Home

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ୨ ଭାଇଙ୍କୁ ଗିରଫ କରି…

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍‌ ନେଇଯିବା ସହ ୧୪ ଦିନ କାଳ ନିର୍ଯାତନା ଦେଇଥିବା ଦେବେନ୍ଦ୍ର ଅଭିଯୋଗ କରିଛନ୍ତି।…

ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍‌ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ

ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା ପରେ ନିଜ ଘରେ ରଖିବା ଓ ସେମାନଙ୍କ ମା’ବାପାଙ୍କଠାରୁ ଟଙ୍କା ଆଦାୟ କରୁଛନ୍ତି।…

ଶୂନ୍ୟରେ ଚାଲିଛି ୮୪ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ୮୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। କିନ୍ତୁ ବିଡ଼ମ୍ବନାର ପ୍ରସଙ୍ଗ ହେଲା ୮୪…

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ ଶୁଣାଣି କରାଯିବ। ଏଥିପାଇଁ ଧର୍ମଶାଳା ବିଡିଓ ଓ ଅଭିଯୋଗକାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ହୋଇଥିବା…

ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ଏହି ସୂଚନା…

ଦାରିଙ୍ଗବାଡ଼ିରେ ଶୀତ ଉତ୍ସବ

ଦାରିଙ୍ଗବାଡ଼ି,୯ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଉତ୍ସବର ଆବାହକ ତଥା ଅଧ୍ୟକ୍ଷ ଜି.ଉଦୟଗିରି…

ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୯ା୧(ବ୍ୟୁରୋ): ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ନାଲ୍‌କୋ ନଗରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ନାଲ୍‌କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଉଦ୍‌ବୋଧନ ଦେଇ କହିଥିଲେ ଯେ, ବିଗତ ୪ ଦଶନ୍ଧିରେ ନାଲ୍‌କୋ ଅନେକ ମାଇଲ୍‌ଖୁଣ୍ଟ ଅତିକ୍ରମ କରିଛି। ବ୍ୟବସାୟିକ…

ଟୁସୁ ପର୍ବରେ ଶତାଧିକ ଗାଁ ଉତ୍ସବମୁଖର

କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର ସଂକ୍ରାନ୍ତିରେ ପର୍ବ ଉଦ୍‌ଯାପିତ ହେବ। ଉକ୍ତ ସମ୍ପ୍ରଦାୟର ଲୋକେ, ବିଶେଷ କରି ମହିଳା ଓ…

ଇକୋ ଟୁରିଜମ୍‌ର ପ୍ରଚାର ପ୍ରସାର ଲକ୍ଷ୍ୟ: ଓଟିଡିସିର ସ୍ବତନ୍ତ୍ର ସାତକୋଶିଆ, ଭିତରକନିକା ପ୍ୟାକେଜ୍‌

ଭୁବନେଶ୍ୱର,୯ା୧(ବ୍ୟୁରୋ): ରାଜ୍ୟରେ ଇକୋ ଟୁରିଜମ୍‌ ବା ପରିବେଶ ପର୍ଯ୍ୟଟନର ବିକାଶକୁ ଦୃଷ୍ଟିରେ ରଖି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ମିଳିତ ଭାବେ ୨ଟି ସ୍ବତନ୍ତ୍ର ଟୁର୍‌ ପ୍ୟାକେଜ୍‌ର ଶୁଭାରମ୍ଭ କରିଛନ୍ତି। ଏଣିକି ଓଟିଡିସି ପକ୍ଷରୁ…

ଆଖିରେ କପଡା ବାନ୍ଧି ଏହିଭଳି ଖାଦ୍ୟ ଚିହ୍ନିଲେ ଇର୍ଫାନ, ହରଭଜନ

ଇନ୍ଦୋର,୮।୧: ଭାରତ-ଶ୍ରୀଲଙ୍କା ଭିତରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଇନ୍ଦୋରରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଥିଲା। ତେବେ ଏହା ପୂର୍ବରୁ ଭାରତୀୟ ଖେଳାଳିଙ୍କ କିଛି ମଜାଳିଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମଙ୍ଗଳବାର…

ଦୁଇଦିନ ବର୍ଷା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ: ବଜ୍ରପାତ ନେଇ ଆଜି ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୯ା୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାକୁ ନଜରରେ ରଖି ରାଜସ୍ବ ବିଭାଗ ସବୁ ଜିଲାପାଳଙ୍କୁ ଚିଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri