Home

ବିନା ହେଲମେଟରେ ରାଲି, ଗଣିବେ ଜରିମାନା

ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍‌ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରିଥିବା ବେଳେ ସକାଳୁ ରାଜଧାନୀ ଭୁବନେଶ୍ୱରରେ କଂଗ୍ରେସ ଓ…

ଯୋଡ଼ାରେ ବନ୍ଦ ପାଳନର ପ୍ରଭାବ

ଯୋଡ଼ା,୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ବନ୍ଦର ପ୍ରଭାବ ପଡ଼ିଛି। ବାମ ଦଳ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ଯୋଡ଼ା ଖଣି ମଣ୍ଡଳରେ ଥିବା ସମସ୍ତ ଖଣିରୁ ଖଣିଜ ପରିବହନ, ଯୋଡ଼ାର ସମସ୍ତ ସ୍କୁଲ କଲେଜ, ଯୋଡ଼ା ଦେଇ ଚାଲୁଥିବା…

ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

କେସିଙ୍ଗା,୮।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି। ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ, ସ୍କୁଲ, କଲେଜ, ଏନ୍‌ଏସି, ଏଫ୍‌ସିଆଇ, ତହସିଲ କାର୍ଯ୍ୟାଳୟ ଆଦି…

ଦେବଗଡ଼ରେ ଭାରତ ବନ୍ଦର ପ୍ରଭାବ

ଦେବଗଡ଼,୮।୧(ଡି.ଏନ୍‌.ଏ.): ଦରବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା,ପ୍ରସ୍ତାବିତ ଶ୍ରମ ଆଇନ, ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନ ତଥା ବିଭିନ୍ନ ଫେଡେରେଶନ ପକ୍ଷରୁ ୧୨ ଦଫା ଦାବି ପୂରଣ ନେଇ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ଦେବଗଡ଼ ଜିଲାରେ…

କ୍ୟାବିନେଟ୍‌ ନିଷ୍ପତ୍ତି: ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍‌ ଗ୍ରିଡ୍‌; ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍‌ ଗ୍ରିଡ୍‌ ସ୍ଥାପନ କରାଯିବା ସହିତ ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର ଆଦି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି।…

ରାଜଧାନୀରେ ଭାରତ ବନ୍ଦର ଆଶିଂକ ପ୍ରଭାବ: ହନ୍ତସନ୍ତ ହେଲେ ଯାତ୍ରୀ

ଭୁବନେଶ୍ୱର,୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଦେଇଥିବା ଭାରତୀୟ ବନ୍ଦ ଡାକରା ବୁଧବାର ଆଶିଂକ ଭାବେ ସଫଳ ହୋଇଛି। ରାଜଧାନୀରେ ସକାଳେ ଗାଡ଼ି ଚଳାଚଳ ଦେଖିବାକୁ ମିଳି ନ ଥିବା ବେଳେ ମଧ୍ୟାହ୍ନ ୧୨ଟା ପରେ ଗାଡ଼ି…

ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ

ବାଲିଗୁଡ଼ା,୮।୧(ଡି.ଏନ୍‌.ଏ.) : କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…

ଆମେରିକା-ଇରାନ୍‌ ଯୁଦ୍ଧ ହେଲେ ପ୍ରଭାବିତ ହେବ ଅଶୋଧିତ ତୈଳ ଦାମ: ଭାରତରେ ବି ମହଙ୍ଗା ହେବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୮।୧: ଆମେରିକା ଇରାନ୍‌ ମଧ୍ୟରେ ଯୁଦ୍ଧ ହେଲେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏପରି ହେଲେ ଭାରତରେ ପେଟ୍ରୋଲ ,ଡିଜେଲ ମହଙ୍ଗା ହେବ। ସମ୍ପ୍ରତି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମରେ ୩.୫ ପ୍ରତିଶତରୁ…

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।…

ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

ପୁରୁଷୋତ୍ତମପୁର,୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାରତ ବନ୍ଦର ସମ୍ପୂର୍ଣ୍ଣ ପ୍ରଭାବ ଦେଖାଦେଇଛି। ସହରର ବିଭିନ୍ନ ସ୍ଥାନରେ ଅଙ୍ଗନୱାଡ଼ି କର୍ମୀ, ବିଭିନ୍ନ ବିଦ୍ୟାଳୟର ମଧ୍ୟାହ୍ନଭୋଜନରେ ନିୟୋଜିତ ପାଚିକା,ସହାୟିକା ରାସ୍ତା ଅବରୋଧ କରି ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଯୋଗୁ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ…

ଆମେରିକା-ଇରାନ ଅଘୋଷିତ ଯୁଦ୍ଧ: କାହା ପାଖରେ ରହିଛି କେତେ ଅସ୍ତ୍ରଶସ୍ତ୍ର ?

ଓ୍ବାଶିଂଟନ/ତେହେରାନ,୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ଅଘୋଷିତ ଯୁଦ୍ଧ ନେଇ ଅନ୍ତର୍ଜାତୀୟ କ୍ଷେତ୍ରରେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଯଦି ଉଭୟ ଦେଶ ମଧ୍ୟରେ ଯୁଦ୍ଧ ଘୋଷଣା ହୁଏ ଏହାର ପ୍ରଭାବ ପୃଥିବୀର ପ୍ରତିଟି ଦେଶରେ ପଡ଼ିବ…

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏଥିସହ ମନ୍ଦିରର ସମସ୍ତ ହୁଣ୍ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri