Home

ଓଜନ କମାଉଛନ୍ତି ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଲାଲ ସିଂ ଚଡ୍ଡା’ ପାଇଁ ନିଜର ଓଜନ ପ୍ରାୟ ୨୦ କିଲୋ ବୃଦ୍ଧି କରିଥିଲେ। ଏବେ କିନ୍ତୁ ଆଉ କିଛି ସିନ୍‌ର ଶୁଟିଂ ପାଇଁ ତାଙ୍କୁ ଓଜନ…

ଟ୍ରେନ୍‌ରୁ ଖସି ଦାଦନ ଶ୍ରମିକ ମୃତ: ଆର୍ଥତ୍କ ସହାୟତା ଦେବାକୁ ଦାବି

ଭବାନୀପାଟଣା,୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ମାଣ୍ଡେଲ ଗ୍ରାମର ଯୁଧିଷ୍ଠିର ଗଉଡ (୪୦)ଙ୍କ ଟ୍ରେନ୍‌ରୁ ଖସି ମୃତ୍ୟୁ ଘଟିଛି। ଯୁଧିଷ୍ଠିର ୫ ମାସ ତଳେ କେରଳକୁ କାମ କରିବାକୁ ଯାଇଥିଲେ। ଘରକୁ ଫେରୁଥିବା ବେଳେ ତିରଶୁଲ ଓ ପାଲକାଡି ରେଳ ଷ୍ଟେଶନ…

୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ

ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଶ୍ମଶାନରେ ପୋତି ଦେଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର…

୧୫୦ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି ଗୁଡ୍‌ ନ୍ୟୁଜ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର, କରିନା କପୁର ଖାଁ, କିଆରା ଆଡଭାନୀ ଓ ଦିଲ୍‌ଜିତ ଦୋସାଞ୍ଜଙ୍କ ଅଭିନୀତ ଫିଲ୍ମ ‘ଗୁଡ୍‌ ନ୍ୟୁଜ’ ଏବେ ୧୫୦ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି। ଏବେ ପର୍ଯ୍ୟନ୍ତ ଫିଲ୍ମ ବକ୍ସ ଅଫିସରେ…

ଶିଶୁ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ସଚ୍ଚିନ

ନୂଆଦିଲ୍ଲୀ,୪।୧: ରାଜସ୍ଥାନର କୋଟାରେ ଶିଶୁ ମୃତ୍ୟୁ କମିବାର ନାଁ ନେଉନାହିଁ। ଶନିବାର ସୁଦ୍ଧା କୋଟାର ଜେକେ ଲୋନ ହସ୍ପିଟାଲରେ ପ୍ରାୟ ୧୦୭ଜଣ ଶିଶୁଙ୍କର ମୃତ୍ୟୁ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଶନିବାର ଏହି ଘଟଣାକୁ ନେଇ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଆଶୋକ…

ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବିକ୍ରାନ୍ତ

ମୁମ୍ବାଇ: ଅଭିନେତା ବିକ୍ରାନ୍ତ ମେସି ଅପ୍‌ କମିଂ ଫିଲ୍ମ ‘ଛପାକ୍‌’ର ପ୍ରମୋଶନରେ ଏବେ ବ୍ୟସ୍ତ ଅଛନ୍ତି। ଫିଲ୍ମ ‘ଛପାକ୍‌’ରେ ଦୀପିକା ପାଦୁକୋନ୍‌ଙ୍କ ସହ ମୁଖ୍ୟ ଭୂମିକାରେ ବିକ୍ରାନ୍ତ ନଜରକୁ ଆସିବେ। ବିକ୍ରାନ୍ତ ନିଜର ପର୍ସନାଲ ଓ ପ୍ରଫେଶନାଲ ଲାଇଫ୍‌ ପାଇଁ ସବୁବେଳେ…

ଜାଣନ୍ତି ଫାଶୀରେ ବ୍ୟବହୃତ ଦଉଡ଼ି ପରେ କ’ଣ ହୋଇଥାଏ

ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁଯାୟୀ ଜଘନ୍ୟ ଅପରାଧୀଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଇଥାଏ। ମାତ୍ର ଫାଶୀ ପରେ ଏହି ଦଉଡ଼ି କେଉଁ କାମରେ ବ୍ୟବହାର କରାଯାଇଥାଏ ହୁଏତ ଅଧିକାଂଶ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ଏହି ଦଉଡ଼ିକୁ ନେଇ ଅନେକ ଅନ୍ଧବିଶ୍ୱାସ ରହିଛି।…

ସିଏଏ ହିଂସାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ମୁଜଫରନଗର,୪।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶ ମୁଜଫରନଗର ଗସ୍ତ କରି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ହିଂସାର ଶିକାର ହୋଇଥିବା ପୀଡ଼ିତଙ୍କୁ ଓ ମୃତକଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି। ଶନିବାର ରୁକେୟା ପରଓ୍ବିନ ନାମକ ଯୁବତୀଙ୍କୁ ସେ ଭେଟିଥିଲେ। ଆଗକୁ…

ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତିଙ୍କ ପରଲୋକ

ଚେନ୍ନାଇ,୪।୧: ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଏଆଇଏଡିଏମ୍‌କେ ନେତା ପିଏଚ୍‌ ପାଣ୍ଡିଆନଙ୍କ ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ତାମିଲନାଡୁର ଥିରୁନେଲଭେଲି ଜିଲାରେ ପାଣ୍ଡିଆନଙ୍କ ଜନ୍ମ…

ସାମ୍ନାକୁ ଆସିଲା ଶ୍ରୀଦେବୀଙ୍କ ମୃତ୍ୟୁର ଅସଲ କାରଣ

ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀ ବାଥ୍‌ଟବ୍‌ରେ ବୁଡ଼ି ପ୍ରାଣ ହରାଇଥିବା ଘଟଣାକୁ ତାଙ୍କ ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନ ଥିଲେ। ଏନେଇ ସେତେବେଳେ ନାନା ପ୍ରଶ୍ନ ଉଙ୍କି ମାରିଥିଲା। କିନ୍ତୁ ଏବେ ଏହି ଘଟଣାର ପ୍ରକୃତ କାରଣ ସାମ୍ନାକୁ ଆସିଛି।…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ ଶିବିର ଉପରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। କୋଡରା ଚକରେ ଥିବା ଟ୍ରାନ୍ସଫରମର ନିକଟରେ ଏମାନେ ଗ୍ରେନେଡ ମାଡ କରିଥିବା ସୂଚନା ମିଳିଛି। ଏହାପରେ ସେମାନେ କାଓ୍ବଡାରା ଅଞ୍ଚଳରେ ମଧ୍ୟ ଆଉ ଏକ…

‘ସଞ୍ଜିବନୀ – ୨’ ଛାଡ଼ିଲେ ଆରତି, ଆସିବେ ନୂଆ ଅଭିନେତ୍ରୀ

ଟିଭି ସିରୟଲ’ ‘ସଞ୍ଜିବନୀ-୨’ ରେ ମୁଖ୍ୟ ଭୂମିକାରେ ଥିଲେ ଅଭିନେତ୍ରୀ ଆରତି ବହଲ। ଏଥିରେ ଅଭିନୟ କରିବା ୩ ମାସ ବି ପୂରଣ ହୋଇନି। ମାତ୍ର ଏବେ ଏହି ଧାରାବାହିକକୁ ସେ ଗୁଡ୍‌ବାୟ କହିଦେଇଛନ୍ତି। ତାଙ୍କୁ ଏକ ସାକ୍ଷାତକାରରେ ଯେତେବେଳେ ପଚରାଗଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri