୬ ବସ୍ତା ଚୋରା ମଦ ପୋଡିଲେ ମହିଳା
ସୋର, ୯ା୧(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଖଣ୍ଡାସାହି ଗ୍ରାମରେ ଗୁରୁବାର ୫ଟି ସ୍ବୟଂସହାୟକ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ୱ ମହିଳା ମଦ ବିରୋଧୀ ଆନ୍ଦୋଳନରେ ସାମିଲ ହୋଇ ବିପୁଳ ପରିମାଣର ଚୋରା ମଦ ଜବତ କରି ପୋଡି ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ…
ଜାନୁଆରୀ ୧୪ରୁ ଆଇଆଇଏମ୍ସିରେ ‘ଫିଲ୍ମି ଚକ୍କର-୩’
ଢେଙ୍କାନାଳ,୯।୧:: ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା । ଚଳଚ୍ଚିତ୍ର ଉପରେ ଆଲୋଚନା । ପୁଣି ଚଳଚ୍ଚିତ୍ରର ବିଭିନ୍ନ ବିଭବକୁ ନେଇ କର୍ମଶାଳା । ଏସବୁର ସୁଯୋଗ ଆଣିଦେଇଛି ଭାରତୀୟ ଜନ ସଞ୍ଚାର ସଂସ୍ଥାନ, ଢେଙ୍କାନାଳ ପକ୍ଷରୁ ଆୟୋଜିତ ହେବାକୁ ଥିବା ଚଳଚ୍ଚିତ୍ର ସମ୍ପର୍କିତ…
୪୦ବର୍ଷ ପରେ ସରକାରୀ ଜମିରୁ ଜବରଦଖଲ ହଟିଲା
ବାଲେଶ୍ୱର ଅଫିସ,୯।୧-ବାଲେଶ୍ୱର ସଦର ତହସିଲ ଅଧୀନ ଅଙ୍ଗାରଗଡ଼ିଆ ମୌଜାର ୨୭ ଡିସିମିଲ ସରକାରୀ ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ୪୦ ବର୍ଷ ଧରି ଏହି ଜମି ଜବରଦଖଲରେ ଥିଲା। ଉକ୍ତ ଅଞ୍ଚଳର କୁନିମଣି ସିଂ ୨୦ ଡିସିମିଲ, ଯଦୁମଣି ମହନ୍ତ…
ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ଜିଲାପାଳ
ସିମୁଳିଆ, ୯ା୧(ଡି.ଏନ୍.ଏ.)-ବାଲେଶ୍ୱର ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଗୁରୁବାର ସିମୁଳିଆ ବ୍ଲକର ବିଭିନ୍ନ ସ୍ଥାନ ଅଚାନକ ପରିଦର୍ଶନ କରିଥିଲେ । ସେଥିମଧ୍ୟରେ ମୁରୁଣା ପଞ୍ଚାୟତରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କଲ୍ୟାଣମଣ୍ଡପ, ୬ଲକ୍ଷ ଟଙ୍କା ବ୍ୟୟ…
ସରକାରୀ ଚାଉଳ ଜବତ ଘଟଣା:କ୍ଲିନଚିଟ୍ ଦେଲା ଯାଞ୍ଚ କମିଟି
ତିହିଡି,୯।୧(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବଜାରରୁ ୧୨୦ କୁଇଣ୍ଟାଲ ସରକାରୀ ଚାଉଳ ଜବତ ଘଟଣାର ତଦନ୍ତ ପରେ ଯାଞ୍ଚ କମିଟି କ୍ଲିନଚିଟ୍ ଦେଇଛି। ଗୁରୁବାର ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ତଦନ୍ତ କରାଯିବା ପରେ ଚାଉଳ…
୧୫ ସୁଦ୍ଧା ପାଇଖାନା ନିର୍ମାଣ ବକେୟା ପ୍ରଦାନ ନିର୍ଦ୍ଦେଶ: ଘରକୁ ଯାଇ କାର୍ଯ୍ୟାଦେଶ ଦେଲେ ବିଡିଓ
ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ପାଇଖାନା ନିର୍ମାଣ ପାଇଁ ନୂତନ ଭାବେ ପଞ୍ଜୀକୃତ ୧୯,୪୭୪ ହିତାଧିକାରୀଙ୍କୁ ବୁଧବାରଠାରୁ ସମସ୍ତ…
୫-ଟି ସଚିବଙ୍କ ଅଚାନକ କୋଣାର୍କ ପରିଦର୍ଶନ
କୋଣାର୍କ,୯।୧(ଡି.ଏନ୍.ଏ.)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ପାରିପାଶର୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଗୁରୁବାର ଅଚାନକ କୋଣାର୍କ ପରିଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ କୋଣାର୍କର ପାରିପାଶର୍ବିକ ବିକାଶ ପାଇଁ…
ଟ୍ୟାଙ୍କର-ଟ୍ରକ ଧକ୍କା: ଜଳିଗଲା ଟ୍ୟାଙ୍କର
ରାୟଗଡ଼ା ଅଫିସ,୯।୧: ରାୟଗଡ଼ାର ମଝିଘରିଆଣୀ ମନ୍ଦିର ନିକଟରେ ଗୁରୁବାର ଭୋର୍ ସମୟରେ ଏକ ଦୁର୍ଘଟଣା ଘଟିଛି। ଟ୍ୟାଙ୍କର ଏବଂ ଟ୍ରକ ମଧ୍ୟରେ ଧକ୍କା ହେବାରୁ ରାସ୍ତା ଉପରେ ଟ୍ୟାଙ୍କରଟି ଜଳିଯାଇଛି। ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।…
ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି
ନରାଜ,୯।୧(ଡି.ଏନ୍.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ ସମୟରେ…
ଭୋକିଲା ପିଲାଙ୍କୁ ପଡିଆରେ ଖାଦ୍ୟ ଖୁଆଇ ଚର୍ଚ୍ଚାରେ କ୍ରିକେଟର
ସାଧାରଣତଃ ନିଜ ପ୍ରଦର୍ଶନ ଜରିଆରେ ଖେଳାଳିମାନେ ଚର୍ଚ୍ଚାର ପରିସରକୁ ଆସିଥାନ୍ତି। କିନ୍ତୁ ଭାରତର ବାମହାତୀ ସ୍ପିନ୍ ବୋଲର ଇକବାଲ୍ ଅବଦୁଲ୍ଲା ଏକ ମହତ କାମ କରି ଚର୍ଚ୍ଚାକୁ ଆସିଛନ୍ତି। ଏବେ ଇକବାଲ୍ଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ…
ଶୁକ୍ରବାର ଓଡ଼ିଶା ଆସିବେ ଗିରିରାଜ, ବାବୁଲ ସୁପ୍ରିୟୋ
ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବାବୁଲ…
ଲିପ୍ଷ୍ଟିକ୍ରୁ ବାହାରିବ ଗୁଳି: ରୋଡ୍ ସାଇଡ୍ ରୋମିଓ ପାଇବେ ପାନେ !
ବାରାଣସୀ,୯।୧: ଏବେ ରୋଡ୍ ସାଇଡ୍ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍ ଷ୍ଟିକ୍ ତିଆରି କରିଛନ୍ତି। ଏହାର ନାମ ସ୍ମାର୍ଟ ଆଣ୍ଟି ଟିଜିଂ ଲିପ୍ଷ୍ଟିକ୍ ଗନ୍ ରଖାଯାଇଛି। ସ୍ଥାନୀୟ ଅଶୋକା…
Archives


