Home

ବୈବାହିକ ଜୀବନ ସୁନ୍ଦର କରିବା ପାଇଁ ଘରେ ରଖନ୍ତୁ ଏହାକୁ

ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ଓ ଯୁଗ ଯୁଗର ବୋଲି କୁହାଯାଏ। ବୈବାହିକ ଜୀବନକୁ ସୁଖମୟ ଓ ସୁନ୍ଦର କରିବାକୁ ସମସ୍ତେ ଚେଷ୍ଟା କରିଥାନ୍ତି। ହେଲେ ବର୍ତ୍ତମାନ ସମୟରେ କୌଣସି ନା କୌଣସି କାରଣରୁ ଏହି ସମ୍ପର୍କ ବହୁ କମ୍‌ ସମୟରେ ଭାଙ୍ଗିଯାଉଥିବା…

ସପ୍ତାହରେ ୩ ଦିନ ଛୁଟି ପ୍ରସ୍ତାବ ଆଣିଲେ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ

ଯଦି ସପ୍ତାହକୁ ୪ ଦିନ ଓ ପ୍ରତିଦିନ ମାତ୍ର ୬ ଘଣ୍ଟା କାମ କରିବାକୁ ପଡ଼େ ତେବେ କେହି ଏଭଳି ଚାକିରିକୁ ହାତଛଡା କରିବାକୁ ଚାହିଁବେନି। କାମର ବୋଝକୁ ହାଲୁକା କରିବା ଓ ପରିବାରକୁ ସମୟ ଦେବା ପାଇଁ କର୍ମଚାରୀଙ୍କ ଲାଗି…

ନିର୍ଭୟା ମାମଲାକୁ ନେଇ ଗମ୍ଭୀରଙ୍କ ଟୁଇଟ

ନୂଆଦିଲ୍ଲୀ,୭।୧: ନିର୍ଭୟା ଗଣହତ୍ୟା ମାମଲାରେ ୪ ଦୋଷୀଙ୍କ ବିରୋଧରେ ମଙ୍ଗଳବାର ପଟିଆଲା ହାଉସ୍‌ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଉପରେ ଶୁଣାଣି କରିଛନ୍ତି। ଅଭିଯୁକ୍ତ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ ସକାଳ ୭ଟାରେ…

ଏସିଡ୍‌ ପୀଡିତାଙ୍କୁ ଭେଟିଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ସେ ଦିଲ୍ଲୀରେ ଏସିଡ୍‌ ପୀଡିତାଙ୍କୁ ଭେଟିଛନ୍ତି। ଦୀପିକାଙ୍କ ସହ ଫିଲ୍ମର ନିର୍ଦ୍ଦେଶକ ମେଘନା ଗୁଲଜାର ଏବଂ ସହଅଭିନେତା ବିକ୍ରାନ୍ତ ମେସି ମଧ୍ୟ ଉପସ୍ଥିତ…

ନିର୍ଭୟା ମାମଲା: ୨୨ ଜାନୁୟାରୀରେ ଦୋଷୀଙ୍କୁ ଦିଆଯିବ ଫାଶୀ

ନୂଆଦିଲ୍ଲୀ,୭।୧: ନିର୍ଭୟା ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ୍‌ ଉପରେ ପଟିଆଲା ହାଉସ୍‌ କୋର୍ଟରେ ମଙ୍ଗଳବାର ଶୁଣାଣି ହୋଇଛି। କୋର୍ଟ ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ୨୨ ଜାନୁୟାରୀ ସକାଳ ୭ଟାରେ ଫାଶୀ ଦେବାକୁ…

ସୋଲେମାନୀଙ୍କ ଅନ୍ତିମ ବିଦାୟ ସମୟରେ ଦଳାଚକଟାରେ ୩୫ ମୃତ

ଦୁବାଇ,୭।୧: ଆମେରିକାର ଏୟାର ଷ୍ଟ୍ରାଇକ୍‌ରେ ଇରାନ ସେନା କମାଣ୍ଡର କାସିମ ସୋଲମାନୀଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ସୋଲେମାନୀଙ୍କ ଅନ୍ତିମ ବିଦାୟ ସମୟରେ ଦଳଚକଟା ହୋଇଥିଲା। ଏହି ଦୁର୍ଘଟଣାରେ ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୮ ଆହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ…

ଜେଏନ୍‌ୟୁ ହିଂସା ପରେ ପ୍ରଥମ ଥର ସାମ୍ନାକୁ ଆସିଲା କୁଳାଧିପତିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ହୋଇଥିବା ହିଂସା ପରେ ପ୍ରଥମ ଥର ସେଠାକାର କୁଳାଧିପତିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କୁଳାଧିପତି ଏମ୍‌. ଜଗଦେଶ କୁମାର କହିଛନ୍ତି, କ୍ୟାମ୍ପସ୍‌ରେ ଏହି ଘଟଣା ଘଟିବା ଅତ୍ୟନ୍ତ ର୍ଦୁଭାଗ୍ୟପୂର୍ଣ୍ଣ।…

ବୁଧବାର ଘରୋଇ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ଭାରତ ବନ୍ଦ ଯୋଗୁ ବସ୍‌ ଚଳାଚଳ କରିବ ନାହିଁ। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ବସ୍‌ ନ ଚଳାଇବାକୁ ମାଲିକମାନେ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୧୦ଟି ଟ୍ରେଡ୍‌…

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି…

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି ଜଙ୍ଗଲରୁ ଏସ୍‌ଡିପିଓଙ୍କ ଉପସ୍ଥିତିରେ ବିସିଂହପୁର ପୋଲିସ ରାଓଙ୍କ ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର କାରଣକୁ…

ଏସିଆର ପରିଷ୍କାର ଗାଁ: ଲୋକେ କୁହନ୍ତି ଭଗବାନଙ୍କ ବଗିଚା…

ଏପରି ଏକ ଗାଁ ରହିଛି ଯେଉଁଠି ସଫେଇ ପାଇଁ ସରକାରଙ୍କ ଉପରେ ନିର୍ଭର କରି ନ ଥାନ୍ତି ଏଠାକାର ବାସିନ୍ଦା। ଗାଁର ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସଭିଏଁ ଗଁାକୁ ସଫା ସୁତୁରା ରଖିବା ପାଇଁ ଦିନସାରା ଲାଗି ରୁହନ୍ତି। ପରିବେଶକୁ ସୁନ୍ଦର…

୮ରେ ଭାରତ ବନ୍ଦ: ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ବାତିଲ

ଭୁବନେଶ୍ୱର, ୭।୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri