Home

ଲେଉଟିବ ଶୀତ: ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ପୁଣି ଥରେ ବଢ଼ିବ ଶୀତ। ସୋମବାରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। କିଛିଦିନ ହେବ ରାଜ୍ୟରେ ବର୍ଷା ପାଗ ରହୁଥିବାରୁ…

ଚଣ୍ଡିଖୋଲ-ଡୁବୁରୀ ଜାତୀୟ ରାଜପଥ ମରାମତି କାର୍ଯ୍ୟରେ ବିଳମ୍ବ: ରାଜପଥ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଚଣ୍ଡିଖୋଲ,୬ା୧(ଡ଼ି.ଏନ.ଏ)- ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ଡେଥ୍‌ ଜୋନଭାବେ ପରିଗଣିତ ହେବା ପରେ ଜିଲା ପ୍ରଶାସନ ପାଇଁ ଚିନ୍ତା ବଢ଼ି ଯାଇଥିଲା। ସେଥିପାଇଁ ବାରମ୍ବାର ବୈଠକ କରି ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ଡିସେମ୍ବର ୩୧ ସୁଦ୍ଧା ଏହି ଜାତୀୟ ରାଜପଥର ମରାମତି…

ବେଆଇନ ବାଲି ଖାଦାନ ଅଣାୟତ୍ତ: ବାରଣ ସତ୍ତ୍ୱେ ବ୍ୟବହାର ହେଉଛି ମେଶିନ

ଯାଜପୁର ଅଫିସ,୬ା୧- ଯାଜପୁର ଜିଲାରେ ରାଜନୈତିକ ଛତ୍ରଛାୟା ତଳେ ବେଆଇନ ଲଘୁ ଖଣିଜ ସମ୍ପଦ ଲୁଟ ସୀମା ଲଂଘିଛି। ଟାସ୍କଫୋର୍ସ କମିଟି, ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ, ବିଧାନସଭାରେ ଆଲୋଚନା ଆଦି କୌଣସି ଧାର ଧାରୁନାହିଁ। ମାନୁଆଲ (ହସ୍ତଚାଳିତ) ମାଇନିଂ ଲିଜ ନେଇ…

କେନିଆରେ ଆମେରିକା ସେନାଘାଟିକୁ ଟାର୍ଗେଟ

ନାଇରୋବି,୬ା୧(ଏପି): ଆମେରିକା ଓ ଇରାନ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନାର ପ୍ରଭାବ ଏବେ ଅନ୍ୟ ଦେଶଗୁଡ଼ିକରେ ଅନୁଭୂତ ହେଲାଣି। ସୋମାଲିଆର ଚରମପନ୍ଥୀ ସଙ୍ଗଠନ ଅଲ୍‌-ଶବାବ୍‌ ରବିବାର ଭୋର ସମୟରେ କେନିଆସ୍ଥିତ ଆମେରିକାର ଏକ ସେନାଘାଟିକୁ ଟାର୍ଗେଟ କରିଛି। ଏହି ଆକ୍ରମଣରେ ଆମେରିକାର…

ଖାଦାନରୁ କଳାପଥର ଲୁଟ ରୋକିବାରେ ପ୍ରଶାସନ ବିଫଳ: ପାର୍ଶ୍ୱ ରାସ୍ତାରେ ଚାଲିଛି ପରିବହନ

ଯାଜପୁର ଅଫିସ,୬।୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ବିଭିନ୍ନ ଖାଦାନରୁ କଳାପଥର ଲୁଟ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି। ଚଢେଇଧରା-ଢେଙ୍କାନାଳ ଓ ଡଙ୍କାରୀ-୫୩ ନମ୍ବର ଜାତୀୟ ରାଜପଥ ଆଦି ୫ଟି ସ୍ଥାନରେ ଲୁହା…

ମହାନଦୀ ପୋଲ ଉପରେ ଜମୁଛି ଅସାମାଜିକଙ୍କ ଆଡ୍ଡା: ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ସହ ପାଟ୍ରୋଲିଂ ଦାବି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା-ଖୋସାଲପୁର ରାସ୍ତାର ଦେଢ଼ କିଲୋମିଟର ଲମ୍ବ ମହାନଦୀ ପୋଲ ଉପରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ପୋଲ ଦେଇ ପ୍ରତିଦିନ ହଜାର ହାଜର ଲୋକ ଯା’ଆସ କରୁଛନ୍ତି। ସନ୍ଧ୍ୟା ହେଲେ ପୋଲ ଉପରେ…

ପରିଚାଳନା କ୍ଷେତ୍ରରେ ଦୃଷ୍ଟି ଦେଉନାହାନ୍ତି ଅଧ୍ୟକ୍ଷ, ଉପାଧ୍ୟକ୍ଷ: ଆର୍‌ଏମ୍‌ସି ଦାୟିତ୍ୱ ତୁଲାଉଛନ୍ତି କିରାଣି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ପରିଚାଳନାଗତ ତ୍ରୁଟି ଯୋଗୁ ନାନା ଅସୁବିଧା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଆର୍‌ଏମ୍‌ସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ବଜାର ପରିଚାଳନା କ୍ଷେତ୍ରରେ ଗୁରୁତ୍ୱ ଦେଉ…

୬୧ ବର୍ଷରେ ପାଦଦେଲେ କପିଲ୍‌ ଦେବ: ୧୯୮୩ରେ ଭାରତ ପାଇଁ ଆଣିଥିଲେ ପ୍ରଥମ ବିଶ୍ୱକପ୍‌

ନୂଆଦିଲ୍ଲୀ,୬।୧: ଅଲ୍‌ରାଉଣ୍ଡର କ୍ରିକେଟ୍‌ ତାରକା କପିଲ୍‌ ଦେବ୍‌ ସୋମବାର ୬୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ କପିଲ୍‌ ଦେବ୍‌ ରାମଲାଲ୍‌ ନିଖଞ୍ଜ୍‌। ତାଙ୍କର ପ୍ରଭାବଶାଳୀ ଖେଳ ପାଇଁ ପ୍ରଶଂସକ…

ଇରାକ ପାର୍ଲାମେଣ୍ଟରେ ସହମତି: ବିଦା ହେବେ ଆମେରିକା ସୈନ୍ୟ

ବେରୁଟ,୬ା୧(ଏପି): ଇରାକରୁ ଆମେରିକା ସୈନ୍ୟଙ୍କୁ ବିଦା କରାଯିବ। ଦେଶରୁ ଆମେରିକା ସେନାକୁ ବିତାଡ଼ିତ କରିବା ପାଇଁ ରବିବାର ଇରାକ ପାର୍ଲାମେଣ୍ଟରେ ସହମତି ପ୍ରକାଶ ପାଇଛି। ପାର୍ଲାମେଣ୍ଟ ସଦସ୍ୟମାନେ ଦେଶରୁ ବିଦେଶୀ ସାମରିକ ଉପସ୍ଥିତି ହଟାଇବା ପାଇଁ ଅଣାଯାଇଥିବା ଏକ ସଂକଳ୍ପନାମା ସପକ୍ଷରେ…

ଆମେରିକା ଓ୍ବେବ୍‌ସାଇଟ୍‌ ହ୍ୟାକ୍‌

ଓ୍ବାଶିଂଟନ,୬ା୧, (ପି.ଟି./ଆଇଏଏନ୍‌ଏସ୍‌): ଆମେରିକା ଓ ଇରାନ ପରସ୍ପରକୁ ଟାର୍ଗେଟ କରିବା ପାଇଁ କୌଣସି ସୁଯୋଗକୁ ହାତଛଡ଼ା କରିବାକୁ ଚାହୁଁନାହାନ୍ତି। ଆମେରିକାର ଏକ ସରକାରୀ ଓ୍ବେବ୍‌ସାଇଟ୍‌ ଶନିବାର ହ୍ୟାକ୍‌ ହୋଇଯାଇଛି। ଇରାନର ହ୍ୟାକରମାନେ ଏପରି କରିଥିବା ଦାବି କରିଛନ୍ତି। ହ୍ୟାକର୍ସଙ୍କ ମତରେ ଓ୍ବେବ୍‌ସାଇଟ୍‌…

ଜେଏନ୍‌ୟୁରେ ହିଂସା: ୨୫ ଆହତ

ନୂଆଦିଲ୍ଲୀ,୬ା୧(ଆଇଏଏନ୍‌ଏସ୍‌): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ କେତେଜଣ ମୁଖାପିନ୍ଧା ଗୁଣ୍ଡା ପ୍ରବେଶ କରି ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କୁ କାଠଫାଳିଆ ଓ ଲୁହାରଡ୍‌ରେ ଆକ୍ରମଣ କରିଛନ୍ତି। ସେମାନଙ୍କ ଆକ୍ରମଣରେ ଜେଏନ୍‌ୟୁ ଛାତ୍ର ସଂଘର ସଭାନେତ୍ରୀ ଐଶେ ଘୋଷ, କେତେଜଣ…

ନିୟମ ମାନୁନାହାନ୍ତି ବ୍ୟବସାୟୀ, ସ୍କୁଲ ପାଖରେ ପୋଡ଼ା ହେଉଛି ଇଟାଭାଟି

ନାଉଗାଁ,୬।୧ (ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ପୋଡ଼ାହେଉଛି। ସରକାରୀ ନିୟମକୁ ବେଖାତିର କରି ବ୍ୟବସାୟୀମାନେ ସ୍କୁଲ ଓ ଜନଗହଳି ସ୍ଥାନ ଆଦିରେ ଇଟାଭାଟିରେ ନିଆଁ ଲଗାଉଛନ୍ତି। ଏ ନେଇ ତହସିଲ ବା ରାଜସ୍ବ କାର୍ଯ୍ୟାଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri