Home

ଟ୍ରମ୍ପଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏହି କଥାବର୍ତ୍ତା ସମୟରେ ଉଭୟ ନେତା କହିଛନ୍ତି ଦୁଇ ଦେଶର ସମ୍ପର୍କ ମଜଭୂତ ରହିଛି ଓ ଏହାକୁ ନେଇ ଦୁଇ ଦେଶ ଆଗକୁ…

ପିତାଙ୍କ ଏମିତି ଫଟୋ ଛାଡିଲେ ଝିଅ, ଲୋକେ ହେଲେ ଭାବୁକ

କାନବେରା,୭।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଭୟଙ୍କର ନିଆ ଲାଗିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ରାତିଦିନ ଲାଗିପଡିଛନ୍ତି। କିଛିଦିନ ପୂର୍ବରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗାଇ ନିଆଁ ଲିଭାଉ ଥିବା ଏକ ଭିଡିଓ…

ଓଲଟିଲା ବସ୍‌: ୮ ଆହତ

ଯାଜପୁର ଅଫିସ୍‌, ୭।୧: ଯାଜପୁର ଜିଲା ବରୀ ବ୍ଲକ ଅଧିନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ସକାଳ ୭ଟା ସମୟରେ ମା’ ମଙ୍ଗଳା ଯାତ୍ରୀବାହୀ ବସ୍‌ ଓଲଟି ପଡିବା ଫଳରେ ୮ଜଣ ଯାତ୍ରୀ ଗୁରୁତର ଆହତ…

ରାଜ୍ୟସ୍ତରୀୟ ପୁସ୍ତକ ମେଳା ଉଦ୍‌ଘାଟିତ: ସଂସ୍କୃତି ସମ୍ପନ୍ନ ପୁସ୍ତକ କାଳଜୟୀ

କେନ୍ଦ୍ରାପଡା ଅଫିସ, ୭।୧: ସହରର ମହିପାଳ ଟେଲିକମ୍‌ ଗ୍ରାଉଣ୍ଡଠାରେ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଆୟୋଜନାରେ ଉନବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ ମେଳା ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହା ଆସନ୍ତା ୧୩ ତାରିଖରେ ଉଦ୍‌ଯାପିତ ହେବ। ମେଳାକୁ ବିଶିଷ୍ଟ ସାହିତି୍ୟକ ତଥା…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶାଶୁ ଗୁରୁତର

ପରଜଙ୍ଗ, ୭।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ପଙ୍ଗାତିରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବାବେଳେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଗତ…

ବିପାଶାଙ୍କୁ ପୂରିଲା ୪୧: ଜନ୍‌ ଆବ୍ରାହମ୍‌ଙ୍କ ସହିତ ୯ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ କରନ ସିଂ ଗ୍ରୋଭରଙ୍କୁ କରିଥିଲେ ବିବାହ…

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ବିପାଶା ବସୁ ମଙ୍ଗଳବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଜାନୁୟାରୀ ୭ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ବହୁ ଫିଲ୍ମରେ ସେ ନିଜର ଅଭିନୟ ଦକ୍ଷତା ପ୍ରତିପାଦିତ କରି ବେଶ୍‌ ଚର୍ଚ୍ଚାରେ ରହିଥିଲେ। ୨୦୦୩ରେ…

କୋର୍ଟରେ ହାଜର ହେଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୭ା୧(ପି.ଟି.)-ଯୌନ ଶୋଷଣ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ସୋମବାର ସ୍ଥାନୀୟ ଅଦାଲତରେ ହାଜର ହୋଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ୨୦ ତାରିଖକୁ ଧାର୍ଯ୍ୟ କରାଯାଇଛି। ଚିନ୍ମୟାନନ୍ଦଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଓମ୍‌ବୀରଙ୍କ ଅଦାଲତରେ…

ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ: ରବିଚନ୍ଦ୍ରନ୍‌ଙ୍କୁ ୧୫ ଦିନ ପାରୋଲ

ମଦୁରାଇ,୭ା୧(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ ମାମଲାରେ ୭ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଅପରାଧୀଙ୍କ ମଧ୍ୟରୁ ରବିଚନ୍ଦ୍ରନଙ୍କୁ ମାଡ୍ରାସ ହାଇକୋର୍ଟ ୧୫ ଦିନ ଲାଗି ପାରୋଲରେ ଛାଡ଼ିଛନ୍ତି। ତାଙ୍କ ମା’ ଅସୁସ୍ଥ ରହିବା ଓ ପାରିବାରିକ ଅବୁଝାମଣା ସୃଷ୍ଟିହେବାରୁ କୋର୍ଟ…

୧୩ରୁ ସାବରିମାଲା ମାମଲାର ଶୁଣାଣି

ନୂଆଦିଲ୍ଲୀ,୭ା୧(ପି.ଟି.): କେରଳର ସାବରିମାଲା ମନ୍ଦିରରେ ସବୁ ବୟସ ବର୍ଗର ମହିଳାଙ୍କୁ ପ୍ରବେଶ ଅନୁମତି ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ୧୩ରୁ ଆରମ୍ଭ ହେଉଛି। ସୁପ୍ରିମକୋର୍ଟର ୯ ଜଣିଆ ପୀଠ ଏହି ମାମଲାର ଶୁଣାଣି କରିବେ। ଏନେଇ ସର୍ବୋଚ୍ଚ ଅଦାଲତଙ୍କ ପକ୍ଷରୁ ବିଜ୍ଞପ୍ତି…

ଭାଜପା-ବାମଦଳ ସମର୍ଥକ ମୁହାଁମୁହିଁ

କୋଲକାତା,୭ା୧(ଆଇଏଏନ୍‌ଏସ୍‌): ଜେଏନ୍‌ୟୁ କ୍ୟାମ୍ପସ୍‌ ହିଂସା ପ୍ରତିବାଦରେ ସୋମବାର ପଶ୍ଚିମବଙ୍ଗର ଯାଦବପୁର ଅଞ୍ଚଳରେ ର଼୍ୟାଲି ଚାଲିଥିବାବେଳେ ବାମଦଳ ଓ ଭାଜପା ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବା ପାଇଁ ପୋଲିସ ଲାଠିଚାଳନା କରିଥିଲା। ଯାଦବପୁର ବିଶ୍ୱବିଦ୍ୟାଳୟ (ଜେୟୁ)ର ଛାତ୍ରୀଛାତ୍ର, ଏସ୍‌ଏଫଆଇ…

ସିଏଏ ହିଂସାକୁ ନେଇ ବର୍ଷିଲେ ଶାହା: ଦିଲ୍ଲୀରେ ଦଙ୍ଗା ଲାଗି କଂଗ୍ରେସ, ଏଏପି ଦାୟୀ

ନୂଆଦିଲ୍ଲୀ,୭ା୧(ପି.ଟି.): ସିଏଏକୁ ବିରୋଧ କରି ଦିଲ୍ଲୀରେ ଦଙ୍ଗା ଓ ପୋଡ଼ାଜଳା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କଂଗ୍ରେସ ଓ ଏଏପିକୁ ଦାୟୀ କରିଛନ୍ତି। ଲୋକଙ୍କୁ ବିଭ୍ରାନ୍ତ କରି ଏହି ଦୁଇ ଦଳ ପୋଡ଼ାଜଳା କରି ପାପ କରିଛନ୍ତି ବୋଲି ସେ ଏକ…

ବୁଧବାର ଭାରତ ବନ୍ଦ: କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ,୭ା୧: ୧୦ଟି ଟ୍ରେଡ ୟୁନିୟନ ପକ୍ଷରୁ ଆଗାମୀ ୮ତାରିଖରେ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସରକାରଙ୍କ ଜନବିରୋଧୀ ନୀତିକୁ ବିରୋଧ କରି ଏଭଳି ଭାରତ ବନ୍ଦ ଡାକରା ଦିଆଯାଇଥିବାବେଳେ ପ୍ରାୟ ୨୫ କୋଟି ଲୋକ ଏଥିରେ ଭାଗ ନେବେ ବୋଲି କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri