ବଲାଣି ସେଲ୍ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା
ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ କାମ କରୁଥିବାବେଳେ ଚାପି ହୋଇ ଜଣେ ଠିକା ଶ୍ରମିକଙ୍କ ହାତର ୩ଟି ଆଙ୍ଗୁଠି…
ରାଜଧାନୀରେ ଅସହାୟ ରୋଗୀଙ୍କ ହୀନସ୍ତା: ପରିସ୍ରାନଳୀ ଧରି ୩ ବର୍ଷ ହସ୍ପିଟାଲ ବାହାରେ ବ୍ରଜବନ୍ଧୁ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ‘ମୋ ସରକାର’ରେ ସାମିଲ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଚିକିତ୍ସା କ୍ଷେତ୍ରରେ ଅବହେଳା ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ସରକାର। ହେଲେ ଅସହାୟ ଓ ଗରିବଙ୍କ ପାଇଁ ଅଭିଯୋଗ କରିବ କିଏ? ଏ ପରିସ୍ଥିତିରେ ଜଣେ ଅସହାୟ ବୃଦ୍ଧ ୩ବର୍ଷ…
ଟ୍ରାଫିକ ଡ୍ୟୁଟିବେଳେ ଫୋନ୍ରେ ଗପିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଅନେକ ସମୟରେ ଟ୍ରାଫିକ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀ ମୋବାଇଲ୍ ଫୋନ୍ରେ ଗପୁଥିବା ନଜିର ରହିଛି। ଏଭଳି ଅବହେଳାକୁ ନେଇ ବାରମ୍ବାର ଅଭିଯୋଗ ମଧ୍ୟ ଉଠିଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏହାକୁ ଗୁରୁତର ସହିତ ଗ୍ରହଣ କରିବା ସହ…
ରୁପାଲି ରୁପ୍ରାଞ୍ଜିତା ମୃତ୍ୟୁ ରହସ୍ୟ: ହଷ୍ଟେଲରୁ ଚିଠି ଜବତ କଲା ପୋଲିସ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ସାଲିଆସାହି ନିକଟ ସରକାରୀ ପଲିଟେକ୍ନିକ କଲେଜ ହଷ୍ଟେଲରେ ବୁଧବାର ଛାତ୍ରୀ ରୁପାଲି ରୁପ୍ରାଞ୍ଜିତା ଦାସ(୧୮) ଆତ୍ମହତ୍ୟା କରିଥିଲେ। ପୋଲିସ ଆତ୍ମହତ୍ୟାର ରହସ୍ୟ ଖୋଜୁଥିବାବେଳେ ଗୁରୁବାର ହଷ୍ଟେଲରୁ ଏକ ହାତଲେଖା ଚିଠି ଜବତ କରିଛି। ‘ବାପା, ମାଆ ଆଇ…
ନବନିର୍ମାଣ କୃଷକ ସଂଗଠନର ଆଇନଅମାନ୍ୟ ଆନ୍ଦୋଳନ: ରାଜଧାନୀରେ ଚାଷୀ-ପୋଲିସ ଧସ୍ତାଧସ୍ତି
ଭୁବନେଶ୍ୱର,୧୦ା୧(ବ୍ୟୁରୋ): କାଳିଆ ଯୋଜନାକୁ ନେଇ ଗତ ଡ଼ିସେମ୍ବର ୨୬ରୁ ନବନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଚାଷୀଙ୍କ ସହ ଅନଶନରେ ବସିଥିଲେ। ସରକାର ଦାବି ପୂରଣ ନ କରିବାରୁ ଗୁରୁବାର ଚାଷୀମାନେ ଆଇନ ଅମାନ୍ୟ ଆନ୍ଦୋଳନ କରିଥିଲେ। ରାଜ୍ୟର…
ମରାମତି ପାଇଁ ୨ ଟ୍ରେନ ବାତିଲ୍
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ପୂର୍ବତଟ ରେଳପଥର ଓ୍ବାଲ୍ଟିୟର ଡିଭିଜନ୍ରେ ମରାମତି କାର୍ଯ୍ୟ ପାଇଁ ୨ଟି ପାସେଞ୍ଜର ଟ୍ରେନକୁ ବାତିଲ୍ କରାଯାଇଛି। ସମ୍ବଲପୁର-କୋରାପୁଟ-ସମ୍ବଲପୁର ୧୦ ଜାନୁୟାରୀରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଉଭୟ ଦିଗରୁ ବାତିଲ୍ ରହିବ। ସେହିଭଳି ରାୟପୁର-ବିଶାଖାପାଟଣା-ରାୟପୁର ୧୦ ଜାନୁୟାରୀରୁ ୧ ଏପ୍ରିଲ ପର୍ଯ୍ୟନ୍ତ…
ଯୁବକଙ୍କ ମୃତଦେହ ଉଦ୍ଧାର
ସଜନାଗଡ଼,୧୦।୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର ନିରଞ୍ଜନ ମଲ୍ଲିକଙ୍କ ପୁଅ ରାଜେଶ(୩୪)। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାଟିରୁ ରକ୍ତ…
ଚକାଫାଟି ଗଛରେ ପିଟିହେଲା ଆମ୍ବୁଲାନ୍ସ, ୨ ଆହତ
ସଜନାଗଡ଼,୧୦।୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଜାମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିବା ବେଳେ ଚକା ଫାଟିଯିବାରୁ ଏକ ଆମ୍ବୁଲାନ୍ସ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ଓଡି ୦୧ ଏଡି ୬୩୩୬ ବିଶିଷ୍ଟ ୧୦୮ ଆମ୍ବୁଲାନ୍ସ ରୋଗୀ ଆଣିବାକୁ…
ମୋଦି ସରକାରଙ୍କୁ ଝଟ୍କା: ଜମ୍ମୁ-କଶ୍ମୀରରେ ଲଗାଯାଇଥିବା ପ୍ରତିବନ୍ଧକ ଉପରେ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ସମୟରେ ସେଠାରେ ଲଗାଯାଇଥିବା ପ୍ରତିବନ୍ଧକ ବିରୋଧରେ କରାଯାଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ସେଠାରେ ଦୀର୍ଘ ଦିନରୁ ଇଣ୍ଟରନେଟ ସେବା ପ୍ରତିବନ୍ଧକ ଓ ୧୪୪ ଧାରା ଲଗାଯାଇଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ…
୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା ହାତୀ
ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଗୋଟିକିଆ ଦନ୍ତାହାତୀର ଆତଙ୍କରାଜ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଏହି ଦନ୍ତାହାତୀଟି ପାଟଣା ରେଞ୍ଜର ବଡ଼ବିଲ, ଜମୁନାଳିଆ, ତାଳସରୁଆ, ହଳଦୀବଟା, ନୂଆଗାଁ ଓ ଦୁବେଇପେଣ୍ଠ ଆଦି ଗ୍ରାମରେ ପଶି…
ବଡ଼ସାହି ଜଙ୍ଗଲରେ ଘୂରିବୁଲୁଛି ଦନ୍ତାହାତୀ: ଲୋକେ ଭୟଭୀତ
ବଡ଼ସାହି,୧୦।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି-ଉଦଳା ରାସ୍ତାର ସୁହାଗପୁର ଜଙ୍ଗଲରେ ଶୁକ୍ରବାର ଭୋର୍ରୁ ଏକ ଦନ୍ତାହାତୀ ବାଟବଣା ହୋଇ ଘୂରିବୁଲୁଛି। ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖି ଲୋକମାନେ ଭୟଭୀତ ହୋଇଛନ୍ତି। ଖବରପାଇ ଡୁକୁରା ରେଞ୍ଜର କର୍ମଚାରୀ, ବଡ଼ସାହି ଫରେଷ୍ଟର ଓ ସ୍ଥାନୀୟ ଲୋକେ…
ବରଫଚାଦର ତଳେ ଶିମ୍ଲା-ମନାଲୀ: ଜନଜୀବନ ଅସ୍ତବ୍ୟସ୍ତ
ମନାଲୀ,୧୦।୧: ହିମାଚଳ ପ୍ରଦେଶ ମନାଲୀରେ ମଙ୍ଗଳବାର ଓ ବୁଧବାର ହୋଇଥିବା ପ୍ରବଳ ବରଫାପାତ ଯୋଗୁ ଅନେକ ରାସ୍ତାଘାଟ ବରଫଚାଦର ତଳେ ଢାଙ୍କି ହୋଇଯାଇଛି। ଏଥିପାଇଁ ଏବେ ବି ସମସ୍ତ ରାସ୍ତାଘାଟ ବନ୍ଦ ରହିଥିବା ସୂଚନା ମିଳିଛି। ରାସ୍ତା ବନ୍ଦ ଥିବାରୁ ଲୋକଙ୍କୁ…
Archives


