Home

ପେସାଦାର ମହିଳା ଫୁଟବଲର

ମାତ୍ର ୧୦ ବର୍ଷ ବୟସରୁ ପୁଅ ପିଲାଙ୍କ ସହ ଫୁଟବଲ ଖେଳିବା ଆରମ୍ଭ କରିଥିବା ମହିଳା ଷ୍ଟ୍ରାଇକର ବାଲା ଦେବୀ ଏବେ ଇତିହାସ ସୃଷ୍ଟି କରିଛନ୍ତି। ସେ ସ୍କଟ୍‌ଲାଣ୍ଡର ଜଣାଶୁଣା ଫୁଟବଲ କ୍ଲବ ରେଞ୍ଜର୍ସ ଏଫ୍‌ସି ସହ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି।…

ଭିଜନ୍‌ ୨୦୨୪

ରାଜ୍ୟରେ କ୍ରିକେଟକୁ ଆହୁରି କ୍ରିୟାଶୀଳ କରିବାକୁ ଓସିଏ ପ୍ରୟାସ ଆରମ୍ଭ କରିଛି। ତୃଣମୂଳସ୍ତରରେ କ୍ରିକେଟର ବିକାଶ କରିବାକୁ ଓସିଏ ଭିଜନ ୨୦୨୪ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ୨୦୧୬ ମସିହାରୁ ବନ୍ଦ ରହିଥିବା ବିଭିନ୍ନ ବର୍ଗର ଟୁର୍ନାମେଣ୍ଟ ଆରମ୍ଭ କରିବା…

ଏମ୍‌ପି ଅନୁଭବଙ୍କ ବିରୋଧରେ ଅଭିଯୋଗ

କେନ୍ଦ୍ରାପଡା ଅଫିସ,୩୧।୧: ବିବାଦ କେନ୍ଦ୍ରାପଡା ଏମପି ଅନୁଭବ ମହାନ୍ତିଙ୍କ ପିଛା ଛାଡୁନାହିଁ। ପୂର୍ବରୁ ତାଙ୍କ ନାମରେ କଟକର ପୁରୀଘାଟ ଥାନା ଓ କେନ୍ଦ୍ରାପଡ଼ା ଟାଉନ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିବା ବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାରପତ୍ର ବାବଦରେ ବାକି ଟଙ୍କା…

୧ରେ ଓଡ଼ିଶା ଆସିବେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସନ୍ତା ୧ତାରିଖରେ ଓଡ଼ିଶା ଗସ୍ତରେ ଯିବାକୁ ଥିବାବେଳେ ୨ରେ କୋଲକାତାରେ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ୧ତାରିଖ ଦିନ ଅପରାହ୍ନ ୪ଟା ସମୟରେ ଭୁବନେଶ୍ୱର ବିଜୁ…

ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ ମାମଲା: କିଙ୍ଗ୍‌ପିନ୍‌ ଅଞ୍ଜଳି, ଇବ୍ରାହିମ୍‌ଙ୍କୁ ମିଳିଲା ରିମାଣ୍ଡ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବାଂଲାଦେଶରୁ ଓଡ଼ିିଶାକୁ ଯୁବତୀ ଚାଲାଣ ର଼୍ୟାକେଟର ମୂଳ ଚେରକୁ ଖୋଜୁଛି ଏସ୍‌ଟିଏଫ୍‌। ଏହି ର଼୍ୟାକେଟ ପଛରେ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ଜାଣିବା ପାଇଁ ଏସ୍‌ଟିଏଫ୍‌ କିଙ୍ଗପିନ୍‌ ଅଞ୍ଜଳି ଦିଦି ଏବଂ ଇବ୍ରାହିମ୍‌ଙ୍କୁ ୨ଦିନିଆ ରିମାଣ୍ଡରେ ନେବ। ଏସ୍‌ଟିଏଫ୍‌ ପକ୍ଷରୁ…

କନ୍ଧମାଳରୁ ରାଜଧାନୀକୁ ଗଞ୍ଜେଇ ଚୋରା ଚାଲାଣ

ଭୁବନେଶ୍ୱର,୩୧।୧(ବ୍ୟୁରୋ): କ୍ୟୁଏଟି ଏବଂ ନୟାପଲ୍ଲୀ ଥାନା ପୋଲିସ ମିଳିତ ଭାବେ ଗୁରୁବାର ଜୟଦେବ ବିହାର ଅଞ୍ଚଳରେ ଚଢାଉ କରି ଏକ କାର୍‌ରୁ ୩୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଏହି କାରବାରରେ ସମ୍ପୃୃକ୍ତି ଅଭିଯୋଗରେ ଗୋଟିଏ ପରିବାରର ୩ଜଣଙ୍କୁ ପୋଲିସ…

ଚାଇନାରେ କରୋନା ଭାଇରସ୍‌ ଆତଙ୍କ:ଗଲାଣି ୨୧୨ ଜଣଙ୍କ ଜୀବନ, ୭୭୦୦ରୁ ଅଧିକ ସଂକ୍ରମିତ

ବେଜିଂ,୩୧।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୨୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୭୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ…

ବନ୍ଧକ ଥିବା ସମସ୍ତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର

ଲକ୍ଷ୍ନୌ,୩୧।୧: ଉତ୍ତରପ୍ରଦେଶର ଫରୁଖାବାଦ ଜିଲାରେ ଜଣେ ଦୁର୍ବୃତ୍ତ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦିକରି ରଖିଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ ୨୩ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିବା ବେଳେ ଏନ୍‌କାଉଣ୍ଟରରେ ଦୁର୍ବୃତ୍ତଙ୍କ ମୃତ୍ୟୁ ଘଟିଥିବା…

ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ

କୋଣାର୍କ,୩୧।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ ନିମନ୍ତେ ଡ୍ରେନେଜ ବିଭାଗ ପକ୍ଷରୁ ତୀର୍ଥ ପୁଷ୍କରିଣୀ ଖନନ କରାଯିବା ସହ ବ୍ଲିଚିଂ ପକାଯାଇ…

ଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ରାଜ୍ୟ ସରକାର ଦେଇଥିବା ପ୍ରେସ୍‌ ଇସ୍ତାହାରକୁ ବିରୋଧ କରାଯାଇଛି। ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ସରକାର ଶିକ୍ଷକ ‘ମୁତୟନ’ ମାନସିକତାରୁ ଓହରି ଶୂନ୍ୟ ପଡ଼ିଥିବା ପଦବୀରେ ଶିକ୍ଷକ…

ବଦଳିବ ବିଜୁ ପଟ୍ଟନାୟକ ପାର୍କର ରୂପରେଖ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଭୁବନେଶ୍ୱରରେ ଥିବା ପାର୍କଗୁଡ଼ିକର ଭିତ୍ତିଭୂମିରେ ସୁଧାର ଅଣାଯିବ। ଏ ନେଇ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ଯୋଜନା ହାତକୁ ନେଇଛି। ଏବେ ପ୍ରାଥମିକ ଭାବେ ବିଜୁ ପଟ୍ଟନାୟକ (ଫରେଷ୍ଟ) ପାର୍କ ଓ ବୁଦ୍ଧ ଜୟନ୍ତୀ ପାର୍କରେ କିଛି ନୂଆ…

କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟର ଏକାଧିକ କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ସ୍ବୀକୃତିପ୍ରାକ୍ତ ପଦବୀ ଅନୁସାରେ ଆବଶ୍ୟକ ଡାକ୍ତର ନାହାନ୍ତି। ଏପରିକି ଡାକ୍ତର ନିଯୁକ୍ତ ପାଇଁ ଜେଲ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଉଥିଲେ ମଧ୍ୟ ଗ୍ରାମାଞ୍ଚଳ ଜେଲକୁ ଯିବା ପାଇଁ ଡାକ୍ତର ମଙ୍ଗୁନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?