୫-ଟି ସଚିବଙ୍କ ଗସ୍ତ ପରେ ତତ୍ପର ପ୍ରଶାସନ: ବିଏମ୍ସି ଭାଙ୍ଗିଲା ନିଜ ବେଆଇନ ନିର୍ମାଣ
ପୁରୁଣା ଭୁବନେଶ୍ୱର,୭।୧୨(ଡି.ଏନ.ଏ.): ୫-ଟି ସଚିବଙ୍କ ଗୁରୁବାର ଅଚାନକ ଗସ୍ତ ନେଇ ଏକାମ୍ର କ୍ଷେତ୍ରରେ ବିଭିନ୍ନ ବିଭାଗ କର୍ମଚାରୀଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ବିଏମ୍ସିର ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଯୋଗୁ ମିଳିତ ଉଚ୍ଛେଦ ଟିମ୍ ସହାୟତାରେ ନିଜେ ବିଏମ୍ସି ନିର୍ମାଣ…
ଶିକ୍ଷା ପାଇଁ ଶୋଇବା ସମୟ କମୁଛି
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ଓଡ଼ିଶା ଅଭିବାଭକ ମହାସଂଘ ପକ୍ଷରୁ ‘ଗୁଣାତ୍ମକ ଶିକ୍ଷା ଓ ଉତ୍ତମ ଶିଶୁ ସ୍ବାସ୍ଥ୍ୟ’ ଶୀର୍ଷକ କର୍ମଶାଳା ଶୁକ୍ରବାର ଇମେଜ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅତିଥିଭାବେ ଯୋଗଦେଇ କହିଥିଲେ, ବେସରକାରୀ ବିଦ୍ୟାଳୟମାନେ ସକାଳ…
ଏୟାରଫିଲ୍ଡ ଥାନା ଏଏସ୍ଆଇଙ୍କ ନାଁରେ ମାମଲା
ଭୁବନେଶ୍ୱର,୭।୧୨(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡିଏନ୍ଏ): ଜଣେ ଠିକାଦାରଙ୍କୁ ଠକିବା ଅଭିଯୋଗରେ ଏୟାରଫିଲ୍ଡ ଥାନାର ଏଏସ୍ଆଇ ନବଘନ ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଖରୀପୁଟରେ ରହୁଥିବା ଠିକାଦାର ଅନୁପ କୁମାର ରଥଙ୍କ ଅଭିଯୋଗକ୍ରମେ ଏୟାରଫିଲ୍ଡ ଥାନା ପୋଲିସ ଆଇପିସି ଦଫା ୪୨୦, ୫୦୬, ୨୯୪…
ବଣବୁଦା ସଫେଇ ନଁ। ରେ ଗଛ କଟା
ଚମ୍ପୁଆ, ୭ା୧୨(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନରେ ବନ ବିଭାଗ ପକ୍ଷରୁ ବଣବୁଦା ସଫା ନାମରେ ଶାଳ ଆଦି ଗଛ କଟାଯାଉଥିବାରୁ ଏହାକୁ ଅଞ୍ଚଳବାସୀ ବିରୋଧ କରିଛନ୍ତି। ସବୁଆଡ଼େ ବନ ସମ୍ପଦ କ୍ଷୟ ହେଉଥିବା ବେଳେ ସତର୍କତା ଅବଲମ୍ବନ ନ କରି…
ବେସାମରିକ ପ୍ରତିରକ୍ଷା ପ୍ରତିଷ୍ଠାନର ବାର୍ଷିକ ଉତ୍ସବ: ସ୍ବେଚ୍ଛାସେବୀଙ୍କ ସେବା ପ୍ରଶଂସନୀୟ: ଅଗ୍ନିଶମ ଡିଜି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ବେସାମରିକ ପ୍ରତିରକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ୫୬ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଗ୍ନିଶମ ଡିଜି ସୁନିଲ ରୟ ବିପର୍ଯ୍ୟୟ ସମୟରେ ବେସାମରିକ ପ୍ରତିରକ୍ଷା…
ମହିଳାଙ୍କଠାରୁ ୧.୭ଲକ୍ଷ ଟଙ୍କା ଠକେଇ, ହତ୍ୟା ଧମକ ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ଚାକିରି କରାଇଦେବା ଆଳରେ ଜଣେ ମହିଳାଙ୍କଠାରୁ ୧ ଲକ୍ଷ ୭୦ ହଜାର ଟଙ୍କା ଠକେଇ କରିବା ସହ ହତ୍ୟା ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲାର ଗଣେଶ…
‘ମୋ ବସ୍’ ଷ୍ଟପ୍ରେ ପାର୍କିଂ, କାର୍ ନମ୍ବରରେ ଚାଲାଣ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସହରରେ ଥିବା ବିଭିନ୍ନ ‘ମୋ ବସ୍’ ଷ୍ଟପ୍ ଓ ଏହା ସମ୍ମୁଖରେ ଲୋକେ ବେଆଇନ ଭାବେ ଗାଡ଼ି ପାର୍କିଂ କରୁଛନ୍ତି। ଏଥିଯୋଗୁ ବସ୍ ଚଳାଚଳ ଓ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ସଂକ୍ରାନ୍ତରେ ମୋ ବସ୍ ପରିଚାଳନା କରୁଥିବା…
ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ
ବାଙ୍ଗିରିପୋଷି,୭ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ପାଚେରୀ ନ ଥିବା ଯୋଗୁ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଛୁଟି…
ଆଖି ବୁଜିଲେ ଉନ୍ନାଓ ପୀଡ଼ିତା
ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର ରାତିରେ ଲକ୍ଷ୍ନୌରୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ଅଣାଯାଇଥିଲା। ସଫ୍ଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର…
ବିପଦପୂର୍ଣ୍ଣ ବାରଣ୍ଡାରେ ସ୍କୁଲର ମଧ୍ୟାହ୍ନଭୋଜନ
ନୂଆଗାଁ, ୭।୧୨(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କାପ୍ତାପଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭଙ୍ଗା ଘର ତଳେ ବିପଦ ପୂର୍ଣ୍ଣ ଅବସ୍ଥାରେ ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳିଛି । ଏ ନେଇ ଅଭିଭାବକ…
ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର
ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦିଆଯାଇଛି। ଏପରି କି ତାଙ୍କ ଘରୁ ୭ ହଜାର ଟଙ୍କା ସମେତ ଗୃହ ଉପକରଣ…
ଦୁର୍ଦ୍ଦିନରେ କରତକଳ ଶ୍ରମିକ
ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର ଏବେ ଜୀବନଜୀବିକା ସଂକଟରେ। ଜିଲାରେ କରତକଳ ବନ୍ଦ ହେବା ପରଠାରୁ ସେମାନେ କାମଧନ୍ଦା ହରାଇ…
Archives


