୧୧ରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ
ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଲ୍ ଓଡିଶା ଲ ଅଫିସର୍ସ ଆସୋସିଏଶନ ପକ୍ଷରୁ ଆସନ୍ତା ୧୧ ତାରିଖରେ ଇଡ୍କଲ ଅଡିଟୋରିୟମରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ ହେବ। ରାଜ୍ୟର ବିଭିନ୍ନ ଅଦାଲତରେ କାର୍ଯ୍ୟ କରୁଥିବା ସରକାରୀ ଓକିଲ(ଦଓ୍ବୋନୀ ଓ ଫୌଜଦାରୀ)ମାନେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…
ରାଜ୍ୟରେ ଆରମ୍ଭ ହେବ ସ୍ବଚ୍ଛ ସର୍ବେକ୍ଷଣ ଲିଗ୍
ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳଗୁଡିକ କେତେ ସଫାସୁତୁରା ରହିଛି ତାହା ଜାଣିବା ଲାଗି ପ୍ରଥମଥର ସାରା ରାଜ୍ୟରେ ସ୍ବଚ୍ଛ ସର୍ବେକ୍ଷଣ (ଏସ୍ଏସ୍) ଲିଗ୍ ୨୦୨୦ ଆରମ୍ଭ ହେବ। ତରଳ, କଠିନ ଓ ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ସହ ସ୍ବଚ୍ଛତା କ୍ଷେତ୍ରରେ ସମସ୍ତ ୧୧୪…
ଓଡ଼ିଶାରୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆଶା ଉଜ୍ଜ୍ୱଳ
ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ କରିବା ଆଶା ଉଜ୍ଜ୍ୱଳ ହେବାରେ ଲାଗିଛି। ଆସନ୍ତା ୨୨ ତାରିଖରେ ଓଡ଼ିଶାରେ ୧୫ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କ ବୈଠକ ଅନୁଷ୍ଠିତ ହେବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ରାଜ୍ୟ…
ସରିଲା ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା: ଫେବୃୟାରୀ ପ୍ରଥମ ସପ୍ତାହରେ ପରୀକ୍ଷାଫଳ
ଭୁବନେଶ୍ୱର,୬ା୧(ବ୍ୟୁରୋ): ଭୁବନେଶ୍ୱର ଏବଂ ନୂଆ କରି ଆରମ୍ଭ ହେବାକୁ ଥିବା ସୈନିକ ସ୍କୁଲ ସମ୍ବଲପୁର ପାଇଁ ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ଓଡ଼ିଶାର ୮ ସେଣ୍ଟରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରବେଶିକା ପରୀକ୍ଷାରେ ସୈନିକ ସ୍କୁଲ ଭୁବନେଶ୍ୱର ନିମନ୍ତେ ଷଷ୍ଠ…
ଥରିଲା ହିମାଚଳ ପ୍ରଦେଶ
ଶିମ୍ଲା,୬।୧: ହିମାଚଳ ପ୍ରଦେଶର ଶିମ୍ଲାରେ ସୋମବାର ସକାଳେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୩.୬। ଏହା ମୃଦୁ ଭୂକମ୍ପ ହୋଇଥିବାରୁ ଅଧିକାଂଶ ଲୋକେ ଏହାକୁ ଅନୁଭବ କରି ପାରି ନ ଥିବା କହିଛନ୍ତି।…
ଜମି ଅଧିଗ୍ରହଣରେ ଅଟକିଛି ଅଧିକାଂଶ ରେଳ ପ୍ରକଳ୍ପ
ଭୁବନେଶ୍ୱର,୬ା୧(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଓଡ଼ିଶାରେ ଚାଲୁଥିବା ନୂଆ ରେଳ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଧିମେଇଛି। ଜମି ଅଧିଗ୍ରହଣ, ଜଙ୍ଗଲ ବିଭାଗର ଅନୁମତି ଆଦି କ୍ଷେତ୍ରରେ ଉପୁଜିଥିବା କେତେକ ସମସ୍ୟା ଯୋଗୁ ପ୍ରକଳ୍ପ ସରିବାରେ ବିଳମ୍ବ ହେଉଛି। ପୁଣି ଓଡ଼ିଶା ସରକାରଙ୍କ ଅଂଶ…
ଚିଲିକାରେ ସରିଲା ପକ୍ଷୀ ଗଣନା: ଅନୁକୂଳ ପାଗ ଯୋଗୁ ପକ୍ଷୀଙ୍କ ସଂଖ୍ୟା ବଢ଼ିଛି
ବାଲୁଗାଁ,୬ା୧(ଡି.ଏନ୍.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ରବିବାର ସମଗ୍ର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତବର୍ଷ ସମଗ୍ର ଚିଲିକାରେ ୧୧ଲକ୍ଷ ୫ହଜାର ୪୦…
ବାଥ୍ ରୁମ୍ରେ ଥିଲେ, ଭାରତର ୫ଟି ଉଇକେଟ୍ ଯିବାପରେ ପଡିଆକୁ ଆସି ୧୭୫ ରନ୍ର ବିସ୍ଫୋରକ ଇନିଂଶ ଖେଳିଥିଲେ ମହାନ ଖେଳାଳି
ଭାରତୀୟ କ୍ରିକେଟ ଦଳର ମହାନ ଅଲରାଉଣ୍ଡର କପିଳ ଦେବଙ୍କ ଆଜି ୬୧ତମ ଜନ୍ମଦିବସ। ୧୯୫୯ ମସିହା ଆଜିର ଦିନରେ ସେ ଚଣ୍ଡୀଗଡରରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ କ୍ୟାରିୟରରେ ଉଭୟ ବ୍ୟାଟ୍ ଏବଂ ବଲ୍ରେ ସେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ସେ ମୋଟ…
ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ
କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ ମିଶନ ଯୋଜନାରେ ପାଇଖାନା ଯୋଗାଇ ଦେଇଥିଲେ। ମାତ୍ର ଏହି ଘୋଷଣା ସମ୍ପୂର୍ଣ୍ଣ ଧୂଅଁାବାଣ ବୋଲି…
ଏ.ଆର୍. ରହମାନ୍ଙ୍କୁ ପୂରିଲା ୫୩: ଅସଫଳ ହୋଇ ଆତ୍ମହତ୍ୟା କରିବାକୁ ବହୁଥର କରିଥିଲେ ଉଦ୍ୟମ…
ମୁମ୍ବାଇ: ସଙ୍ଗୀତକାର ଏ.ଆର୍.ରହମାନ୍ ସୋମବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୬ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଏ.ଏସ୍. ଦିଲ୍ଲୀପ୍ କୁମାର ମୁଦଲିଆର ଥିଲା। ତାଙ୍କ ଭଉଣୀ ୧୯୮୬ରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ଏହି…
ୟୁପିରେ ପଶିଛନ୍ତି ଆତଙ୍କବାଦୀ
ବସ୍ତି(ୟୁପି),୬ା୧(ପି.ଟି.): ଉତ୍ତରପ୍ରଦେଶରେ ଆଇଏସ୍ର ଦୁଇଜଣ ଆତଙ୍କବାଦୀ ପ୍ରବେଶ କରିଥିବା ନେଇ ଗୋଇନ୍ଦା ସୂଚନା ମିଳିବା ପରେ ଭାରତ-ନେପାଳ ସୀମା ଅନ୍ତର୍ଗତ ମହାରାଜଗଞ୍ଜ, କୁଶିନଗର ଏବଂ ସିଦ୍ଧାର୍ଥ ନଗର ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଦୁଇ ଓ୍ବାଣ୍ଟେଡ୍ ଆତଙ୍କବାଦୀ ଅବୁଦୁଲ ସମାଦ ଓ…
ନିଜ ଦେଶ କଥା ଚିନ୍ତାକର: ପାକ୍ ପ୍ରଧାନମନ୍ତ୍ରୀଙ୍କୁ ଓଓ୍ବାଇସିଙ୍କ ସମାଲୋଚନା
ହାଇଦ୍ରାବାଦ,୬ା୧(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଭାରତୀୟ ମୁସଲମାନଙ୍କ ସମ୍ପର୍କରେ ମୁଣ୍ଡ ନ ଖେଳାଇ ନିଜ ଦେଶ କଥା ଚିନ୍ତା କରନ୍ତୁ ବୋଲି ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି କହିଛନ୍ତି। ହାଇଦ୍ରାବାଦ ନିକଟସ୍ଥ ସାଙ୍ଗାରେଡ୍ଡୀ ସହରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)…
Archives


