Home

ନାଁକୁ ମଳମୁକ୍ତ ଗ୍ରାମ

ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ପ୍ରତି ଘରେ ପାଇଖାନା ନିର୍ମାଣ ସହ ଏହାର ବ୍ୟବହାର ପାଇଁ ଜିଲା ଜଳ ଓ ପରିମଳ ମିଶନ ଲୋକଙ୍କୁ ପ୍ରୋତ୍ସାହନ ଦେବା ସହ ସଚେତନ କରିଆସୁଛି। କିନ୍ତୁ ଏହାର ସଫଳତା ନେଇ ଯେଉଁ ସରକାରୀ…

ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ

ବରଗଡ ଅଫିସ୍‌, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ଅଞ୍ଚଳର ଚାଷୀମାନେ ଗୁରୁବାର ବରଗଡ ଜିଲାପାଳ ଅଫିସ ଆଗରେ ଧାରଣା ଦେଇଛନ୍ତି। ରେଶମ ମାର୍କେଟ…

ଲଘୁ ଖଣିଜ ଚୋରି ରୋକିବାକୁ ଆସିବ ନୂଆ ନିୟମ

ଭୁବନେଶ୍ୱର,୫ା୧୨ (ବ୍ୟୁରୋ): କେବଳ ବଡ଼ ବଡ଼ ଖଣି ନୁହେଁ, ଲଘୁ ଖଣିଜ ପଦାର୍ଥ ଚୋରି ମଧ୍ୟ ରାଜ୍ୟରେ ଅତିମାତ୍ରାରେ ବୃଦ୍ଧି ପାଉଛି। ଏହାକୁ ନେଇ ଅନେକ ସମୟରେ ବିରୋଧୀ ଦଳ ସଦସ୍ୟମାନେ ବିଧାନଭାରେ ଉଦ୍‌ବେଗ ପ୍ରକାଶ କରିଆସୁଛନ୍ତି। ରାଜ୍ୟ ସରକାର ଏହି…

ବାହାରୁ ଔଷଧ ଲେଖି ଶିଶୁରୋଗ ବିଶେଷଜ୍ଞ ନିଲମ୍ବିତ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ)/ ବଲାଙ୍ଗୀର ଅଫିସ/ପାଟଣାଗଡ, (ଡି.ଏନ୍‌.ଏ.): ଶିଶୁରୋଗୀଙ୍କ ପାଇଁ ବାହାରୁ ଔଷଧ ଲେଖିବା ଶିଶୁରୋଗ ବିଶେଷଜ୍ଞଙ୍କୁ ମହଙ୍ଗା ପଡ଼ିଛି। ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟର ଶିଶୁରୋଗ ବିଶେଷଜ୍ଞ ଡା. ବିଜୁ ଅଗ୍ରୱାଲଙ୍କୁ ଏଭଳି ଅପରାଧ ଲାଗି ରାଜ୍ୟ ସରକାର ବୁଧବାର…

ପ୍ରଥମ ଗେଟ୍‌ ବନ୍ଦ, ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କଲେ ରାଜ୍ୟପାଳ

କୋଲକତା,୫।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦିପ ଧନକରଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଗୁରୁବାର ରାଜ୍ୟପାଳ ବିଧାନସଭାରେ ପହଞ୍ଚିବା ବେଳକୁ ଏହାର ପ୍ରଥମ ଗେଟ୍‌ ବନ୍ଦ ରହିଥିବା ଦେଖି ସେ ଦୁଇ…

ଏସ୍‌ସିବି ଅଧୀକ୍ଷକଙ୍କ ଷ୍ଟେନୋ କୋଟିପତି: ଠାବହେଲା ୧ କୋଟି ୩ ଲକ୍ଷ ୬୪ ହଜାର ୮୮୦ ଟଙ୍କାର ସମ୍ପତ୍ତି

କଟକ ଅଫିସ, ୫ା୧୨: ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ କୁମାର ବସନ୍ତରାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି ତଲାସି ୱାରେଣ୍ଟ ବଳରେ ଭିଜିଲାନ୍ସ କଟକ ଡିଭିଜନ ଅଧିକାରୀମାନେ…

ଦିଲ୍ଲୀରୁ ୧.୨ କୋଟି ଟଙ୍କାର ସିଗାରେଟ୍‌ ଜବତ: ଚୋରି ଉପକରଣ ରଖି ୨ ଜଣ ଜେଲ ଗଲେ

ଖୋର୍ଦ୍ଧା ଅଫିସ/ଟାଙ୍ଗୀ,୫ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ପୋଲିସ ଜିଲା ଟାଙ୍ଗୀ ଥାନା ଉଗ୍ରତାର ଛକଠାରୁ ଲୁଟ୍‌ ହୋଇଥିବା ୧.୨ କୋଟି ଟଙ୍କାର ସିଗାରେଟ୍‌ ଦିଲ୍ଲୀରୁ ଜବତ ହୋଇଛି। ତେବେ ଦୁର୍ବୃତ୍ତମାନେ ଧରା ପଡି ନ ଥିବାବେଳେ ଚୋରି ଉପକରଣ ରଖି ଦିଲ୍ଲୀର ୨ଜଣ ବ୍ୟବସାୟୀ…

ଅର୍ଥମନ୍ତ୍ରୀ କ’ଣ ଆଭୋକାଡୋ ଖାଉଛନ୍ତି: ଚିଦାମ୍ବରମ

ନୂଆଦିଲ୍ଲୀ,୫।୧୨: ଜାମିନ ମିଳିବାର ଗୋଟିଏ ଦିନ ପରେ ସଂସଦରେ ଉପସ୍ଥିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ। ଏବେ ପିଆଜ ଦରବୃଦ୍ଧିକୁ ନେଇ ଗୃହ ସରଗରମ ଥିବା ବେଳେ ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ କହିଥିଲେ…

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରାଯିବ। ଡାଟା ସୁରକ୍ଷା ବର୍ତ୍ତମାନ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବାରୁ ଏହାକୁ ସରକାର ଧ୍ୟାନରେ…

ଖରିଫ୍‌ ଋତୁ ଧାନ ସଂଗ୍ରହ ୨୦୧୯-୨୦: ୧୩୦୦ରୁ ଅଧିକ ଚାଷୀଙ୍କ ସହ ଫୋନ୍‌ ଯୋଗେ କଥାବାର୍ତ୍ତା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ଧାନ ସଂଗ୍ରହ କିପରି ଚାଲୁଛି, ସେ ସମ୍ପର୍କରେ ପ୍ରତ୍ୟକ୍ଷ ଖବର ନେବା ପାଇଁ ଏଯାବତ୍‌ ୧୩୦୦ରୁ ଅଧିକ ଚାଷୀଙ୍କ ସହ କଲ୍‌ସେଣ୍ଟର ଜରିଆରେ କଥାବାର୍ତ୍ତା କରାଯାଇଥିବା ଜଣାପଡିଛି। ଚଳିତ ଖରିଫ୍‌ ଋତୁ ୨୦୧୯-୨୦ରେ ଧାନ ସଂଗ୍ରହ କାର୍ଯ୍ୟ ଗତ ନଭେମ୍ବରରୁ…

୩୧,୧୮୮ ଚାଷୀ ୨୧,୧୯,୫୦୧ କୁଇଣ୍ଟାଲ ଧାନ ବିକିଲେ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ୨୦୧୯-୨୦ ଖରିଫ୍‌ ଧାନ ସଂଗ୍ରହ ବର୍ଷର ମଙ୍ଗଳବାର ସୁଦ୍ଧା ୩୧ ହଜାର ୧୮୮ ଜଣ ଚାଷୀ ମୋଟ ୨୧ ଲକ୍ଷ ୧୯ ହଜାର ୫୦୧ କୁଇଣ୍ଟାଲ୍‌ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ରରେ ବିକ୍ରି କରିଛନ୍ତି, ଯାହାକି ଗତବର୍ଷ ତୁଳନାରେ…

ମିଶନ୍‌ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରୁ ମିଶନ୍‌ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ହଷ୍ଟେଲଗୁଡିକରେ ସର୍ବନିମ୍ନ ସୁବିଧା ଉପଲବ୍ଧ କରାଇବା ପାଇଁ ଏହା କାର୍ଯ୍ୟ କରିବ। ଏଥିପାଇଁ ସଂପୃକ୍ତ ବିଭାଗ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri