Home

ରାଷ୍ଟ୍ରପତିଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଭାରତରେ ବିବାହ କଲେ ଆମେରିକା ଯୁବତୀ

ଥିରୁଭାନନ୍ତପୁରମ୍‌, ୯।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଜଣେ ଆମେରିକା ମହିଳା ଭାରତରେ ବିବାହ କରିଛନ୍ତି। ଆଶଲେ ହଲ୍‌ ନାମକ ଜଣେ ଯୁବତୀଙ୍କ ବିବାହ କୋଚିର ଏକ ହୋଟେଲରେ ଅନୁଷ୍ଠିତ ହେବାର ଥିଲା। ସେ ୮ ମାସ ପୂର୍ବରୁ…

ଆରମ୍ଭରୁ ତ୍ରିମୁଖୀ ଲଢ଼େଇ

ଗତ କିଛିବର୍ଷ ଧରି ଓଡ଼ିଆ ସିନେମାର ନିର୍ମାଣ ଏବଂ ରିଲିଜ ସଂଖ୍ୟା ୩୦ ଅତିକ୍ରମ କରିଛି। ୨୦୧୯ରେ ୩୪ଟି ସିନେମାର ପରଦା ଉପରକୁ ଆସିଥିଲା। ଚଳିତବର୍ଷ ଆରମ୍ଭରୁ ରିଲିଜକୁ ନେଇ ବେଶ୍‌ ଚର୍ଚ୍ଚା। କାରଣ ଜାନୁୟାରୀରେ ପଛକୁ ପଛ ତିନୋଟି ଓଡ଼ିଆ…

୨୦୧୯ରେ ସବୁଠୁ ବେଶି ବଦଳିଛି ପାଗ

ନୂଆଦିଲ୍ଲୀ: ଭାରତରେ ବିଶ୍ୱତାପନ(ଗ୍ଲୋବାଲ୍‌ ଓ୍ବାର୍ମିଂ)ର ପ୍ରଭାବ ସ୍ପଷ୍ଟ ଅନୁଭୂତ। ୧୯୦୧ ମସିହା ପରେ ୨୦୧୯ ଭାରତରେ ସପ୍ତମ ଉତ୍ତପ୍ତ ବର୍ଷ ଥିଲା। ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ(ଆଇଏମ୍‌ଡି) ପକ୍ଷରୁ ନିକଟରେ ମିଳିଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଦେଶରେ ୨୦୧୬କୁ ସର୍ବାଧିକ ଉତ୍ତପ୍ତ…

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି ଆମେରିକା, ମାଲଡିଭିସ, ନରଓ୍ବେ, ଆର୍ଜେଣ୍ଟିନା, ନାଇଜର, ଟୋଗୋ, ଭିଏତ୍‌ନାମ, ବାଂଲାଦେଶ, ସାଉଥ୍‌ କୋରିଆ, ପେରୁ…

ଲାଞ୍ଚ ନେଇ ଧରାପଡ଼ିଲେ ଡାଟାଏଣ୍ଟ୍ରି ଅପରେଟର

ଭଦ୍ରକ ଅଫିସ,୯।୧: ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟାଏଣ୍ଟ୍ରି ଅପରେଟର ପ୍ରିୟବ୍ରତ ପଣ୍ଡା ଜଣେ ଠିକାଦାରଙ୍କଠାରୁ ନିଜ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଚଢ଼େୟା ଗ୍ରାମର ଦିଗାମ୍ବର ଦାସଙ୍କ ୮ ଲକ୍ଷ ୨୦ ହଜାର ଟଙ୍କାର ବିଲ୍‌…

ଘରଭଡ଼ାରୁ ମୁକ୍ତି ପାଇଁ ଯୁବତୀ ନେଲେ ଏମିତି ପଦକ୍ଷେପ

ଏଡିନ୍‌ବର୍ଗ: ଘରଭଡ଼ା ଦେଇ ଜଣେ ୨୫ ବର୍ଷୀୟା ଯୁବତୀ ଏତେ ବିରକ୍ତି ହୋଇଯାଇଥିଲେ ଯେ, ଶେଷରେ ୩୫ ବର୍ଷର ଏକ ପୁରୁଣା ଭ୍ୟାନ କିଣି ନିଜର ଘର କରିଦେଇଛନ୍ତି। ସ୍କଟ୍‌ଲାଣ୍ଡ୍‌ର ପେସ୍ଲେ ସହରରେ ରହୁଥିବା କ୍ୟାଟ୍‌ଲିନ୍‌ ମନେ ୩ ହଜାର ପାଉଣ୍ଡ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୯୦ ହଜାର ଜୀବଜନ୍ତୁଙ୍କ ଜୀବନ ବଞ୍ଚାଇଲେଣି ଗୋଟିଏ ପରିବାର

କାନବେରା,୯।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ନିଆଁ ଲାଗିବା ଫଳରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଦୀର୍ଘ ୪ ମାସ ହେବ ଜଙ୍ଗଲରେ ଲାଗିଥିବା ଏହି ନିଆଁ ଏବେ ଚରମସୀମାରେ ପହଞ୍ଚିଛି। ଫଳରେ ଜଙ୍ଗଲରେ ଥିବା ପାଖାପାଖି ୫୦ କୋଟି ଜୀବଜନ୍ତ…

ସମ୍ପର୍କ ଯୋଡ଼ିବାର ମାଧ୍ୟମ

୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନକୁ ପ୍ରବାସୀ ଭାରତୀୟ ଦିବସ ଭାବେ ପାଳନ କରାଯାଉଛି। ୨୦୦୩ରୁ ଏହି ଦିବସ…

ନିର୍ଭୟା ମାମଲା: ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କଲେ ବିନୟ

ନୂଆଦିଲ୍ଲୀ,୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ ମଙ୍ଗଳବାର ଜାରି କରାଯିବା ପରେ ଗୁରୁବାର ଏମାନଙ୍କ ମଧ୍ୟରୁ ଦୋଷୀ ବିନୟ କୁମାର ଶର୍ମା ସୁପ୍ରିମକୋର୍ଟରେ ଏକ କ୍ୟୁରେଟିଭ ପିଟିଶନ ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ପଟିଆଲା…

କଳାହାଣ୍ଡି ଜିଲାପାଳ, ଏସ୍‌ପିଙ୍କୁ ହାଇକୋର୍ଟଙ୍କ ଆଦେଶ: ଛତର ଯାତ୍ରାରେ ବଳି ବନ୍ଦ ପାଇଁ ପଦକ୍ଷେପ ନିଅ

କଟକ ଅଫିସ, ୯ା୧: କଳାହାଣ୍ଡି ଜିଲାର ପ୍ରସିଦ୍ଧ ଛତର ଯାତ୍ରାରେ ବଳି ବନ୍ଦ ପାଇଁ ଜିଲାପାଳ, ଏସ୍‌ପି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କ ପକ୍ଷରୁ କେତେକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ…

ମହାଦେଇଯୋଡ଼ା ରାଣୀ ଜମି ହଡ଼ପ ଉଦ୍ୟମ: ଜବରଦଖଲ ଉଚ୍ଛେଦ କଲେ ଗ୍ରାମବାସୀ

ରାଇସୁଆଁ,୯।୧(ଡି.ଏନ୍‌.ଏ.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ମହାଦେଇଯୋଡ଼ା ଗ୍ରାମରେ ପୂର୍ବ ପୁରୁଷରୁ ଥିବା ୩ଶହ ଏକର ରାଣୀ ଜମିକୁ ଗ୍ରାମର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏବଂ ବାହାରର କିଛି ବ୍ୟକ୍ତି ମିଶି ହଡ଼ପ ଉଦ୍ୟମ କରୁଥିବାବେଳେ ବିବାଦୀୟ ପରିସ୍ଥିତି…

ପୁରୀ ବନ୍ୟପ୍ରାଣୀ ଡିଭିଜନରେ ପକ୍ଷୀ ଗଣନା: ୭୦ ପ୍ରଜାତିର ୧ଲକ୍ଷ ୨ ହଜାର ପକ୍ଷୀ

ପୁରୀ ଅଫିସ, ୯ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ବୁଧବାର ପକ୍ଷୀ ଗଣନା କରାଯାଇଛି। ୨୩ଟି ଟିମ୍‌ ଡିଭିଜନ ଅଧୀନ ୫ଟି ରେଞ୍ଜରେ ଏହି ଗଣନା କରିଛନ୍ତି। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଏହି ଗଣନା କରାଯାଇଛି। ଟିମ୍‌ ସଦସ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri