Home

ସିଏଏ: ଏକ ନୈତିକ ଓ ସାମ୍ବିଧାନିକ ପ୍ରତିଫଳନ

ଉତ୍ତର ଦିଲ୍ଲୀ ଯମୁନା ନଦୀ କୂଳରେ ମଜନୁକା ତିଲାର ଏକ ଶରଣାର୍ଥୀ ଶିବିରରେ ଜନ୍ମ ନିଏ ଏକ କୁନିଝିଅ ‘ନାଗରିକତା’। ପାକିସ୍ତାନରେ ଉପତ୍ୀଡ଼ନ ସହ୍ୟ କରି ନ ପାରି ତା’ ମା’ବାପା ଆସି ପହଞ୍ଚିଥିଲେ ସୀମାପାର ହୋଇ ଆମ ଦେଶରେ। ନାଗରିକତା…

ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର, ୮।୧(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍‌ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ ଓ ଅନ୍ୟ…

ଜେଲରେ ମୋବାଇଲ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୮।୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ ମିଡିଆରେ…

ଓଡ଼ିଶାରେ ଏନ୍‌ପିଆର୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୧(ବ୍ୟୁରୋ):ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର)କୁ ନେଇ ବିକ୍ଷୋଭ ଏବଂ ବିତର୍କ ଚାଲିଥିବା ବେଳେ ରାଜ୍ୟ ସରକାର ଓଡିଶାରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାର ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ପ୍ରାଥମିକଭାବେ ଏନ୍‌ପିଆର…

ଆଇଏଏସ୍‌ ଅଫିସର, ବ୍ୟାଙ୍କ ଅଧିକାରୀଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼: ୭ ବର୍ଷରେ ୭୦ ଲକ୍ଷର କାରବାର

କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍‌ ବ୍ୟାଙ୍କର ଭାଇସ୍‌ ପ୍ରେସିଡେଣ୍ଟ ସନ୍ତୋଷ କୁମାର ପଟ୍ଟନାୟକଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼ ଜାରି…

ଆଜି ବନ୍ଦ ଡାକରା

ଭୁବନେଶ୍ୱର,୮।୧(ବ୍ୟୁରୋ):ରାସ୍ତାରେ ଗାଡ଼ି ଗଡ଼ିବନି। ଦୋକାନ ବଜାର, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ବନ୍ଦ ହେବ। ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବୁଧବାର ଦେଶବ୍ୟାପୀ ୨୪ ଘଣ୍ଟିଆ ଧର୍ମଘଟ ଡାକରା ଦିଆଯାଇଛି। ଏଆଇଟିୟୁସି, ଏଚଏମ୍‌ଏସ୍‌, ସିଆଇଟିୟୁ, ଏଆଇଟିୟୁସି, ସଓ୍ବୋ, ଏଆଇସିସିଟିୟୁ,…

ଦୃଷ୍ଟିବାଧିତ ଅନନ୍ତ କୁମାର ପାଇଲେ ଓଏଏସ୍‌: ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଦେଲା ସଫଳତା

ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍‌ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦ ଥିବାବେଳେ ଭିନ୍ନକ୍ଷମ ର଼୍ୟାଙ୍କରେ ପ୍ରଥମରେ ରହିଛନ୍ତି। ପୁଅକୁ ପାଠ ପଢ଼େଇବାକୁ ଘର ଛାଡିଥିବା ବାପାଙ୍କ…

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର ଅସୁରକ୍ଷିତ ହୋଇପଡିଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସମୁଦ୍ର ଜଳପତ୍ତନ ବୃଦ୍ଧି ଏହାର ପ୍ରମୁଖ…

ଡାଇବେଟିସ୍‌ ରୋଗୀ ପାଇଁ ଉପକାରୀ ଫଳ

ସାଧାରଣତଃ ଡାଇବେଟିସ ରୋଗୀଙ୍କୁ ଖାଦ୍ୟ ଉପରେ କଟକଣା ଲଗାଇଥାନ୍ତି ଡାକ୍ତର। ନ୍ୟୁଟ୍ରିସନର ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପଡେ। ତେଣୁ ଡାଇବେଟିସ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଆଉ…

ବିରାଟ କୋହଲିଙ୍କ ଗୋଟିଏ ଦିନର ଖାଇବା ଖର୍ଚ୍ଚ କେତେ ଜାଣନ୍ତି

କେବଳ ନିଜ ବ୍ୟାଟିଂ ନୁହେଁ, ଫିଟନେସ୍‌ ପାଇଁ ମଧ୍ୟ ଅନ୍ୟ ଖେଳାଳିଙ୍କ ଲାଗି ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ନିଜକୁ ଫିଟ ରଖିବା ଉପରେ ଏବେ ସେ…

ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି କାଟି…

ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ ମିଡିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri