ଜେଏନ୍ୟୁ ଆକ୍ରମଣ: ଦେଶବ୍ୟାପୀ ନିନ୍ଦା
ନୂଆଦିଲ୍ଲୀ,୭ା୧(ପି.ଟି./ଆଇଏଏନ୍ଏସ୍): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ) ପରିସରରେ ରବିବାର ରାତିରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦେଶବ୍ୟାପୀ ନିନ୍ଦା କରାଯାଇଛି। ଦିଲ୍ଲୀ ସମେତ ଓଡ଼ିଶା, ମହାରାଷ୍ଟ୍ର, କର୍ନାଟକ, ପଶ୍ଚିମବଙ୍ଗ, ବିହାର ସବୁଠାରେ ବିଭିନ୍ନ ଛାତ୍ର ସଂଗଠନ ଏବଂ…
୪୦ ବର୍ଷରେ ପାଦ ଥାପିଲା ନାଲ୍କୋ:ପ୍ରତିଷ୍ଠା ଦିବସ ପାଳନ ଆଜି
ବଅଁରପାଳ,୭।୧ (ଡି.ଏନ୍.ଏ.) ଅନୁଗୋଳ ଜିଲା ନାଲ୍କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର ଆୟୋଜନ…
ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’
ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ…
ଶୀତଦିନେ ଶରୀର ପାଇଁ ଉପକାରୀ ଲବଙ୍ଗ ଚା’
ଶୀତଦିନେ ଲବଙ୍ଗ ଚା’ ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଲବଙ୍ଗରେ ପସଫରସ, ପୋଟାସିୟମ, ପ୍ରୋଟିନ, ଆଇରନ, କ୍ୟାଲସିୟମ, ହାଇଡ୍ରୋକ୍ଲୋରିକ ଏସିଡ ଭରପୂର ମାତ୍ରାରେ ରହିଛି। ଲବଙ୍ଗ ଚା’ ପିଇବା ଦ୍ୱାରା କ’ଣ କ’ଣ ଉପକାର ହୋଇଥାଏ ଜାଣନ୍ତୁ… ନିୟମିତ…
କମ୍ ବୟସରେ କରିଥିଲେ ବିବାହ
କ୍ରିକେଟରେ କେତେକ ଖେଳାଳି ଥିଲେ, ଯେଉଁମାନେ ଖୁବ୍ କମ୍ ବୟସରେ ବିବାହ କରିଥିଲେ। ସେହି ଖେଳାଳିଙ୍କ ବିଷୟରେ… କପିଳ ଦେବ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର କପିଳ ଦେବ ମାତ୍ର ୨୧ବର୍ଷ ବୟସରେ ରୋମି ଭାଟିଆଙ୍କୁ ବିବାହ…
ଓଲଟିଲା ଅଟୋ, ଜଣେ ଗୁରୁତର
କେନ୍ଦୁଝର,୬।୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ଟାଉନ ଥାନା ନରଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ହାଟଡ଼ହି ବ୍ଲକ ମୁଗୁପୁର ଗ୍ରାମର ପ୍ରଦୀପ କୁମାର ବେହେରା(୩୬)। ସେ କେନ୍ଦୁଝରରୁ ଏକ…
ଚଳନ୍ତା ଟ୍ରକ୍ରୁ ପଡି ହେଲ୍ପର ଗୁରୁତର
କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଗୋପାଳପୁର ୨୦ନଂ.ଜାତୀୟ ରାଜପଥ ନିକଟରେ ଚଳନ୍ତା ଟ୍ରକରୁ ଜଣେ ହେଲ୍ପର ପଡିଯାଇ ଗୁରୁତର ହୋଇଛନ୍ତି। ସେ ହେଲେ ଘଟଗାଁ ବ୍ଲକ ପଣ୍ତାପଡ଼ା ଥାନା ଝାରବେଡ଼ା ଗ୍ରାମର ପ୍ରଫୁଲ୍ଲ କସିମାଳିଆ(୨୪)। ଡ୍ରାଇଭର ପ୍ରତାପ ସିଂ ସହିତ ସେ…
ମଲିପଶି ଭଲିବଲ୍ ଟୁର୍ନାମେଣ୍ଟ: ପଣ୍ଡୁଆ ଚାମ୍ପିୟନ
ଢେଙ୍କିକୋଟ,୬।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ମଶୁଆରୀ ପଞ୍ଚାୟତ ଅଧୀନ ମଲିପଶି ଗ୍ରାମରେ ଉଦ୍ୟେକ୍ତା ହରିହର ରଣାଙ୍କ ନେତୃତ୍ୱରେ ରବିବାର ଦିନିକିଆ ଭଲିବଲ୍ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକ, ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ, ସରପଞ୍ଚ ଉମାମଣି…
ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ
ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ ଫଳାଫଳର ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୮ରେ ମତଦାନ ହେବାକୁ ଥିବା ବେଳେ ୧୧କୁ…
ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ
କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ ଜଗଦୀପ ଧନଖରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଏଥିରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ…
ଶାହରୁଖ୍ଙ୍କ ସିକ୍ରେଟ୍ ଖୋଲିଲେ ଗୌରୀ
ବଲିଉଡ୍ର ବାଦ୍ଶାହ ଶାହରୁଖ ଖାଁ ଏବଂ ସ୍ତ୍ରୀ ଗୌରୀ ଖାନ ଇଣ୍ଡଷ୍ଟ୍ରୀର ସବୁଠୁ ଷ୍ଟାଇଲିସ୍ କପଲ୍ ଭାବେ ଜଣାଶୁଣା। କୌଣସି ପାର୍ଟିରେ ହେଉ କି ଇଭେଣ୍ଟ ଉଭୟଙ୍କୁ ଷ୍ଟାଇଲିସ୍ ଲୁକ୍ରେ ଦେଖିବାକୁ ମିଳେ। ଶାହରୁଖଙ୍କୁ କୌଣସି ସ୍ଥାନକୁ ଯିବାକୁ ହେଲେ ପ୍ରସ୍ତୁତ…
ସୋଲେମାନୀଙ୍କୁ ଅନ୍ତିମ ବିଦାୟ
ଦୁବାଇ,୬।୧: କୁଦ୍ସ ବାହିନୀର କମାଣ୍ଡର ମେଜର ଜେନରାଲ କାସିମ ସୋଲେମାନୀଙ୍କୁ ସୋମବାର ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲ୍ଲି ଖାମନେଇ ଶେଷ ନମାଜ ପାଠ କରିଥିଲେ। ସୋଲେମାନୀଙ୍କୁ ବିଦାୟ ଦେବା ଲାଗି ତେହରାନ ରାସ୍ତାରେ…
Archives


