IND vs PAK: ଭାରତ ଜିତୁ କି ପାକିସ୍ତାନ, ଫଳାଫଳ ପୂର୍ବରୁ ବଡ଼ ରେକର୍ଡ କଲେ Mukesh Ambani
ନୂଆଦିଲ୍ଲୀ,୨୩।୨: ଭାରତରେ କ୍ରିକେଟ ପ୍ରତି ଲୋକଙ୍କ କ୍ରେଜ୍ ବହୁତ ଅଧିକ। ହେଲେ ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ କଥା ଆସେ, ଏହା ଦ୍ୱିଗୁଣିତ ହୋଇଯାଏ। ରବିବାର ଉଭୟ ଦଳ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର ଦ୍ୱିତୀୟ ମୁକାବିଲା ଖେଳାଯାଉଛି। ଦୁଇ…
ପାକିସ୍ତାନର ନିକଟତର ହେବାକୁ ଚାହୁଁଛି ବାଂଲାଦେଶ, ଆରମ୍ଭ ହେଲା ସିଧାସଳଖ ବାଣିଜ୍ୟ
ଇସଲାମାବାଦ,୨୩।୨: ୧୯୭୧ ପରେ ପ୍ରଥମ ଥର ପାଇଁ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବାଣିଜ୍ୟ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ, ସରକାରୀ ସାମଗ୍ରୀ ବୋଝେଇ ଏକ ପାକିସ୍ତାନୀ ଜାହାଜ ବାଂଲାଦେଶ ଅଭିମୁଖେ ଯାତ୍ରା କରିଛି। ଏହି ସରକାରୀ ସାମଗ୍ରୀ…
ପ୍ରତିଶୋଧ ନେଇ ବାବର ଆଜମ୍ଙ୍କୁ ଏଭଳି ଇଙ୍ଗିତ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାଇରାଲ ହେଉଛି Video
ଦୁବାଇ,୨୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ୍ ବାବର ଆଜମ ପୁଣି ଥରେ ଟିମ ଇଣ୍ଡିଆ ବିପକ୍ଷରେ ଫ୍ଲପ୍ ସାବ୍ୟସ୍ତ ହୋଇଛନ୍ତି। ଦୁବାଇରେ ଖେଳାଯାଉଥିବା ଏହି ହାଇଭୋଲ୍ଟେଜ୍ ମ୍ୟାଚ୍ ଆୟୋଜକ ଦଳ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କାରଣ ଟୁର୍ନାମେଣ୍ଟରେ ରହିବାକୁ ହେଲେ ତାଙ୍କୁ ଯେକୌଣସି…
PM Modiଙ୍କୁ ରିଟର୍ଣ୍ଣ ଗିପ୍ଟ ଦେଲା ବାଗେଶ୍ୱର ଧାମ
ଛତରପୁର,୨୩।୨: ମଧ୍ୟପ୍ରଦେଶର ଛତରପୁର ଜିଲାର ବାଗେଶ୍ୱର ଧାମରେ କର୍କଟ ହସ୍ପିଟାଲର ଶିଳାନ୍ୟାସ ସମାରୋହ ଅବସରରେ, ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଘୋଷଣା କରିଛନ୍ତି ଯେ ଏହି ହସ୍ପିଟାଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆଙ୍କ ନାମରେ ଏକ ୱାର୍ଡ ରହିବ। ବାଗେଶ୍ୱର ଧାମରେ…
ଦୁବାଇ ମଇଦାନରେ ଜସପ୍ରିତ ବୁମ୍ରାଙ୍କୁ ମିଳିଲା ବଡ଼ ସମ୍ମାନ
ଦୁବାଇ,୨୩।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ରବିବାର ଏଠାରେ ଖେଳାଯାଉଛି। ମ୍ୟାଚ୍ ଦେଖିବା ପାଇଁ ଦୁବାଇ ଗ୍ରାଉଣ୍ଡରେ ଅନେକ ପ୍ରମୁଖ ବ୍ୟକ୍ତିବିଶେଷ ଉପସ୍ଥିତ ଅଛନ୍ତି। ଏହି କ୍ରମରେ ଭାରତର କିମ୍ବଦନ୍ତୀ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ମଧ୍ୟ ପହଞ୍ଚିଛନ୍ତି। ସେ…
Guru Randhawaଙ୍କୁ କ’ଣ ହୋଇଛି? ଡାକ୍ତରଖାନାରେ ହୋଇଛନ୍ତି ଭର୍ତ୍ତି, ଫଟୋ ଦେଖି ଚିନ୍ତାରେ ପ୍ରଶଂସକ…
ମୁମ୍ବାଇ: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା । ସୋସିଆଲ ମିଡିଆରେ ସେ ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କୁ ହସ୍ପିଟାଲର ବେଡ୍ରେ ଶୋଇଥିବାର ଦେଖାଯାଉଛି। ମୁଣ୍ଡରେ ଏକ ପଟି ବାନ୍ଧାଯାଇଛି।…
କଂଗ୍ରେସରେ ବିଦ୍ରୋହ, ଷ୍ଟାର ପଚାରକ ତାଲିକାରୁ କଟିଲେ ବଜରଙ୍ଗ ପୁନିଆ, ଭିନେଶ ଫୋଗାଟ
ଚଣ୍ଡିଗଡ଼,୨୩।୨: ସିଟି କାଉନସିଲ ନିର୍ବାଚନ ପାଇଁ କଂଗ୍ରେସ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇବା ପରେ ଦଳରେ ବିଦ୍ରୋହ ଦେଖାଦେଇଛି। ତାଲିକାରେ ନାମ ନଥିବା ପ୍ରମୁଖ କଂଗ୍ରେସ ନେତାମାନେ ପ୍ରଚାର କରିବାକୁ ସ୍ପଷ୍ଟ ଭାବରେ ମନା କରିଦେଇଛନ୍ତି। ଏହି ନେତାମାନେ ରବିବାର…
ଆସିଗଲା ଉଡ଼ନ୍ତା କାର…ଏବେ ଟ୍ରାଫିକ୍ ଜାମ ସମସ୍ୟାରୁ ମିଳିବ ମୁକ୍ତି, କିଣିବାକୁ ଚାହିଁଲେ ଗଣିବେ ଏତିକି…
ନୂଆଦିଲ୍ଲୀ,୨୩।୨: ଟ୍ରାଫିକ୍ ଜାମ ସମସ୍ୟା କେବଳ ଭାରତରେ ନୁହେଁ ବରଂ ସାରା ବିଶ୍ୱର ବଡ଼ ବଡ଼ ସହରରେ ରହିଛି। ଏହାକୁ ମୁକାବିଲା କରିବା ପାଇଁ ବିଭିନ୍ନ ପ୍ରୟାସ କରାଯାଉଛି। କଳ୍ପନା କରନ୍ତୁ ଯଦି ଆପଣ ଟ୍ରାଫିକ ଜାମ୍ରେ ଫସି ଯାଇଛନ୍ତି ଏବଂ…
ପାକିସ୍ତାନ ଆମର ଶତ୍ରୁ, ତା’ସହ ଖେଳିବାର ଅର୍ଥ କ’ଣ? କାହିଁକି ଏମିତି ପ୍ରଶ୍ନ କଲେ କଂଗ୍ରେସ ନେତା
ନୂଆଦିଲ୍ଲୀ,୨୩।୨: ରବିବାର ICC ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ପୂର୍ବରୁ, କଂଗ୍ରେସ ନେତା ରସିଦ ଆଲଭି ଭାଜପାକୁ ଏହା ବିଷୟରେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ ଭାଜପା ସରକାର ‘ଆମର ଶତ୍ରୁ’ ସହିତ…
Poorest CM: ଭାରତର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ କିଏ? ସମ୍ପତ୍ତି ଜାଣିଲେ ଉଡିବ ହୋସ୍, ଲିଷ୍ଟରେ ମୋହନ ମାଝୀଙ୍କର ସ୍ଥାନ…
ନୂଆଦିଲ୍ଲୀ,୨୩।୨:ଭାରତରେ ପ୍ରାୟତଃ ରାଜନେତାମାନଙ୍କ ବିଷୟରେ କୁହାଯାଏ ଯେ ସେମାନଙ୍କର ବହୁତ ଟଙ୍କା ଅଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି ଭାରତର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ କିଏ, ଯାହାଙ୍କର ସବୁଠାରୁ କମ ସମ୍ପତ୍ତି ଅଛି? ଆଜି ଆମେ ଆପଣଙ୍କୁ ଭାରତର ସବୁଠାରୁ…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଦାବି, କହିଲେ ପାକିସ୍ତାନ ଯଦି ଭାରତ ଆଗକୁ ନ ଯିବ ତେବେ ମୋ ନାମ…
ଇସଲାମାବାଦ,୨୩।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ତାଙ୍କର ବିବାଦୀୟ ଏବଂ ମହତ୍ୱାକାଂକ୍ଷୀ ବୟାନ ପାଇଁ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏବେ ସେ କହିଛନ୍ତି ଯେ ଯଦି ପାକିସ୍ତାନ ଭାରତଠାରୁ ଆଗକୁ ନ ବଢ଼ିବ, ତେବେ ମୋର ନାମ ଆଉ ଶେହବାଜ…
ଚାମ୍ପିଅନ୍ସ ଟ୍ରଫି ପରେ ସନ୍ନ୍ୟାସ ନେବେ ରୋହିତ ଶର୍ମା? ବଡ଼ ଦାବି କଲେ…
ଦୁବାଇ,୨୩।୨: ସାରା ବିଶ୍ୱର କ୍ରିକେଟ ପ୍ରେମୀଙ୍କ ନଜର ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ମହାମୁକାବିଲା ଉପରେ ରହିଛି। ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଉଭୟ ଦଳ ମୁହାଁମୁହିଁ ହେଉଛନ୍ତି। ଏସବୁ ମଧ୍ୟରେ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଅବସରକୁ ନେଇ…
Archives


