ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ: ଏନ୍ସିପିକୁ ମିଳିଲା ଅର୍ଥ ଓ ଗୃହ
ମୁମ୍ବାଇ,୫।୧ପି.ଟି.): ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ କରାଯାଇଛି। ଏହି ତାଲିକା ଶନିବାର ସନ୍ଧ୍ୟାରେ ରାଜ୍ୟପାଳ ଭଗତ୍ ସିଂ କୋଶିୟାରୀଙ୍କ ନିକଟକୁ ପଠାଯାଇଥିବା ଏନ୍ସିପି ନେତା ତଥା ମନ୍ତ୍ରୀ ଜୟନ୍ତ ପାଟିଲ ପ୍ରକାଶ କରିଛନ୍ତି। ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧଭାବେ ଘୋଷଣା କରାଯିବ।…
ଭୟାବହ ହେଉଛି ଜଙ୍ଗଲ ନିଆଁ
ମେଲବୋର୍ନ,୫।୧(ପି.ଟି.): ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟାବହ ଦୁର୍ବିପାକରେ ପରିଣତ ହୋଇଛି। ନ୍ୟୁ ସାଉଥ୍ଓ୍ବେଲ୍ସ, ଭିକ୍ଟୋରିଆ, ଦକ୍ଷିଣ ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟଙ୍କର ଭାବେ ମାଡ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ସ୍କଟ୍ ମୋରିସନ ସେଠାକୁ ୩୦୦୦ ସୈନ୍ୟଙ୍କ ସମେତ ବିମାନ ଓ ଜାହାଜ ପଠାଇଛନ୍ତି।…
ରେଳଷ୍ଟେଶନ ବିଲ୍ଡିଂ ଭୁଶୁଡ଼ି ୫ ଆହତ
କୋଲକାତା,୫।୧: ପଶ୍ଚିମବଙ୍ଗର ବଦ୍ଧର୍ର୍ମାନ ରେଳଷ୍ଟେଶନ ସମ୍ମୁଖ ଭାଗ ବିଲ୍ଡିଂ ଶନିବାର ରାତିରେ ଆଂଶିକ ଭୁଶୁଡ଼ି ପଡ଼ିବାରୁ ୫ ବ୍ୟକ୍ତି ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନେକେ ଭଗ୍ନସ୍ତୂପ ତଳେ ଚାପିହୋଇ ରହିଥିବା ବେଳେ…
ନାନ୍କାନା ସାହିବ୍ ଗୁରୁଦ୍ୱାର ଆକ୍ରମଣ ଘଟଣା: ପାକିସ୍ତାନ ବିରୋଧରେ ବିକ୍ଷୋଭ
ନୂଆଦିଲ୍ଲୀ/ଚଣ୍ଡିଗଡ଼,୫।୧(ପି.ଟି.):ପାକିସ୍ତାନର ନାନ୍କାନା ସାହିବସ୍ଥିତ ଗୁରୁଦ୍ୱାର ଉପରେ ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣ ଘଟଣାକୁ ବିରୋଧ କରି ଦିଲ୍ଲୀ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ସଦସ୍ୟମାନେ ପାକିସ୍ତାନ ବିରୋଧରେ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ପାକ୍ ଦୂତାବାସ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ…
ସୋଲେମାନୀଙ୍କ ଶେଷକୃତ୍ୟ ସମ୍ପନ୍ନ
ବାଗଦାଦ,୫।୧(ଏଏଫ୍ପି): କୁଦ୍ସ ବାହିନୀର କମାଣ୍ଡର ମେଜର ଜେନେରାଲ କାସିମ ସୋଲେମାନୀଙ୍କ ଶେଷକୃତ୍ୟ ଶନିବାର ସମ୍ପନ୍ନ ହୋଇଛି। ଏଥିରେ ହଜାର ହଜାର ଇରାକୀ ଯୋଗଦେଇ ‘ଆମେରିକା ମୁର୍ଦ୍ଦାବାଦ’ ସ୍ଲୋଗାନ ଦେଇଥିଲେ। କଫିନ୍ ଶୋଭାଯାତ୍ରାରେ ଇରାକ ପ୍ରଧାନମନ୍ତ୍ରୀ ଆଦେଲ ଅବ୍ଦେଲ ମହଦିଙ୍କ ସମେତ ବହୁ…
ଜିଲାସ୍ତରୀୟ ଜେଣ୍ଡର ଟ୍ରାନ୍ସଫର୍ମେଟିଭ୍ ମଡେଲ କର୍ମଶାଳା: ମାସିକ ୨୦ ହଜାର ରୋଜଗାର କରିବେ ଏସ୍ଏଚ୍ଜି ସଦସ୍ୟା
ଜଗତ୍ସିଂହପୁର ଅଫିସ,୫ା୧: ଉର୍ବର ମୃତ୍ତିକା, ଜଳସମ୍ପଦ, ବନ୍ଦର, ମାନବ ସମ୍ବଳ ଆଦି ଅନେକ ଦୃଷ୍ଟିରୁ ଜଗତ୍ସିଂହପୁର ଏକ ଅଗ୍ରଣୀ ଜିଲା। ଏହି ଜିଲାରେ ଶହସ୍ରାଧିକ ମହିଳା ସ୍ବୟଂ ସହାୟକ(ଏସ୍ଏଚ୍ଜି) ଗୋଷ୍ଠୀ ଅଛି। କିନ୍ତୁ ଗୋଷ୍ଠୀଗୁଡିକରେ ଥିବା ପ୍ରତ୍ୟେକ ସଦସ୍ୟା ଯେପରି ମାସିକ…
ଭାରତକୁ ଟାଣିଲେ ଟ୍ରମ୍ପ୍
ଓ୍ବାଶିଂଟନ,୫।୧: ଆମେରିକାର ରକେଟ ମାଡ଼ରେ ଇରାନ ସେନାର କମାଣ୍ଡର ଜେନେରାଲ କାସିମ୍ ସୋଲେମାନୀ ନିହତ ହେବାର ଦିନକ ପରେ ବାଗ୍ଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ କରାଯାଇଛି। ଏହି ଘଟଣାକୁ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଏହା ଯୁଦ୍ଧର ରୂପ…
ଜଗତ୍ସିଂହପୁର ନିୟନ୍ତ୍ରିତ ବଜାର କମିଟିର ୪୧ତମ ଅଧିବେଶନ: ୧୨ କୋଟି ଟଙ୍କାର ବଜେଟ ଘୋଷଣା
ଜଗତ୍ସିଂହପୁର ଅଫିସ, ୫ା୧: ଜଗତ୍ସିଂହପୁର ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି)ର ୪୧ତମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଆର୍ଏମ୍ସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୨୦୧୯-୨୦ ବର୍ଷ (ନଭେମ୍ବରରୁ ଅକ୍ଟୋବର) ପାଇଁ ପାଖାପାଖି ୧୨ କୋଟି ଟଙ୍କାର ବଜେଟ୍ (ଆୟ ଅଟକଳ) ପ୍ରସ୍ତୁତ…
ଆମେରିକା ଦୂତାବାସ ଉପରେ ଆକ୍ରମଣ: ଘନେଇଲା ସଂକଟ
ବାଗଦାଦ,୫।୧(ଏଏଫ୍ପି): ଆମେରିକାର ଡ୍ରୋନ୍ ଆକ୍ରମଣରେ ଇରାନ ସେନା କମାଣ୍ଡର ଜେନେରାଲ କାସିମ ସୋଲେମାନୀ ନିହତ ହେବାର ଦିନକ ପରେ ବାଗଦାଦର ଗ୍ରୀନ ଜୋନ୍ରେ ଥିବା ଆମେରିକୀୟ ଦୂତାବାସକୁ ଟାର୍ଗେଟ କରାଯାଇଛି। ଏଥିସହିତ ଆମେରିକୀୟ ସୈନ୍ୟ ରହୁଥିବା ଇରାକ୍ର ଅଲ୍-ବାଲାଦ ଏୟାରବେସ୍ ଉପରେ…
ପୌରପାଳିକା ସ୍କ୍ବାଡ୍ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ
ଅନୁଗୋଳ ଅଫିସ, ୫।୧ – ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୫୦ ହଜାର ଟଙ୍କା ହେବ ବୋଲି ନିର୍ବାହୀ ଅଧିକାରୀ…
ହୃଦ୍ରୋଗୀଙ୍କ ପାଇଁ ଉପକାରୀ ଚେରି
ଚେରି ସ୍ବାସ୍ଥ୍ୟ ପକ୍ଷେ ଖୁବ୍ ଭଲ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ… – ଏଥିରେ କାର୍ବୋହାଇଡ୍ରେଟ୍, ଭିଟାମିନ ‘ଏ’, ଭିଟାମିନ ‘ବି’ ଏବଂ ଭିଟାମିନ ‘ସି’, ବିଟାକିରୋଟିନ, କ୍ୟାଲ୍ସିୟମ ଏବଂ ପୋଟାସିୟମ ପ୍ରଚୁର ପରିମାଣର…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ
ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା ଜଣକ…
Archives


