Home

ଜାନୁୟାରୀ ୧୦ରେ ଚଳିତ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଲାଗୁ ହେବନି ସୁତକ

ନୂଆଦିଲ୍ଲୀ,୭।୧: ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଜାନୁୟାରୀ ୧୦ ତାରିଖ ମଧ୍ୟ ରାତ୍ରରେ ହେବ। ତେବେ ଏହା ଉପଛାୟା ଯୋଗୁ ହେଉଥିବାରୁ ଏହା ଭାରତରେ ଦେଖାଗଲେ ମଧ୍ୟ କୌଣସି ସୁତକ ଲାଗୁ ହେବନି। ଦେବନୀତି ସ୍ବାଭାବିକ ଭାବେ କରାଯିବ। ସାଧାରଣତଃ…

ଜେଏନ୍‌ୟୁ ହିଂସା: ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ସଫେଇ ଦେଲେ ଯୁବତୀ

ମୁମ୍ବାଇ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ବିରୋଧ ପ୍ରଦର୍ଶନ ସମୟରେ ସାମ୍ନାକୁ ଆସିଥିବା ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ହେଲେ ଏହି ପୋଷ୍ଟରକୁ ଧରିଥିବା ଯୁବତୀ ଜଣକ ଏ ନେଇ…

ଆମେରିକା ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କଲେ ରାଷ୍ଟ୍ରପତି ରୁହାନି

ତେହେରାନ୍‌,୭।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଇରାନ୍‌ ରାଷ୍ଟ୍ରପତି ହସନ ରୁହାନି ଆମେରିକାର ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ଏଣିକି ଇରାନ୍‌ ଏହାର ସୀମା ଆଖପାଖରେ ଥିବା ଆମେରିକା ସୈନ୍ୟ…

ଚେକ୍‌ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲା: ୪ ଅଭିଯୁକ୍ତ ଗିରଫ

ବରଗଡ ଅଫିସ,୭।୧: ବରଗଡ ଜିଲା ଭଟ୍‌ଲିସ୍ଥିତ ଏସ୍‌ଡିସିସି ବ୍ୟାଙ୍କର ଜଣେ ଉପଭୋକ୍ତା ଅପରାଜିତା ମିଶ୍ରଙ୍କ ଆକାଉଣ୍ଟରୁ ଚେକ୍‌ ଜାଲିଆତି କରି ୬.୮୨ ଲକ୍ଷ ଠକେଇ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ ଟାଉନ ଥାନା…

ପଶ୍ଚିମବଙ୍ଗ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ମମତା

କୋଲକାତା,୭।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ପଶ୍ଚିମବଙ୍ଗରେ ଏହା ଲାଗୁ କରାଯିବ ନାହିଁ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ। ପୁଣିଥରେ ମଙ୍ଗଳବାର ଦକ୍ଷିଣ ୨୪ ପ୍ରଗଣାର ପଥର ପ୍ରତିମାଠାରେ ଆୟୋଜିତ…

ମଙ୍ଗଳ-ଶୁକ୍ର ଗ୍ରହରୁ ଏଲିୟନ ଆସି ଜେଏନ୍‌ୟୁରେ କରିଥିଲେ ଆକ୍ରମଣ: ଅସାଦୁଦ୍ଦିନ

ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) ହିଂସା ମାମଲାରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜେଏନ୍‌ୟୁରେ କୌଣସି ବ୍ୟକ୍ତି ନୁହେଁ ବରଂ ଏଲିୟନ୍‌ ଆସି ଆକ୍ରମଣ କରିଥିଲେ। ସେ ମଙ୍ଗଳ ଓ…

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି

ରାଜନଗର,୭।୧(ଡି.ଏନ.ଏ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତବର୍ଷ ୧ ଲକ୍ଷ ୧୮,୩୨୬ଟି ପକ୍ଷୀ ଆସିଥିବାବେଳେ ଗତବର୍ଷ ୧ ଲକ୍ଷ ୯୦୫୯ଟି ପକ୍ଷୀ ଆସିଥିଲେ। ସେହିପରି ଗତଥର ୭୪ ପ୍ରକାର ପକ୍ଷୀ ଆସିଥିବାବେଳେ…

ମୋତେ କୁହ, ମୋ ପରିବାରକୁ ଟାଣନି

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ବିଶ୍ରାମ ନେଇଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଆଇସିସି ବିଶ୍ୱକପର ସେମିଫାଇନାଲରୁ ଭାରତୀୟ ଦଳ ବିଦାୟ ନେବା ପରେ ଖେଳାଳି ନିଜ…

ଇରାନ ବୈଦେଶିକ ମନ୍ତ୍ରୀଙ୍କୁ ଭିଜା ଦେଲାନାହିଁ ଆମେରିକା

ଓ୍ବାଶିଂଟନ,୭।୧: ନ୍ୟୁୟର୍କରେ ଆୟୋଜିତ ୟୁନାଇଟେଡ ନେଶନସ୍‌ ସିକ୍ୟୁରିଟି କାଉନସିଲ ମିଟିଂରେ ଯୋଗଦେବା ପାଇଁ ଆମେରିକା ଗସ୍ତ କରିଥାଆନ୍ତେ ଇରାନ ବୈଦେଶିକ ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌। ହେଲେ ଏଥିପାଇଁ ଆମେରିକା ତାଙ୍କୁ ଭିଜା ଦେଇ ନ ଥିବା ସୂଚନା ମିଳିଛି। ଆମେରିକା…

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀଙ୍କୁ ଜଣାଥିଲା ବୋଲି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)…

ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ ହୋଇଛି। ଏହା ସହିତ ଉଭୟ ପକ୍ଷଙ୍କ ମଧ୍ୟରେ ଟେକା ପଥର ମାଡ଼ ହୋଇଥିବା…

ଗଗନଯାନ ମିଶନର ମହାକାଶଚାରୀଙ୍କ ପାଇଁ ସ୍ବତନ୍ତ୍ର ଖାଦ୍ୟର ବ୍ୟବସ୍ଥା କଲା ଡିଆର୍‌ଡିଓ

ବେଙ୍ଗାଲୁରୁ,୭।୧: ଗଗନଯାନ ୨୦୨୨ରେ ମହାକାଶ ଯାତ୍ରା କରିବ। ଏଥିପାଇଁ ବୈଜ୍ଞାନିକମାନେ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ତେବେ ଏହି ମିଶନରେ ଯାଉଥିବା ମହାକାଶଚାରୀଙ୍କ ପାଇଁ ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ଅର୍ଗାନାଇଜେଶନ୍‌ (ଡିଆର୍‌ଡିଓ) ପକ୍ଷରୁ ସ୍ବତନ୍ତ୍ର ଖାଦ୍ୟ ମେନ୍ୟୁର ବ୍ୟବସ୍ଥା କରାଯାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri