ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି: ଉଦ୍ଧବ
ମୁମ୍ବାଇ,୩।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ ଭାଜପା ହାତଛାଡି କଂଗ୍ରେସ ଓ ଏନ୍ସିପି ସହ ମିଶି ସରକାର ଗଢିବାକୁ ନେଇ କହିଛନ୍ତି, ମୁଁ ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି। ଯଦି ଭାଜପା…
ଭୂକମ୍ପରେ ଥରିଲା ଚାଇନା: ରିକ୍ଟର ସ୍କେଲରେ ତୀବ୍ରତା ୫.୧
ବେଜିଂ,୩।୨: ଗୋଟିଏ ପଟେ କରୋନା ଭାଇରସ୍ର ଆତଙ୍କ ଚାଇନାର ମୁଣ୍ଡ ବ୍ୟାଥାର କାରଣ ପାଲଟିଥିବା ବେଳେ ଏବେ ଏଠାରେ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଦକ୍ଷିଣ-ପଶ୍ଚିମ ଚାଇନାର ଶିଚୁଆନ ପ୍ରାନ୍ତରେ ଥିବା କ୍ୟୁଇଙ୍ଗ୍ଓ୍ବାଇଜିଆଙ୍ଗ୍ ଜିଲାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ…
ବଳୟାକାର ସୂର୍ଯ୍ୟୋପରାଗ
ସୂର୍ଯ୍ୟୋପରାଗ କେବଳ ଅମାବାସ୍ୟା ତିଥିରେ ସଂଘଟିତ ହୋଇଥାଏ। ମାତ୍ର ସମସ୍ତ ଅମାବାସ୍ୟାରେ ସୂର୍ଯ୍ୟୋପରାଗ ଘଟି ନ ଥାଏ। କୌଣସି ଅମାବାସ୍ୟା ତିଥିରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଏକ ସମତଳରେ ଅବସ୍ଥାନ କରିଥାନ୍ତି। ମାତ୍ର କେତେକ ଅମାବାସ୍ୟାରେ ଏ ତିନି ମହାକାଶୀୟ…
ଜୀବନସାଥୀ ଖୋଜିବା ପାଇଁ ୩୩ ହଜାର ଟଙ୍କା ଖର୍ଚ୍ଚରେ ହୋର୍ଡିଂ ଲଗାଇଲେ ଯୁବକ
ଜୀବନରେ ଉପଯୁକ୍ତ ସାଥୀଟିଏ ପାଇଁ ସମସ୍ତେ ଚେଷ୍ଟିତ ଥାନ୍ତି। ଆଜିକାଲି ସାଥୀ ଖୋଜିବା ପାଇଁ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ୍ ସାଇଟ୍ ମଧ୍ୟ ଉପଲବ୍ଧ ହେଲାଣି। କିନ୍ତୁ ଇଂଲଣ୍ଡ ଜଣେ ଯୁବକ ସାଥୀଟିଏ ପାଇବା ପାଇଁ ଏକ ଅଭିନବ ଉପାୟ ଆପଣାଇଛନ୍ତି। ସେ…
ମେୟର ପଦବୀ: ନିର୍ବାଚନ ଲଢୁଛନ୍ତି ୨ କୁକୁର ଏବଂ ଛେଳି
ଓ୍ବର୍ମାଣ୍ଟୋ, ୩।୨: ମଣିଷ ନିର୍ବାଚନ ଲଢ଼ିଥାନ୍ତି। ତେବେ କୌଣସି ପ୍ରାଣୀ ନିର୍ବାଚନ ଲଢ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆମେରିକାର ଉତ୍ତର ପୂର୍ବରେ ଥିବା ଓ୍ବର୍ମାଣ୍ଟୋ ସହରରେ ମେୟର ପଦବୀ ପାଇଁ ୩ ପ୍ରାଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।…
ଖାଉଟି ଠକେଇ
ନବରଙ୍ଗପୁର ଜିଲାରେ ଖାଉଟି ଠକାମିର ଶିକାର ହେଉଛନ୍ତି। ଏବେ ବି ଜିଲାରେ ମାଣ ଓ ଅଡା କାରବାର ହାଟ ବଜାରରେ ଦେଖିବାକୁ ମିଳୁଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଖାଉଟି ସଚେତନତା ଏଯାଏ ଆସି ନାହିଁ। ଫଳରେ ଚାଉଳ…
ଏଏପିକୁ ଟାର୍ଗେଟ କଲେ କପିଲ
ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ ମିଶ୍ରା ପୁଣିଥରେ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନ୍ଆଇକୁ ଦେଇଥିବା…
କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍ ଅଲବୁମ୍-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି
ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି ପଶ୍ଚିମବଙ୍ଗରେ ୮ ସନ୍ଦିଗ୍ଧଙ୍କୁ ଚିହ୍ନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ…
ହଟାଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମା: ୩୫୦୦ ଲୋକ ହେଲେ ସ୍ଥାନାନ୍ତର
ରୋମ୍,୩।୨: ଇଟାଲୀର ଭେନିସ୍ରେ ଏକ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମାକୁ ହଟାଯାଇଛି। ଏଥିପାଇଁ ୩୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବୋମାକୁ ନିଷ୍କ୍ରିୟ କରି ସମୁଦ୍ରରେ ଭସାଇ ଦିଆଯାଇଛି। ବୋମାକୁ ନିଷ୍କ୍ରିୟ କରିବା ସମୟରେ ସ୍ଥାନୀୟ ମାର୍କୋପୋଲୋ ବିମାନ ବନ୍ଦରରେ…
ବଲିଉଡ୍ରେ ଓ୍ବାହିଦା ରେହମାନଙ୍କୁ ଏହି ଅଭିନେତା ଦେଇଥିଲେ ବ୍ରେକ୍
ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ରର ପପୁଲାର ଓ ବରିଷ୍ଠ ଅଭିନେତ୍ରୀ ଓ୍ବାହିଦା ରେହମାନ ସୋମବାର ୮୨ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରରେ ବଲିଉଡ୍ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଶୁଭେଚ୍ଛୁଙ୍କ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ୧୯୩୮ ଫେବୃୟାରୀ ୩ରେ ତାମିଲନାଡୁରେ…
ପୃଥିବୀର ୨୮ ଦେଶରେ ୧୬,୭୮୧ କରୋନା ସଂକ୍ରମିତ: ଭାରତରେ ୩
ନୂଆଦିଲ୍ଲୀ/ବେଜିଂ,୩।୨: ପୃଥିବୀର ୨୮ଟି ଦେଶରେ କରୋନା ଭୁତାଣୁ ଆତଙ୍କରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ଭୁତାଣୁ ଦ୍ୱାରା ଚାଇନାରେ ସର୍ବାଧିକ ୧୬ ହଜାର ୬ ଶହ ଜଣ ଲୋକ ସଂକ୍ରମିତ ହୋଇଛନ୍ତି। ସେହିଭଳି ଚାଇନା ପଛକୁ ସଂକ୍ରମିତଙ୍କ ତାଲିକାରେ ଜାପାନ ରହିଛି।…
ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି
ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ପ୍ରଚାର ମଇଦାନୁ ଓହ୍ଲାଇଛନ୍ତି ଷ୍ଟାର ପ୍ରଚାରକମାନେ। ସୋମବାର ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବ ଦିଲ୍ଲୀର କାରକାରଡୁମାଠାରେ ଏକ ଜନସଭାକୁ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହା ଅପରାହ୍ନ…

