Home

ସ୍କୁଲରେ କନ୍ନଡ଼ ଭାଷାରେ କଥା ହେଲେ ଦେବାକୁ ପଡ଼ିବ ୧୦୦ ଟଙ୍କା ଜରିମାନା

ବେଙ୍ଗାଲୁରୁ,୪।୨: କର୍ନାଟକର ବେଙ୍ଗାଲୁରୁରେ ଏକ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ କନ୍ନଡ଼ ଭାଷାରେ କଥା ନ ବେହାକୁ ବାରଣ କରାଯାଇଛି। ଏହାର ଉଲ୍ଲଂଘନ କଲେ ୧୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ସ୍କୁଲ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ପ୍ରଥମ ଥର…

କରୋନା ଭୂତାଣୁରେ ଚାଇନା ବାହାରେ ଦ୍ୱିତୀୟ ମୃତ୍ୟୁ

ହଂକଂ,୪।୨: କରୋନା ଭୂତାଣୁରେ ମୃତ ଓ ଆକ୍ରନ୍ତଙ୍କ ସଂଖ୍ୟା ଚାଇନାରେ ପ୍ରତି ଘଣ୍ଟାରେ ବଢି ଚାଲିଛି। ବିଶ୍ୱର ଅନ୍ୟ ଦେଶରେ ଚାଇନାରୁ ଫେରିଥିବା କେତେକ ଲୋକଙ୍କ ପାଖେ କରୋନା ଭୂତାଣୁ ପଜିଟିଭ ଥିବା ଦେଖାଯାଇଥିବା ବେଳେ ଏବେ ଚାଇନା ବାହାରେ ଆଉ…

୩ ବର୍ଷରେ ୨ ଯୁବକ ସମୁଦ୍ରରୁ ବାହାର କଲେ ୪ ହଜାର ଟନ୍‌ ପ୍ଲାଷ୍ଟିକ୍‌

ଓ୍ବାଶିଂଟନ,୪।୨: ସମୁଦ୍ରରେ ପ୍ଲାଷ୍ଟିକ୍‌ ବର୍ଜ୍ୟର ପରିମାଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ପୃଥିବୀ ସାରା ସଚେତନତା ଅଭିଯାନ ଜାରି ରହିଛି। ଏହି ମର୍ମରେ ଆମେରିକା ଫ୍ଲୋରିଡ଼ାର ୨ ଜଣ ଯୁବକ ଗତ ୩ ବର୍ଷ ମଧ୍ୟରେ ସମୁଦ୍ରରୁ ୪ ହଜାର ଟନ୍‌…

ଭାରତ-ପାକିସ୍ତାନ ସେମିଫାଇନାଲ ଆଜି: ଜାଣନ୍ତୁ ରେକର୍ଡ କାହା ସପକ୍ଷରେ

ପୋଚେଫଷ୍ଟ୍ରମ,୪।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲର ଏକ ହାଇଭୋଲ୍‌ଟେଜ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଚିରପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ। ବର୍ତ୍ତମାନ ସୁଦ୍ଧା ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ପ୍ରିୟମ୍‌ ଗର୍ଗଙ୍କ ନେତୃତ୍ୱାଧୀନ ଭାରତୀୟ…

କରୋନା ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଲା: ୨୪ ଘଣ୍ଟାରେ ୬୫ ଜଣଙ୍କ ମୃତ୍ୟୁ

ବେଜିଂ,୪।୨: ଚାଇନାର କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୨୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭୁତାଣୁ ଯୋଗୁ ୬୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୨୦ ହଜାର ୩…

ମୋଦିଙ୍କୁ ସଲାମ କଲେ ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ,୪।୨: ଚାଇନାରେ ଫଶିଥିବା ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଫେରିବା ପରେ ସେମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ୬୪୭ ଭାରତୀୟଙ୍କୁ ଚାଇନାର ଉହାନରୁ ଆଣି ଭାରତରେ ପହଞ୍ଚିଥିଲା। କେନ୍ଦ୍ର ସରକାରଙ୍କ ଏଭଳି ପଦକ୍ଷେପକୁ…

ହାରିଯାଇଛି କ୍ୟାନ୍‌ସର

ଭୁବନେଶ୍ୱର, ୪ା୨(ବ୍ୟୁରୋ): କ୍ୟାନ୍‌ସର ନାଁ ଶୁଣିଲେ ଲୋକେ ଡରିଯାଆନ୍ତି। ଜୀବନ ସରିଗଲା, ମୃତ୍ୟୁ ସୁନିଶ୍ଚିତ ବୋଲି ଭାବନ୍ତି। କ୍ୟାନ୍‌ସର ଆକ୍ରାନ୍ତଙ୍କୁ ଛୁଇଁବାକୁ ବି ଭୟ କରନ୍ତି। ମା’, ବାପା ଓ ପରିବାର ଲୋକେ ପୂରା ଭାଙ୍ଗିପଡ଼ନ୍ତି। କିନ୍ତୁ କ୍ୟାନ୍‌ସର ସହ ଲଢ଼ି…

ଅବସର ଗ୍ରହଣ ପରେ ଉପହାରରେ ମିଳିଲା କାର୍‌-ବୁଲେଟ- ହୁକ୍କା

ସୋନିପତ୍‌,୪।୨: ଅବସର ଗ୍ରହଣ କରିବା ସମୟରେ କର୍ମଚାରୀଙ୍କ ସମ୍ମାନରେ କେତେକ କାର୍ଯ୍ୟାଳୟରେ ସହକର୍ମୀମାନଙ୍କ ଦ୍ୱାରା ଏକ ସଭାର ଆୟୋଜନ କରାଯାଇଥାଏ। ଏହି ସଭାରେ ଅବସର ନେଉଥିବା କର୍ମଚାରୀଙ୍କୁ କିଛି ଉପହାର ପ୍ରଦାନ କରାଯାଇଥାଏ। ତେବେ ହରିୟାଣା ସୋନିପତ୍‌ରେ ଅବସର ଗ୍ରହଣ କରିଥିବା…

କରୋନା ଭାଇରସକୁ ‘ରାଜ୍ୟ ବିପତ୍ତି’ ଘୋଷଣା କଲେ କେରଳ ସରକାର

ଥିରୁଭାନନ୍ତପୁରମ,୪।୨: ଚାଇନାରୁ ସୃଷ୍ଟି ହୋଇଥିବା ଭୟଙ୍କର କରୋନା ଭାଇରସ ଧୀରେ ଧୀରେ ବିଭିନ୍ନ ଦେଶକୁ ମାଡିଚାଲିଛି। ଭାରତରେ ମଧ୍ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ କରାଯାଇଛି। କେରଳରେ ମଧ୍ୟ ୩ ଜଣ ଏହି ଭୟଙ୍କର ଭୂତାଣୁ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି।…

୪୬ ବର୍ଷରେ ପାଦ ଥାପିଲେ ‘ରଙ୍ଗିଲା ଗର୍ଲ’: ନିଜଠାରୁ ୧୦ ବର୍ଷ ବୟସ ସାନ ଯୁବକଙ୍କୁ ଲୁଚାଛପାରେ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ର ‘ରଙ୍ଗିଲା ଗର୍ଲ’ ଭାବେ ପରିଚିତି ହାସଲ କରିଥିବା ଉର୍ମିଳା ମାତୋଣ୍ଡକର ମଙ୍ଗଳବାର ୪୬ ବର୍ଷରେ ପାଦ ଥାପିଛନ୍ତିି। ସେ ୧୯୭୪ ଜାନୁୟାରୀ ୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମା ରୁକ୍‌ଶାନା ସୁଲତାନା ଜଣେ ମୁସଲମାନ୍‌ ଥିବାବେଳେ ପିତା…

ଦଳାଚକଟାରେ ୧୩ ଶିଶୁଙ୍କ ଜୀବନ ଗଲା

ନାଇରୋବି,୪ା୨: କେନିଆର ଏକ ପ୍ରାଥମିକ ବିଦ୍ୟାଳୟରେ ଦଳାଚକଟା ଘଟି ୧୩ ଶିଶୁଙ୍କ ପ୍ରାଣହାନି ଘଟିଛି। ଏଥିରେ ଅନ୍ୟ ୨୦ ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ଅପରାହ୍ନରେ କାକମେଗା ପ୍ରାଥମିକ ସ୍କୁଲ ଛୁଟି ହେଲାବେଳେ ପିଲାମାନଙ୍କ ମଧ୍ୟରେ ଠେଲାପେଲାରୁ…

୫୧ ଜଣଙ୍କ ନାଁରେ ଦେଶଦ୍ରୋହ ମାମଲା

ମୁମ୍ବାଇ,୪ା୨(ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସ ୫୧ ଜଣଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛି। ସେମାନେ ଶନିବାର ଏକ ର଼୍ୟାଲିରେ ଯୋଗଦେଇ ଦେଶଦ୍ରୋହ ଅଭିଯୁକ୍ତ ଜେଏନ୍‌ୟୁ ଛାତ୍ର ଶର୍ଜିଲ ଇମାମଙ୍କ ସପକ୍ଷରେ ସ୍ଲୋଗାନ ଦେଇଥିଲେ। ଆଜାଦ ମଇଦାନ ଥାନା ପକ୍ଷରୁ ସେମାନଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?