ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ
ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ ୨ଯବାନ ଶହୀଦ ହୋଇଥିବା ସୂଚନାମିଳିଛି। ଏମାନେ ସେନାରେ ପୋର୍ଟର ଭାବେ କାର୍ଯ୍ୟରତ ଥିଲେ। ଏଥିରେ…
ଓଏଏସ୍ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି
ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା ଚାଷୀଖଣ୍ଡ ଗ୍ରାମର ଅରୁଣ କୁମାର ଦାସ ଓ କୃଷ୍ଣପ୍ରିୟା ମହାନ୍ତିଙ୍କ ଏକମାତ୍ର ଝିଅ…
ନୌକାଯାତ୍ରା କଲେ ପ୍ରିୟଙ୍କା
ବାରାଣସୀ,୧୦।୧: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶର ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ବାରାଣସୀକୁ ଦିନିକିଆ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ବାରାଣସୀର ରାଜଘାଟ ସ୍ଥିତ ରବିଦାସ ମନ୍ଦିରରେ ପ୍ରିୟଙ୍କା ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ପଞ୍ଚଗଙ୍ଗା…
ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦।୧: ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ଭାଜପା ନେତା ତଥା ଆଇନଜୀବି ଅଶ୍ୱିନୀ କୁମାର ଉପାଧ୍ୟାୟ କରିଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟରେ ଭାଜପା ନେତା ଅଶ୍ୱିନୀ କୁମାର ଜନସଂଖ୍ୟା…
୪୨ ବର୍ଷ ଧରି ବନ୍ଦ ରହିଥିଲା ଏହି ରେଲ୍ଓ୍ବେ ଷ୍ଟେଶନ, ଜାଣନ୍ତୁ କାରଣ
ଗୋଟିଏ ରେଲ୍ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍କୋଦର। ୧୯୬୦…
ଦୁଇ ଦିନିଆ କୋଲକାତା ଗସ୍ତରେ ଯିବେ ମୋଦି
ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୋଲକାତା ଗସ୍ତରେ ଯିବେ। ଶନିବାର ଓ ରବିବାର ସେ କୋଲକାତା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସେ କୋଲକାତା ପୋର୍ଟ ଟ୍ରଷ୍ଟର ୧୫୦ ତମ ବାର୍ଷିକୀରେ ଯୋଗ ଦେବେ ବୋଲି ଜଣାପଡିଛି।…
ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା
ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍ କମିଟିକୁ ଅନ୍ଧାରରେ ରଖି ଏପରି କରାଯାଇଛି। ଏ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ପରିଚାଳନା କମିଟି…
ସାମ୍ନାକୁ ଆସିଲା ଦୁର୍ଘଟଣାଗ୍ରସ୍ତ ୟୁକ୍ରେନ୍ ବିମାନର ଭିଡିଓ
କିଏଭ୍,୧୦।୧: ଇରାନର ରାଜଧାନୀ ତେହେରାନ ବିମାନ ବନ୍ଦର ନିକଟରେ ବୁଧବାର ୟୁକ୍ରେନର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏବେ ଏହି ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି। ଯାହାକୁ ଦେଖିବା ପରେ ବିମାନ ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିପାରିବ ବୋଲି…
ଯୁବକଙ୍କୁ ନିର୍ମମ ଭାବେ ମାଡ଼ମାରି ୩ ପୋଲିସ ନିଲମ୍ବିତ
ଦେବରିଆ,୧୦।୧: ଉତ୍ତରପ୍ରଦେଶର ଦେବରିଆ ଜିଲାରେ ପୋଲିସର ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଚୋରି ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଥାନାରେ ନିସ୍ତୁକ ମାଡ଼ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ…
ବିଶ୍ୱର ଶକ୍ତିଶାଳୀ ପାସ୍ପୋର୍ଟ ତାଲିକା: ୮୪ ତମ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୧୦।୧: ବିଦେଶ ଯାତ୍ରା ପାଇଁ ଆବଶ୍ୟକ ପାସପୋର୍ଟକୁ ନେଇ ବିଭିନ୍ନ ସମୟରେ ଏହାର ର଼୍ୟାଙ୍କ କରୁଥିବା ହେନଲେ ପାସପୋର୍ଟ ଇଣ୍ଡେକ୍ସ ନିକଟରେ ଏକ ତାଲିକା ପ୍ରକାଶ କରିଛି। ଏଥିରେ ବିଶ୍ୱର ଶକ୍ତିଶାଳୀ ପାର୍ସପୋର୍ଟ ତାଲିକାରେ ଜାପାନ ଲଗାତାର ତୃତୀୟ ବର୍ଷ ୧୯୧…
ଗରିବ ଲୋକଙ୍କ ବିଦ୍ୟୁତ୍ କାଟିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ: ସୁର
ଭୁବନେଶ୍ୱର,୧୦।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ବିଦ୍ୟୁତ୍ କାଟ୍ ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଛି। ଗରିବ ଲୋକଙ୍କ ଲାଇନ୍ କାଟିଲେ କଂଗ୍ରେସ ଆନ୍ଦୋଳନ କରିବ। କାହାରିକୁ ଗାଁକୁ ପୂରାଇ ଦିଆଯିବ ନାହିଁ। ମୁଣ୍ଡ ଉପରେ ପିଲାଙ୍କ ପରୀକ୍ଷା ଥିବାରୁ ଏହି ନିଷ୍ପତ୍ତି…
ଦେୱାନ ମହମ୍ମଦଙ୍କ ନାମାନୁଯାୟୀ ମହମ୍ମଦିଆ ବଜାର
କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର ଏହି ସହରର ପ୍ରତ୍ୟେକ ସାହିବସ୍ତିର ନାଁ ପଛରେ ଲୁଚି ରହିଛି ଚମତ୍କାର କାହାଣୀ।…
Archives


