Home

୧୯ରୁ ଭୁବନେଶ୍ୱରରେ ପଲ୍‌ସ ପୋଲିଓ ଟିକାକରଣ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଭୁବନେଶ୍ୱରରେ ଆସନ୍ତା ୧୯, ୨୦ ଓ ୨୧ ତାରିଖରେ ପଲସ୍‌ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୨୪୯ ବୁଥ୍‌ରେ ୪୯୮ ଦଳ ଅନ୍ତର୍ଭୁକ୍ତ ୯୯୬ ଜଣ ଟିକାଦାନକାରୀ ଏହି ବ୍ୟାପକ କାର୍ଯ୍ୟକ୍ରମକୁ ପରିଚାଳନା କରିବେ। ରେଲୱେ ଷ୍ଟେଶନ୍‌, ବସ୍‌ଷ୍ଟାଣ୍ଡ…

ଦାରୁଠେଙ୍ଗ ଡମ୍ପିଂୟାର୍ଡ ବିବାଦ, ପୁଣି ହେବ ଆଲୋଚନା: ଲିଖିତ ପ୍ରତିଶ୍ରୁତି ଦେଲେ ଡମ୍ପିଂୟାର୍ଡ ଖୋଲିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବାରମ୍ବାର ଆଲୋଚନା, ବୈଠକ ହେବା ସତ୍ତ୍ୱେ ଦାରୁଠେଙ୍ଗ ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନି। ବିଏମ୍‌ସି ମୁଖ୍ୟାଳୟରେ ଗତ ୬ତାରିଖର ବୈଠକ ପରେ ଗୁରୁବାର ଆୟୋଜିତ ବୈଠକର ମଧ୍ୟ କିଛି ନିଷ୍କର୍ଷ ବାହାରିପାରି ନାହିଁ। ଆସନ୍ତା ୩ଦିନ ପରେ ପୁଣି ଆଲୋଚନା…

ମହାରାଷ୍ଟ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବାଙ୍କୀ,୧୦।୧(ବି.ପ୍ର): ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ସୋମବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍କୀ ବ୍ଲକ ଅନ୍ତର୍ଗତ ସହଗଁା ଗୋପାଳପୁର ଗ୍ରାମର ସମୀର କୁମାର ସିଠ(୩୩)। ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟରେ ଜବାବ…

ବାରିପଦା ଫାଶୀଦଣ୍ଡ ମାମଲା: ୧୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣାର ଅଭିଯୁକ୍ତ ଯାମିନୀକାନ୍ତ ମହନ୍ତଙ୍କୁ ତଳକୋର୍ଟ ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି। ଉକ୍ତ ଫାଶୀ ଦଣ୍ଡାଦେଶ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର ମିଶ୍ର…

ସିଲିଣ୍ଡରରୁ ଗ୍ୟାସ୍‌ ଖୋଲୁଥିବାବେଳେ ଲାଗିଲା ନିଆଁ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ନୂଆ ସିଲିଣ୍ଡରରୁ ଗ୍ୟାସ୍‌ ବାହାର କରୁଥିଲେ ମେକାନିକ। ହଠାତ୍‌ ଲାଗିଯାଇଥିଲା ନିଆଁ। କିଛି ବୁଝିବା ପୂର୍ବରୁ ନିଆଁ ଭିତରେ ରହିଯାଇଥିଲେ ମେକାନିକ ସମେତ ବସ୍ତିର ୫ଜଣ। ନୟାପଲ୍ଲୀ ଥାନା ଅନ୍ତର୍ଗତ ସିଆର୍‌ପିଏଫ୍‌ ଛକ ନିକଟ ମୁଣ୍ଡାସାହି ବସ୍ତିରେ ଗୁରୁବାର ଘଟିଛି…

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ୍‌ ମୂଲ୍ୟ ପ୍ରଦାନ ସହ ଖାଉଟିଙ୍କୁ ସଦ୍ୟ ଫଳ ପନିପରିବା ସୁଲଭ ମୂଲ୍ୟରେ…

ଗୌରୀ ଲଙ୍କେଶଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୦।୧: ସାମ୍ବାଦିକା ଗୌରୀ ଲଙ୍କେଶଙ୍କ ହତ୍ୟା ମାମଲାରେ ଏସ୍‌ଆଇଟି ଟିମ୍‌କୁ ବଡ଼ ସଫଳତା ମିଳିଛି। ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ୪୪ବର୍ଷୀୟ ଋଷିକେଶ ଦେଭଡିକର୍‌ଙ୍କୁ ପୋଲିସ ଝାଡଖଣ୍ଡ ଧାନବାଦ ଜିଲାର କତରାସ୍‌ରୁ ଗିରଫ କରିଛି। ଋଷିକେଶ ନିଜର ପ୍ରକୃତ ପରିଚୟ ଗୋପନ…

ପାରାଦୀପ ଟ୍ରକ୍‌ ସଂଘ ବିବାଦ ପ୍ରସଙ୍ଗ: ବୈଠକ ବସିଲା, ସମାଧାନ ହେଲାନି

ପାରାଦୀପ,୧୦।୧ (ସ୍ବ.ପ୍ର.): ପାରାଦୀପ ଟ୍ରକ ମାଲିକ ସଂଘଗୁଡ଼ିକ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଗୁରୁବାର ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତ୍ରିପାକ୍ଷିକ ବୈଠକ ବସିଥିଲେ ବି କିଛି ନିଷ୍କର୍ଷ ବାହାରି ପାରିନାହିଁ। ହାଇକୋର୍ଟ ନିଷ୍ପତ୍ତିକୁ ନେଇ ଅଙ୍କ ଛିଡୁ ନ ଥିବାରୁ…

ପୂଜକ-ମ୍ୟାନେଜିଂ ଟ୍ରଷ୍ଟି ଆଲୋଚନା ବିଫଳ

ରଘୁନାଥପୁର, ୧୦ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରଖନାଥ ପୀଠରେ ପ୍ରସାଦ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ବିବାଦ ଥମିବାର ନଁା ଧରୁନି। ପୂଜକ ଓ ମ୍ୟାନେଜିଂ ଟ୍ରଷ୍ଟି ଆଲୋଚନା ଗୁରୁବାର ବିଫଳ ହୋଇଛି। ଗୋଟେ ପଟେ ମ୍ୟାନେଜିଂ…

ପରିତ୍ୟକ୍ତ ଗୃହରେ ଚାଲିଛି ‘ସଖୀ’ କେନ୍ଦ୍ର ନିଜସ୍ବ ବିଲ୍ଡିଂ ପାଇଁ ଚିହ୍ନଟ ଜମିକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ୍‌,୧୦।୧: ରାଜଧାନୀ ଦିଲ୍ଲୀରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ଏହି ମାମଲାର ବିଚାର ସମୟରେ ନିର୍ଯାତନାର ଶିକାର ହେଉଥିବା ନାବାଳିକା, ଯୁବତୀ ଓ ମହିଳାମାନଙ୍କୁ ସହାୟତା ପାଇଁ ୱାନ୍‌ ଷ୍ଟପ୍‌ ସେଣ୍ଟର ବା…

ପାରାଦୀପରେ ହେବ ରାଜ୍ୟର ପ୍ରଥମ ଇଓସି

ପାରାଦୀପ,୧୦।୧ (ସ୍ବ.ପ୍ର.): ସମଗ୍ର ରାଜ୍ୟରେ ଥିବା ୩୫ ବୃହତ୍‌ ରାସାୟନିକ ଦୁର୍ଘଟଣା ପ୍ରବଣ କାରଖାନା ମଧ୍ୟରୁ ପାରାଦୀପରେ ୨୫ ପ୍ରତିଶତ ଅର୍ଥାତ୍‌ ୮ କାରଖାନା ଅଛି। ସେହି କାରଖାନାର ସମ୍ଭାବ୍ୟ ଦୁର୍ଘଟଣା ବେଳେ ଜରୁରିକାଳୀନ ପରିଚାଳନା ପାଇଁ ହେବ ଇଓସି (ଇମର୍ଜେନ୍ସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri