Home

ହୃଦ୍‌ରୋଗ ଆଶଙ୍କା କମାଏ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ଯୁକ୍ତ ଖାଦ୍ୟ ଖାଇଲେ ତାହା ହୃଦ୍‌ଘାତ ଆଶଙ୍କା କମାଇ ଦେଇଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଏ ସମ୍ପର୍କିତ ବିଷୟବସ୍ତୁକୁ ନେଇ ଡେନ୍‌ମାର୍କର ହୃଦ୍‌ରୋଗ ବିଶେଷଜ୍ଞମାନେ ଗବେଷଣା କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ନିୟମିତ ଭିଟାମିନ୍‌ ‘ସି’ଯୁକ୍ତ ଖାଦ୍ୟ ଖାଇବାକୁ…

ଡ୍ରପ୍‌ଲେଟ୍‌ କମ୍ପ୍ୟୁଟର

କମ୍ପ୍ୟୁଟର ପାଣିରେ ଚାଲିବ-ଏକଥାକୁ ଅନେକେ ହୁଏତ ବିଶ୍ୱାସକରି ନ ପାରନ୍ତି। ହେଲେ ଏହା ସତ। ଦୀର୍ଘ ୫ବର୍ଷ ଧରି ଗବେଷଣା କରିବା ପରେ ଆମେରିକାସ୍ଥିତ ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟିର ବିଶେଷଜ୍ଞ ମାନେ ଏଭଳି ଏକ ହାଇଟେକ୍‌ କମ୍ପ୍ୟୁଟର ପ୍ରସ୍ତୁତ କରିଛନ୍ତି। ଗୋଟିଏ ଇଲେକ୍ଟ୍ରୋନିକ୍‌…

ଭୂକମ୍ପରୁ ଘରକୁ ସୁରକ୍ଷା ଦେବ ଚୁମ୍ବକ

ଅନ୍ୟତମ ପ୍ରମୁଖ ପ୍ରାକୃତିକ ବିପର୍ଯ୍ୟୟ ଭାବରେ ପରିଗଣିତ ଭୂକମ୍ପ ଦ୍ୱାରା ଆମର ଅଶେଷ କ୍ଷତି ହୋଇଥାଏ । ତେବେ ଏହି ସମୟରେ ଘରକୁ ସୁରକ୍ଷା ଦେବାର ଏକ ନୂଆ ଉପାୟ ଉଦ୍ଭାବିତ ହୋଇଛି। ‘ଭୂକମ୍ପ ଏବଂ ଘରର ସୁରକ୍ଷା’ ଶୀର୍ଷକ ବିଷୟବସ୍ତୁକୁ…

ଶାହଙ୍କୁ କଡ଼ା ସମାଲୋଚନା କଲେ ସୁରଜଓ୍ବାଲା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ହୋଇଥିବା ହିଂସା ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏହି ଘଟଣା ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ନୀରବ ସମର୍ଥନ ବିନା ସମ୍ଭବ ହୋଇନାହିଁ। ପୋଲିସ ନୀରବ ଦ୍ରଷ୍ଟା ସାଜିବା…

ଔଷଧ ସାହାରାରେ ଜୀବନ

”ମଣିଷ ବଞ୍ଚତ୍ବା ପାଇଁ ଖାଦ୍ୟ ସହ ଔଷଧ ମଧ୍ୟ ଏକ ଆବଶ୍ୟକତାରେ ପରିଣତ ହୋଇଗଲାଣି। ପେନ୍‌କିଲର ପରି ଶକ୍ତିଶାଳୀ ରାସାୟନିକ ଔଷଧ ପ୍ରୟୋଗ, ଯାହାକି ଆମ ଶରୀରର କୋଷଗୁଡ଼ିକୁ ରୁଗ୍ଣ ଦୁର୍ବଳକରି ବ୍ୟାଧି ପ୍ରତିରୋଧକ କ୍ଷମତାକୁ ହ୍ରାସକରେ। ଏହି ଔଷଧ ବ୍ୟତୀତ…

ଆଇନକୁ ବେଖାତିର: ହିଂସାକାଣ୍ଡ ପରେ ପୋଲିସ ସମ୍ମୁଖରେ ବାହାରିଗଲେ ଦୁର୍ବୁତ୍ତ; ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦୁର୍ବୁତ୍ତମାନେ ହିଂସାକାଣ୍ଡ ଭିଆଇବା ପରେ ଆରାମରେ ପୋଲିସ ଆଗରେ ବିଶ୍ୱବିଦ୍ୟାଳୟ ଗେଟ୍‌ ବାହାରକୁ ବାହାରୁଥିତ୍ବାର ଦୃଶ୍ୟ…

ତିବ୍ବତରେ ସମରାଭ୍ୟାସ କରୁଛି ଚାଇନା

ବେଜିଂ,୬।୧: ଚାଇନା ସେନା ଭାରତ ସୀମାକୁ ଲାଗି ରହିଥିବା ଉଚ୍ଚସ୍ଥାନ ତିବ୍ବତରେ ବଡ ଧରଣର ସମରାଭ୍ୟାସ କରୁଥିବା ସୂଚନା ମିଳିଛି। ସେଠାରେ ଚାଇନା ସେନା ପକ୍ଷରୁ ଟାଇପ୍‌ ୧୫ ହାଲୁକା ଯୁଦ୍ଧ ଟ୍ୟାଙ୍କ ଓ ନୂଆ ୧୫ ଏମ୍‌ଏମ୍‌ ଯାନ ଉପରେ…

ରାସ୍ତାକଡରୁ ମିଳିଲା ଟିଫିନ୍‌ ବୋମା

ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚିଛି। ସେଠାରେ ଏବେ ବୋମା ନିଷ୍କ୍ରିୟ ପାଇଁ ଉଦ୍ୟମ ଜାରି ରହିଛି। ଟିଫିନ୍‌…

ଜେଏନ୍‌ୟୁ ହିଂସା: ମୋଦିଙ୍କୁ ଟାର୍ଗେଟ କଲେ ବିରୋଧୀ

ନୂଆଦିଲ୍ଲୀ,୬।୧: ରାଜଧାନୀ ଦିଲ୍ଲୀରେ ଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନୟୁ)ରେ ରବିବାରଠାରୁ ଉପୁଜିଥିବା ହିଂସା ଘଟଣାକୁ ନେଇ ଏବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ…

ଟ୍ରମ୍ପଙ୍କ ମୁଣ୍ଡକାଟ୍‌ ପାଇଁ ୮୦ ମିଲିୟନ ଡଲାର ପୁରସ୍କାର ଘୋଷଣା କଲା ଇରାନ

ତେହେରାନ,୬।୧: ଆମେରିକା ଆକ୍ରମଣରେ ଇରାନ୍‌ର ସେନା କମାଣ୍ଡର ଜେନେରାଲ କାସିମ ସୋଲେମାନୀ ନିହତ ହେବା ପରେ ଦୁଇଦେଶ ମଧ୍ୟରେ ଚରମ ଉତ୍ତେଜନା ଦେଖାଦେଇଛି। ରବିବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ ଇରାନକୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ଆକ୍ରମଣ କରିବେ ବୋଲି ଧମକ ଦେଇଛନ୍ତି।…

ରାତି ଅନ୍ଧାରରେ ଗୁଣ୍ଡାଗିରି: ଶାସକ-ବିରୋଧୀ କଲେ ନିନ୍ଦା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ରବିବାର ରାତି ଅନ୍ଧାରରେ ହୋଇଥିବା ଗୁଣ୍ଡାଗିରିକୁ ଶାସକ-ବିରୋଧୀ ନିନ୍ଦା କରିଛନ୍ତି। ଏହାକୁ ନେଇ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ଏହା ବାମପନ୍ଥୀ ଛାତ୍ରଙ୍କ କାଣ୍ଡ ବୋଲି କହିଛନ୍ତି। ଏହା ଯୋଗୁ ବିଶ୍ୱବିଦ୍ୟାଳୟ…

ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସୁଇଜରଲାଣ୍ଡରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ ଅବଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri