ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ
ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।…
୧୨ ଦଫା ଦାବିରେ ବିଭିନ୍ନ ସଂଘ ପକ୍ଷରୁ ବନ୍ଦ ପାଳନ
ସିମୁଳିଆ,୮।୧(ଡି.ଏନ୍.ଏ.): ଲେବର ୟୁନିୟନ, ପାଚିକା ସହାୟିକା, ସିଟୁ, ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକା, ଡ୍ରାଇଭର ୟୁନିୟନ ପକ୍ଷରୁ ମିଳିତ ଭାବେ ସିମୁଳିଆରେ ବନ୍ଦ ଡାକରା ଦିଆଯାଇଥିଲା। ସିଟୁର ସମ୍ପାଦକ ଜଳନ୍ଧର ଜେନାଙ୍କ ଅଧ୍ୟକ୍ଷତାରେ ସମସ୍ତ ସଂଘ ବ୍ଲକର ସଦରମହକୁମା ମାର୍କୋଣା ଛକର…
ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍ରେ ପଥରମାଡ଼
କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ ବିଭିନ୍ନ ଶ୍ରମିକ ସଂଗଠନ, ବାମପନ୍ଥୀ ଦଳ ଓ କଂଗ୍ରେସ ସମର୍ଥନ କରିଛି। ପଶ୍ଚିମବଙ୍ଗରେ…
ଚାଇନା ଆକାଶରେ ଦେଖାଗଲା ଏକାଥରକେ ୩ ସୂର୍ଯ୍ୟ
କୁହାଯାଏ, ପ୍ରକୃତି ସୌନ୍ଦର୍ଯ୍ୟର ଉପମା ନାହିଁ। ଏହାର ଏକ ଝଲକ ଦେଖିବାକୁ ମିଳିଛି ଚାଇନାରେ। ଏକାଥରକେ ଚାଇନା ଆକାଶରେ ୩ଟି ସୂର୍ଯ୍ୟ ଦେଖିବାକୁ ମିଳିଥିଲା। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଏହି ଅଦ୍ଭୁତ ଦୃଶ୍ୟ ଦେଖି ଲୋକେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…
ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି
କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ନଦିଆ ଜିଲାରେ ମମତା ସରକାରଙ୍କ ବିରୋଧରେ ଭାଜପା ପ୍ରଦେଶ ଅଧ୍ୟକ୍ଷ ଦିଲୀପ ଘୋଷ…
ବିନା ହେଲମେଟରେ ରାଲି, ଗଣିବେ ଜରିମାନା
ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରିଥିବା ବେଳେ ସକାଳୁ ରାଜଧାନୀ ଭୁବନେଶ୍ୱରରେ କଂଗ୍ରେସ ଓ…
ଯୋଡ଼ାରେ ବନ୍ଦ ପାଳନର ପ୍ରଭାବ
ଯୋଡ଼ା,୮।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ବନ୍ଦର ପ୍ରଭାବ ପଡ଼ିଛି। ବାମ ଦଳ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ଯୋଡ଼ା ଖଣି ମଣ୍ଡଳରେ ଥିବା ସମସ୍ତ ଖଣିରୁ ଖଣିଜ ପରିବହନ, ଯୋଡ଼ାର ସମସ୍ତ ସ୍କୁଲ କଲେଜ, ଯୋଡ଼ା ଦେଇ ଚାଲୁଥିବା…
ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ
କେସିଙ୍ଗା,୮।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି। ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ, ସ୍କୁଲ, କଲେଜ, ଏନ୍ଏସି, ଏଫ୍ସିଆଇ, ତହସିଲ କାର୍ଯ୍ୟାଳୟ ଆଦି…
ଦେବଗଡ଼ରେ ଭାରତ ବନ୍ଦର ପ୍ରଭାବ
ଦେବଗଡ଼,୮।୧(ଡି.ଏନ୍.ଏ.): ଦରବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା,ପ୍ରସ୍ତାବିତ ଶ୍ରମ ଆଇନ, ସିଏଏ ଓ ଏନ୍ଆର୍ସିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ତଥା ବିଭିନ୍ନ ଫେଡେରେଶନ ପକ୍ଷରୁ ୧୨ ଦଫା ଦାବି ପୂରଣ ନେଇ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ଦେବଗଡ଼ ଜିଲାରେ…
କ୍ୟାବିନେଟ୍ ନିଷ୍ପତ୍ତି: ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍ ଗ୍ରିଡ୍; ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର
ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍ ଗ୍ରିଡ୍ ସ୍ଥାପନ କରାଯିବା ସହିତ ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର ଆଦି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।…
ରାଜଧାନୀରେ ଭାରତ ବନ୍ଦର ଆଶିଂକ ପ୍ରଭାବ: ହନ୍ତସନ୍ତ ହେଲେ ଯାତ୍ରୀ
ଭୁବନେଶ୍ୱର,୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଦେଇଥିବା ଭାରତୀୟ ବନ୍ଦ ଡାକରା ବୁଧବାର ଆଶିଂକ ଭାବେ ସଫଳ ହୋଇଛି। ରାଜଧାନୀରେ ସକାଳେ ଗାଡ଼ି ଚଳାଚଳ ଦେଖିବାକୁ ମିଳି ନ ଥିବା ବେଳେ ମଧ୍ୟାହ୍ନ ୧୨ଟା ପରେ ଗାଡ଼ି…
ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ
ବାଲିଗୁଡ଼ା,୮।୧(ଡି.ଏନ୍.ଏ.) : କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…
Archives


