Home

ସଙ୍କଟ ସ୍ଥିତି ଦେଇ ଗତି କରୁଛି ଦେଶ; ସିଏଏ ନୁହେଁ ଶାନ୍ତି ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ସୁପ୍ରିମକୋର୍ଟରେ ଆବେଦନ ଦାଖଲ କରାଯାଇଛି। ଏହାର ବିଚାର କରି ଗୁରୁବାର ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଦେ କହିଛନ୍ତି ଯେ, ଦେଶ ସମ୍ପ୍ରତି ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏପରିସ୍ଥଳେ ସିଏଏ ପାଇଁ…

କ୍ୟାଟ୍ରିନାଙ୍କୁ ଅଫର୍‌ ମିଳିବାରୁ ରାଗିଲେ ଶ୍ରଦ୍ଧା

ମୁମ୍ବାଇ: ଯେମିତି ସାଧାରଣ ଲୋକଙ୍କ ଜୀବନରେ ରାଗ, ରୁଷା, ଅଭିମାନ ଲାଗି ରହିଥାଏ, ବଲିଉଡ୍‌ରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଥାଏ। କେତେବେଳେ ଫିଲ୍ମ ନ ମିଳିବାରୁ ଅଭିମାନ ତ କେତେବେଳେ କ୍ୟାଟ୍‌ ଫାଇଟ୍‌। ବି-ଟାଉନ୍‌ ତାରକାମାନେ ପରସ୍ପରକୁ ନେଇ ଈର୍ଷାପରାୟଣ…

ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲା ପୋଲିସ ହେପାଜତରେ

ପାଟନା, ୯।୧: ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲାଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପୋଲିସ ଗିରଫ କରିଛି। ତାଙ୍କୁ ବିହାରର ପାଟନାଠାରୁ ଗିରଫ କରାଯିବା ପରେ ମୁମ୍ବାଇ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ଜାନୁୟାରୀ ୨୧ ପର୍ଯ୍ୟନ୍ତ ପୋଲିସ ହେପାଜତରେ…

ବନ୍ଦ କୋଠରିରେ ମହିଳାଙ୍କ ମୃତଦେହ ଥିବା ସନ୍ଦେହ: ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ବାହାଲପଡ଼ାସ୍ଥିତ ଏକ ବନ୍ଦ କୋଠରିରୁ ମହିଳାଙ୍କ ମୃତଦେହ ଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଥିଲା। ଏନେଇ ପୋଲିସ ପାଖରେ ମଧ୍ୟ ଅଭିଯୋଗ ପହଞ୍ଚତ୍ଥିଲା । ଗୁରୁବାର ସକାଳେ ଧନୁପାଲି ଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ…

ଫ୍ୟାଶନରେ ଆଗରେ ଥିଲେ ପ୍ରାଚୀନ ଭାରତୀୟ

ନୁଆଦିଲ୍ଲୀ: ସୋସିଆଲ ମିଡିଆ ଏବେ ବେଶ୍‌ ଲୋକପ୍ରିୟତା ହାସଲ କରିଛି। ଦୂରଦୂରାନ୍ତରେ ରହୁଥିବା ଲୋକଙ୍କ ସହ ଯୋଗାଯୋଗରେ ରହିବାର ଏହା ମୁଖ୍ୟ ମାଧ୍ୟମ ପାଲଟିଥିବା ବେଳେ ଦେଶବିଦେଶର ଟିକିନିଖି ଖବର ମଧ୍ୟ ଏହା ମାଧ୍ୟମରେ ସମସ୍ତଙ୍କ ନିକଟରେ ଖୁବ୍‌ ସହଜରେ ପହଞ୍ଚତ୍ପାରୁଛି।…

ରାଜ ପଦ ଛାଡିବେ ପ୍ରିନ୍ସ ହ୍ୟାରୀ-ମେଘନ

ଲଣ୍ଡନ,୯।୧: ବ୍ରିଟେନ ରାଜ ଦମ୍ପତି ପ୍ରିନ୍ସ ହ୍ୟାରୀ ଓ ତାଙ୍କ ଆମେରିକୀୟ ପତ୍ନୀ ମେଘନ ମାର୍କେଲ ରାଜ ପରିବାରର ବରିଷ୍ଠ ପଦ ଛାଡିବାକୁ ସ୍ଥିର କରିଛନ୍ତି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏମାନେ ଏହି ଘୋଷଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ…

୫୫ ବର୍ଷରେ ଫରହା ଖାଁ: ଶିରିଶ କୁନ୍ଦର ମଦ୍ୟପାନ କରି ତାଙ୍କୁ ଭଲ ପାଉଥିବା କହିଥିଲେ…

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ କୋରିଓଗ୍ରାଫର ଫରହା ଖାଁ ଗୁରୁବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଶିଲା କି ଜବାନୀ, ମୁନ୍ନୀ ବଦନାମ୍‌ ହୁଇ ଭଳି ଗୀତରେ କୋରିଓଗ୍ରାଫି ଦେଇ ସେ ବେଶ୍‌…

ଫରହାନ ଅଖତରଙ୍କୁ ପୂରିଲା ୪୬: ପାଠପଢ଼ା ଅଧାରୁ ଛାଡି ବଲିଉଡ୍‌ରେ ଦେଇଥିଲେ ପାଦ; ୫୦ ଥର ଦେଖିଛନ୍ତି ଶୋଲେ ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ଫିଲ୍ମ ନିର୍ମାତା ଫରହାନ ଅଖତର ଗୁରୁବାର ତାଙ୍କର ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୭୪ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସେ ଅଧାରୁ ପାଠ ଛାଡି ରିତେଶ ସିଧ୍ୟଓ୍ବାନୀଙ୍କ ସହିତ ମିଶି ୧୭…

ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍‌ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଦାମୋଦର ଓରଫ ବାଲେମ ନାରାୟଣ ସ୍ବାମୀ ଓ ସ୍ତ୍ରୀ ଫୁଲବତୀ। ଦାମୋଦର…

ଏନ୍‌ଏଲ୍‌ସି କମ୍ପାନୀକୁ ବିରୋଧ, ମାଟିଖୋଳା କାର୍ଯ୍ୟ ବନ୍ଦ କଲେ ଅଞ୍ଚଳବାସୀ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ରେଙ୍ଗାଳି ତହସିଲ ତଲାବିରା କୋଇଡ଼ା ଖଣି ୧ ଓ ୨ ନମ୍ବର ଏନ୍‌ଏଲ୍‌ସି କମ୍ପାନୀ କୋଇଲା ଉତ୍ତୋଳନ କରିବା ନେଇ ସ୍ଥାନୀୟ ଅଞ୍ଚଳବାସୀ ଆରମ୍ଭରୁ ବିରୋଧ କରୁଥିଲେ। ଗୁରୁବାର ବଳପୂର୍ବକ ଭାବେ ପୋଲିସ ଫୋର୍ସ ମୁତୟନ କରି ମାଟି…

ସେହି ୧୬ବର୍ଷ

ଡିମ୍ପଲ କାପାଡିଆଙ୍କ ହିନ୍ଦୀ ସିନେମା କ୍ୟାରିୟର ଆରମ୍ଭ ହୋଇଥିଲା ‘ବବି’ରୁ। ରାଜ କପୁର ଏହି ନବାଗତାଙ୍କ ଉପରେ ଭରସା ରଖି ତାଙ୍କୁ ସେ ସମୟର ରୋମାଣ୍ଟିକ ନାୟକ ରିଷି କପୁରଙ୍କ ଅପୋଜିଟ୍‌ରେ ଚୟନ କରିଥିଲେ। ହେଲେ ସେତେବେଳେ ଡିମ୍ପଲଙ୍କ ବୟସ କେତେ…

କଂଗ୍ରେସକୁ ଝଟ୍‌କା ଦେଲେ ମମତା

କୋଲକାତା,୯।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳଙ୍କୁ ଝଟ୍‌କା ଦେଇଛନ୍ତି। ରାଜଧାନୀ ଦିଲ୍ଲୀରେ ଜାନୁୟାରୀ ୧୩ରେ ଆୟୋଜିତ ବିରୋଧୀ ଦଳ ବୈଠକରେ ସେ ଯୋଗଦେବେ ନାହିଁ ବୋଲି କହିଛନ୍ତି। ମମତାଙ୍କ ମତରେ କଂଗ୍ରେସ ଓ ବାମଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri