Home

ପ୍ରସିଦ୍ଧ କଣ୍ଠଶିଳ୍ପୀଙ୍କ ପୁଅଙ୍କୁ ବିବାହ କରିବେ ନେହା କକ୍କର!

କଣ୍ଠଶିଳ୍ପୀ ନେହା କକ୍କର ‘ଇଣ୍ଡିଆନ୍‌ ଆଇଡଲ୍‌’ ସିଜିନ ୧୧ର ବିଚାରପତି ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ସହିତ ହିମେଶ ରେଶମିୟା ଏବଂ ବିଶାଲ ଦଡ଼ଲାନି ମଧ୍ୟ ଅଛନ୍ତି। ଏହି ଶୋ’ର ହୋଷ୍ଟ କରୁଛନ୍ତି ପ୍ରସିଦ୍ଧ କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣ।…

ବାଂଲାଦେଶ ସୀମାରେ ରୋହିଙ୍ଗ୍ୟାଙ୍କୁ ଆତଙ୍କବାଦୀ ତାଲିମ୍‌ ଦେଉଛି ଆଇଏସ୍‌ଆଇ: ଏକ କୋଟିରୁ ଅଧିକ ପାଣ୍ଠି ଯୋଗାଡ଼

ନୂଆଦିଲ୍ଲୀ,୯।୧: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ପାକିସ୍ତାନ ବାଂଲାଦେଶ ସୀମାରେ ରୋହିଙ୍ଗ୍ୟାଙ୍କୁ ଆତଙ୍କବାଦୀ ତାଲିମ୍‌ ଦେଉଛି। ଏସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସମ୍ପ୍ରତି ଏଠାରେ…

ଟୁ-ଇନ୍‌-ଓ୍ବାନ ଉପାସନା

ଏପଟେ ପ୍ରଯୋଜନା ସେପଟେ ଫିଲ୍ମର ନାୟିକା ଭୂମିକାରେ ଅଭିନୟ କରିବା। ଏପରି ଦୁଇଟି ଗୁରୁ ଦାୟିତ୍ୱ ତୁଲାଇବା ସହଜ ନୁହେଁ। ହେଲେ ତାହାକୁ ସୂଚାରୂ ରୂପେ ସମ୍ପାଦନ କରିବାକୁ ଅଣ୍ଟା ଭିଡିଛନ୍ତି ଉପାସନା। ନିର୍ମାଣାଧୀନ ଓଡିଆ ସିନେମା ‘ଚୁମକି ସେ ତ…

ଆଉ ଜଣେ ନବାଗତା

ଜଣେ ନବାଗତା ନିଜ ନାମକୁ ନାୟିକା ଦୌଡରେ ସାମିଲ କରିଛନ୍ତି। ସେ ହେଲେ ସ୍ବାତୀ। ନିର୍ମାଣାଧୀନ ଓଡ଼ିଆ ସିନେମା ‘ଅଟୋଗ୍ରାଫ-ଏ ସାଇନ ଅଫ ଲଭ୍‌’ର ଫିମେଲ ଲିଡ୍‌ରେ ଅଭିନୟ କରୁଛନ୍ତି ସେ। ପ୍ରଥମେ ମଡେଲିଂ ଆଉ ଏବେ ବଡ ପରଦାରେ ଡାଇରେକ୍ଟ…

ଜାପାନୀ ଶିଳ୍ପପତି ନିଜ ଟୁଇଟର ଫଲୋଅର୍ସଙ୍କୁ ବାଣ୍ଟିବେ ୪୬ କୋଟି…

ଟୋକିଓ, ୯।୧: ପୃଥିବୀର ବିଭିନ୍ନ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ସଉକ ଦେଖିବାକୁ ମିଳିଥାଏ। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଜାପାନର ଶିଳ୍ପପତି ୟୁସାକୁ ମିଜାବା। ସେ ନିଜ ଟୁଇଟର ଫଲୋଅର୍ସଙ୍କୁ ଖୁସି କରିବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ…

କାହାଣୀର ସଠିକ ଉପସ୍ଥାପନା ଉପରେ ଗୁରୁତ୍ୱ ଦିଏ

ନିର୍ଦ୍ଦେଶନା ଏକ ଗୁରୁ ଦାୟିତ୍ୱ। ପୁଣି ମଞ୍ଚରେ ତ କଟ୍‌ ଓକେ ନାହିଁ। ଲାଇଭ ଆକ୍ଟିଂ। ତେଣୁ ଅଭିନୟ କିପରି ଜୀବନ୍ତ ହେବ, କାହାଣୀରେ ଯାହା ଦର୍ଶାଯାଇଛି ତାହା କିପରି ସଠିକ ଭାବରେ କଳାକାରଙ୍କ ଦ୍ୱାରା ପରିବେଷିତ ହୋଇପାରିବ ତାହା ଉପରେ…

ପୃଥିବୀଠାରୁ ବଡ଼ ଗ୍ରହର ମିଳିଲା ସନ୍ଧାନ: ମାତ୍ର ୩୭ ଦିନରେ ହେଉଛି ଏକ ବର୍ଷ

ଓ୍ବାଶିଂଟନ୍‌, ୯।୧: ପୃଥିବୀଠାରୁ ଏକ ବଡ଼ ଗ୍ରହର ସନ୍ଧାନ ମିଳିଛି। ଏଲିଅନ୍‌ଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଥିବା ସ୍ପେସକ୍ରାଫ୍ଟର ଟେଲିସ୍କୋପ୍‌ ଦ୍ୱାରା ଏହି ଗ୍ରହର ଉପସ୍ଥିତି ବିଷୟରେ ଜଣାପଡ଼ିଛି। ଏହା ପୃଥିବୀଠାରୁ ଶହେ ଆଲୋକ ବର୍ଷ ଦୂରରେ ରହିଛି। ଗ୍ରହର ଆକାର…

ସିଆଚେନ୍‌ରେ ସେନାମୁଖ୍ୟ ନରାଓ୍ବଣେ: ଯବାନଙ୍କୁ କଲେ ପ୍ରଶଂସା

ଲେହ,୯।୧: ଭାରତୀୟ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁବାର ସିଆଚେନ୍‌ରେ ପହଞ୍ଚିଛନ୍ତି। ସେଠାରେ ମୁତୟନ ଥିବା ଯବାନଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହିତ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖରାପ ପାଗ ସତ୍ତ୍ୱେ ଭାରତୀୟ ଯବାନ ସେଠାରୁ ମୁତୟନ ଥିବାରୁ…

ପୁରୁଣା ଜିନିଷ ନୂଆ ରୂପ

ଛୋଟ ହେଉ କିମ୍ବା ବଡ଼, ଏଠାରେ ପ୍ରତି ସାମଗ୍ରୀରେ ଝଲସୁଛି କାରିଗରଙ୍କ ହସ୍ତକଳାର ନୈପୁଣ୍ୟତା। ସାଧାରଣ ମଣିଷର କଳ୍ପନା ବାହାରେ ଏମାନେ ସୃଷ୍ଟି କରିଛନ୍ତି ଗୋଟିଏକୁ ବଳି ଆଉ ଗୋଟିଏ ଜିନିଷ। ଘର ସଜ୍ଜା ସାମଗ୍ରୀ ହେଉ କି ଘରକରଣା ସାମଗ୍ରୀ,…

ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍‌: ଚଳନ୍ତା ବାଇକ୍‌ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା ଦୁର୍ବୃତ୍ତ ଚଳନ୍ତା ବାଇକ୍‌ରୁ ମହିଳାଙ୍କ ବ୍ୟାଗ୍‌ ଟାଣି ଦେବାରୁ ସେ ଗୁରୁତର ଆହତ ହୋଇଛନ୍ତି।…

ଆଉ ଦେଖିବାକୁ ମିଳିବନି ଲାଲ୍‌ରଙ୍ଗର ସେଓ

ସାଧାରଣତଃ ବଜାରରେ ଲାଲ୍‌ରଙ୍ଗର ସେଓ ଅଧିକ ମାତ୍ରାରେ ଦେଖିବାକୁ ମିଳିଥାଏ। ମାତ୍ର ଏବେ ଆଉ ଏହି ସେଓ ଦେଖିବାକୁ ମିଳିବନି। ଏଥିପାଇଁ ପରିବର୍ତ୍ତିତ ଜଳବାୟୁ ହିଁ ଦାୟୀ ବୋଲି ବୈଜ୍ଞାନିକମାନେ କହୁଛନ୍ତି। ଆଜିକାଲି ବଜାରରେ ଯେଉଁ ସେଓ ଦେଖିବାକୁ ମିଳୁଛି ଏହା…

କ୍ୟାଟ୍ରିନାଙ୍କ ଫିଟ୍‌ନେସ୍‌ ମନ୍ତ୍ର

କ୍ୟାଟ୍ରିନା ଏବେ ବୁଲିବୁଲି ଫିଟ୍‌ନେସ ମନ୍ତ୍ର ବାଣ୍ଟୁଛନ୍ତି। କେବଳ ସେତିକି ନୁହେଁ, ନିଜ ଫିଗରକୁ ଆହୁରି ଆଟ୍ରାକ୍ଟିଭ କରିବାକୁ ସେ ଜିମ୍‌ରେ ଅଧିକ ସମୟ କଟାଇବା ସହ ଡାଏଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି। ଏ ସମ୍ପର୍କରେ କ୍ୟାଟ୍ରିନା କହନ୍ତି, ‘ଆକ୍ଟିଂ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri