୋସ୍‌ଲା-୨୦୧୯ରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଚାମ୍ପିୟନ ହୋଇଥିବା ଓଡ଼ିଆ ପ୍ରତିଯୋଗୀମାନଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧନା ଜଣାଇଛନ୍ତି। ଦେଶର…

ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲୋକସେବା ଭବନ ବିଭିନ୍ନ କିସମର ଶୀତଦିନିଆ ଫୁଲର ସମ୍ଭାରରେ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ସର୍ବସାଧାରଣ ଜାନୁୟାରୀ ୧୧(ଦ୍ୱିତୀୟ ଶନିବାର),୧୨(ରବିବାର), ୧୯(ରବିବାର), ୨୫(ଚତୁର୍ଥ ଶନିବାର), ୨୬(ରବିବାର ତଥା ସାଧାରଣତନ୍ତ୍ର ଦିବସ) ଉଦ୍ୟାନର ଶୋଭା ଉପଭୋଗ କରପାରିବେ। ଏହି ଦିନଗୁଡ଼ିକରେ…

ଜେଏନ୍‌ୟୁ ହିଂସା: ଆଇସି ଘୋଷଙ୍କ ସମେତ ଚିହ୍ନଟ ହେଲେ ୯ଜଣ

ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ରେ ଗତ ରବିବାର ରାତିରେ ହୋଇଥିବା ହିଂସା ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀ ପୋଲିସ ସନ୍ଦିଗ୍ଧଙ୍କ ଫଟୋ ଜାରି କରିଛି। ଏଥିରେ ଜେଏନ୍‌ୟୁ ଛାତ୍ର ସଂଘର ଅଧ୍ୟକ୍ଷ ଆଇସି ଘୋଷଙ୍କ ସମେତ ୯ ଜଣଙ୍କ ନାଁ ରହିଛି।…

କାସିମ ସୋଲେମାନୀଙ୍କୁ ହତ୍ୟା କରି ଆମେରିକାକୁ ନ୍ୟାୟ ଦେଇଛି, ମୁଁ ନୋବେଲ ପାଇବା ପାଇଁ ଯୋଗ୍ୟ: ଟ୍ରମ୍ପ

ଓ୍ବାଶିଂଟନ୍‌,୧୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ୨୦୨୦ର ନିର୍ବାଚନ ରାଲିକୁ ସମ୍ବୋଧିତ କରିଥିଲେ। ସେହି ସମୟରେ ସେ କହିଛନ୍ତି, ଇରାନର ସେନା କମାଣ୍ଡର କାସିମ ସୋଲେମାନୀଙ୍କୁ ଡ୍ରୋନରେ ଆକ୍ରମଣ କରିବା ପାଇଁ ନିର୍ଦ୍ଦେଶ ଦେଇ ସେ ଆମେରିକା ନାଗରିକଙ୍କୁ ନ୍ୟାୟ…

ହ୍ରିତିକ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଏକ୍ସ ଓ୍ବାଇଫ୍‌

ମୁମ୍ବାଇ: ଫିଲ୍ମ ‘କହୋ ନା ପ୍ୟାର ହୈ’ରୁ ବଲିଉଡ୍‌ରେ ପାଦ ରଖିଥିବା ହ୍ରିତିକ୍‌ ରୋଶନ ଶୁକ୍ରବାର ନିଜର ୪୬ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ବଲିଉଡ୍‌ ଜଗତରୁ ଆରମ୍ଭ କରି ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିବାରେ ଲଗିଛି। ଟୁଇଟରରେ ହ୍ରିତିକ୍‌ଙ୍କ…

କର୍ମୀଙ୍କ ପାଇଁ ଫିଲ୍ମ ହଲ୍‌ ବୁକ୍‌ କରାଇଲେ ଅଖିଲେଶ

ଲକ୍ଷ୍ନୌ,୧୦।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଛଫାକ୍‌’ ଶୁକ୍ରବାର ବଡ଼ ପରାଦାରେ ରିଲିଜ୍‌ ହୋଇଛି। ଜେଏନ୍‌ୟୁ ଛାତ୍ରଙ୍କୁ ଦୀପିକା ଭେଟିବା ପରେ ତାଙ୍କ ଫିଲ୍ମ ‘ଛପାକ’କୁ ନେଇ ବିବାଦ ଦେଖାଦେଇଥିଲା। ଫିଲ୍ମ ରିଲିଜ୍‌ ହେବ…

ବଢିଲା ରାମ ଜନ୍ମଭୂମି ନ୍ୟାସର ମୁଖ୍ୟଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୦।୧: ରାମ ଜନ୍ମଭୂମି ନ୍ୟାସର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଥିବା ଜଣାପଡିିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର ଓ୍ବାଇ ପ୍ଲସ ସୁରକ୍ଷାକୁ ବୃଦ୍ଧି କରାଯାଇ ଜେଡ୍‌ ସୁରକ୍ଷା ଯୋଗାଇ ଦିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ,…

ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ ହେଲେ ସେ ଦାରୁଠେଙ୍ଗ ଏବଂ ଜଟଣୀର ୨୭ଟି ଗ୍ରାମର ବାସିନ୍ଦାଙ୍କ ସହ ନବୀନ ନିବାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri