ବକେୟା ଜିଏସ୍ଟିଆର୍-୧ ରିଟର୍ନ: ୧୦ ସୁଦ୍ଧା ଦାଖଲ କଲେ ହିଁ ଛାଡ଼ହେବ ବିଳମ୍ବ ଶୁଳ୍କ
କଟକ ଅଫିସ,୫।୧: ଜିଏସ୍ଟି ଆଇନ ପ୍ରଣୟନ ପରଠାରୁ ନଭେମ୍ବର ୨୦୧୯ ପର୍ଯ୍ୟନ୍ତ ବାକିଥିବା ଜିଏସ୍ଟିଆର୍-୧ ରିଟର୍ନ ଦାଖଲ ନିମନ୍ତେ ସରକାର ବିଳମ୍ବ ଶୁଳ୍କ ଛାଡ଼ କରିଛନ୍ତି। ଗତ ଜିଏସ୍ଟି ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ୨୦୨୦ ଜାନୁୟାରୀ ୧୦…
ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା
ବାରଙ୍ଗ,୫।୧(ଡି.ଏନ୍.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ ଛାଡିବାର ଅଭିଯାନ ଆରମ୍ଭ କରିଛନ୍ତି। ଏ ନେଇ ଶନିବାର ଚତୁର୍ଥ ପର୍ଯ୍ୟାୟରେ ୭ଟି ଚିତ୍ରାହରିଣକୁ…
ଟ୍ରେନ୍ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ
ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତଙ୍କ ଘର ସୁନ୍ଦରଗଡ ଜିଲା ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ…
ଭୁଲ୍ ରକ୍ତ ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା: ୩ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୫।୧(ବ୍ୟୁରୋ): କେନ୍ଦୁଝର ସଦର ହସ୍ପିଟାଲରେ ଭୁଲ୍ ରକ୍ତ ନେବାଦ୍ୱାରା ସୁକାନ୍ତି ନାୟକ ନାମ୍ନୀ ମହିଳାଙ୍କର ୨୦୧୬ରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁଣାଣି କରି ଶନିବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି) ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୃତ ମହିଳାଙ୍କ ସ୍ବାମୀ ଚନ୍ଦା…
ବ୍ୟକ୍ତିଗତ ଟିପ୍ପଣୀ ଦେଇ ଷ୍ଟୋଇନିସ୍ ଦଣ୍ଡିତ
ସିଡନୀ,୫।୧(ଏଏଫ୍ପି): ଅଷ୍ଟ୍ରେଲିଆ ତାରକା ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍ ସାଥି ଖେଳାଳିଙ୍କୁ ବ୍ୟକ୍ତିଗତ ଟିପ୍ପଣୀ ଦେଇ ଜରିମାନାର ସମ୍ମୁଖୀନ ହୋଇଛନ୍ତି। ବିଗ୍ ବାସ୍ ଟି୨୦ ଲିଗ୍ରେ ଶନିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏକ ମ୍ୟାଚ୍ ଖେଳିବା ଅବସରରେ ସେ ଅନ୍ୟତମ ଅଷ୍ଟ୍ରେଲିଆ ଖେଳାଳି…
କଳାପାଟ-ବଡ଼ମାଳିସାହିରେ ପକ୍ଷୀ ଗଣନା ଶେଷ: ୨୨ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀ
ଗଣିଆ,୫।୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟ ଅନ୍ତର୍ଗତ ମହାନଦୀ ଓ ବିଭିନ୍ନ ଜଳାଶୟରେ ୩ ତାରିଖରେ ପକ୍ଷୀ ଗଣନା କାର୍ଯ୍ୟ ଶେଷ ହୋଇଛି। ଛାମୁଣ୍ଡିଆ ବନାଞ୍ଚଳରେ ୨ଟି ଟିମ୍ ଦ୍ୱାରା ଗଣନା କାର୍ଯ୍ୟ କରାଯାଇଥିଲା । ଏହି ଟିମ୍ ମହାନଦୀର ଦକ୍ଷିଣପାର୍ଶ୍ୱ ନୟାଗଡ଼…
କୌଳିକ ବୃତ୍ତି ଦେଇଛି ସମ୍ମାନ: ଗୋପାଳନରୁ ଛେନାପୋଡ଼ ବ୍ୟବସାୟୀ
ଭାପୁର,୫।୧(ଶୁଭେନ୍ଦ୍ର କୁମାର ପଟ୍ଟନାୟକ): ଅଭାବ ଅନଟନ ସତ୍ତ୍ୱେ ନିଜର କୌଳିକ ବୃତ୍ତିକୁ ଆଦରି ଗୁଜୁରାଣ ମେଣ୍ଟାଉଥିବା ୨ ପରିବାର ନିଷ୍ଠା ଓ ପରିଶ୍ରମ ବଳରେ ଆଜି ସଫଳତାର ପାହାଚ ଚଢ଼ି ପାରିଛନ୍ତି। ନିଜେ ଆର୍ଥିକ ସ୍ବାବଲମ୍ବୀ ହେବା ସହ ଅନ୍ୟ ପରିବାରକୁ…
ମୁଖ୍ୟ ଶାସନ ସଚିବଙ୍କ ପାରାଦୀପ ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଉଦ୍ଘାଟନ
ପାରାଦୀପ,୫ା୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ପାରାଦୀପ ଗସ୍ତ କରିଥିଲେ। ଏହି ସମୟରେ ସେ ବନ୍ଦର ନିଷିଦ୍ଧାଞ୍ଚଳ ବୁଲିବା ସହ କେତେକ ନୂତନ ପ୍ରକଳ୍ପକୁ ଉଦ୍ଘାଟନ କରିଥିଲେ। ପ୍ରକଳ୍ପଗୁଡ଼ିକ…
ବାଇକ୍ ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍
ନାଉଗାଁ,୫ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ମହିମା ଆଶ୍ରମ ସମ୍ମୁଖରୁ ଦୁଇ ଦୁର୍ବୃତ୍ତ ଏକ ବାଇକ୍ ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ସହିତ ବ୍ୟାଙ୍କ ପାସବୁକ ଓ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଲୁଟ୍ କରିଛନ୍ତି। ଏନେଇ ଶୁକ୍ରବାର ନାଉଗାଁ ଥାନାରେ…
ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ: ଓ୍ବେବ୍ସାଇଟ୍ରେ ଉପଲବ୍ଧ ହେଲା ପ୍ରବେଶପତ୍ର
ଭୁବନେଶ୍ୱର,୫।୧(ବ୍ୟୁରୋ): ସର୍ବସାଧାରଣଙ୍କ ନିମନ୍ତେ ୫ ତାରିଖ ରବିବାରଠାରୁ ଖୋଲାଯିବ ରାଜଭବନ ଉଦ୍ୟାନ। ଲୋକଙ୍କୁ ସହଜ ଓ ସୁବିଧାରେ ପ୍ରବେଶପତ୍ର ମିଳିବା ଉଦ୍ଦେଶ୍ୟରେ ରାଜଭବନ ପକ୍ଷରୁ ମୋବାଇଲ୍ ଆପ୍ ଓ ଓ୍ବେବ୍ସାଇଟ୍ରେ ବ୍ୟବସ୍ଥା କରାଯାଇଛି। ସର୍ବସାଧାରଣ ରାଜଭବନର ସରକାରୀ ଓ୍ବେବ୍ସାଇଟ୍ rajbhavanodisha.gov.in କୁ…
ପୁରୀ-ବାରିପଦା ମଧ୍ୟରେ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୫।୧(ବ୍ୟୁରୋ): ନିୟମିତ ଟ୍ରେନ୍ରେ ମାତ୍ରାଧିକ ଭିଡ଼ ଯୋଗୁ ପୁରୀଠାରୁ ବାରିପଦାର ଭଞ୍ଜପୁରକୁ ଏକ ସ୍ପେଶାଲ ସାପ୍ତାହିକ ଟ୍ରେନ୍ ଚାଲିବ। ପ୍ରତୀକ୍ଷା ତାଲିକା (ଓ୍ବେଟିଂ ଲିଷ୍ଟ)ରେ ରହୁଥିବା ଟିକେଟଧାରୀଙ୍କୁ ଏହି ସ୍ପେଶାଲ ଟ୍ରେନରେ ନିଶ୍ଚିତ ଟିକେଟ ସୁବିଧା ମିଳିପାରିବ। ଏହି ପୁରୀ-ଭଞ୍ଜପୁର ସ୍ପେଶାଲ(୦୮୦୯୨)…
କାଳିଆ ଯୋଜନା ଅର୍ଥ କାଟ୍କୁ ନବନିର୍ମାଣ କୃଷକ ସଂଗଠନର ବିରୋଧ: ଅକ୍ଷୟ କୁମାରଙ୍କୁ ଭେଟିଲେ ତଥାଗତ
ଭୁବନେଶ୍ୱର,୫।୧(ବ୍ୟୁରୋ): କାଳିଆ ଯୋଜନାରୁ ଅର୍ଥ କାଟକୁ ବିରୋଧ କରି ୨୦୧୯ ଡିସେମ୍ବର ୨୬ରୁ ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର ସୁନ୍ଦରପଦାସ୍ଥିତ ବୀରବନ୍ଧ ରାଜ୍ୟ କାର୍ଯ୍ୟାଳୟରେ ଅନଶନରେ ବସିଛନ୍ତି। ଶୁକ୍ରବାର ଧରିତ୍ରୀ ତଥା ଓଡିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ…
Archives


