ହିନ୍ଦୁ-ମୁସ୍ଲିମ ବିଭାଜନକାରୀଙ୍କୁ ଭୋଟ ଦିଅନାହିଁ: କେଜରିଓ୍ବାଲ
ନୂଆଦିଲ୍ଲୀ,୪।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ଯେଉଁମାନେ ହିନ୍ଦୁ-ମୁସଲମାନ ମଧ୍ୟରେ ବିଭାଜନ ସୃଷ୍ଟି କରୁଛନ୍ତି ସେମାନଙ୍କୁ ଭୋଟ ଦିଅନାହିଁ।…
ବୀର ସଭରକରଙ୍କ ନାତି ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ,୪।୧: ବିନାୟକ ଦାମୋଦର ସଭରକରଙ୍କ ନାତି ରଞ୍ଜିତ ସଭରକରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗଡ଼ିଯାଇଛି। ଉଚ୍ଚ ରକ୍ତଚାପ ବଢ଼ିଯିବାରୁ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇସ୍ଥିତ ରହେଜା ଫୋର୍ଟିସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।…
ଉଦ୍ଧବ ଠାକରେଙ୍କୁ ଝଟ୍କା: ଶିବସେନା ଛାଡିଲେ ଅବଦୁଲ
ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ମନ୍ତ୍ରୀ ପଦ ନ ମିଳିଥିବା ବିଧାୟକମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେମାନଙ୍କ ମଧ୍ୟରୁ…
ଶ୍ରୀନଗରରୁ କୁଖ୍ୟାତ ଆତଙ୍କବାଦୀ ଗିରଫ
ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସର ମିଳିତ ଅଭିଯାନରେ ଜଣେ କୁଖ୍ୟାତ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏଥିସହ ତାଙ୍କଠାରୁ ମାରଣାସ୍ତ୍ର ଜବତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶ୍ରୀନଗରରେ କୁଖ୍ୟାତ…
ବିହାରରେ ଲାଗି ରହିଛି ପୋଷ୍ଟର ଓ୍ବାର
ପାଟନା,୪।୧: ବିହାରରେ ଚଳିତ ବର୍ଷ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଏବେଠାରୁ ବିଭିନ୍ନ ଦଳ ଲାଗି ପଡିଲେଣି। ଏହାକୁ ନେଇ ଏବେ ବିହାରର ମୁଖ୍ୟ ରାଜନୈତିକ…
ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍ ଟାଓ୍ବାର
ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର ହ୍ରାସ କରିବାପାଇଁ ରାଜଧାନୀ ଦିଲ୍ଲୀରେ ସ୍ଥାପନ ହୋଇଛି ପ୍ରଥମ ସ୍ମଗ୍ ଟାଓ୍ବାର୍। କ୍ରିକେଟ୍ ଖେଳାଳି…
ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ
ଓ୍ବେଲିଂଟନ୍: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି। ବନାଗ୍ନିର ପ୍ରତିକୂଳ ପ୍ରଭାବ ପଡ଼ୋଶୀ ନ୍ୟୁଜିଲାଣ୍ଡର ଫ୍ରାଞ୍ଜ୍ ଜୋସେଫ୍ ଗ୍ଲେସିୟର (ହିମବାହ) ଉପରେ ପଡିଛି।…
ନୂଆବର୍ଷରେ ୮ ଲକ୍ଷ ଭକ୍ତ ଶିରିଡି ସାଇ ମନ୍ଦିରକୁ ଦାନ କଲେ ୧୬.୯୩ କୋଟି ଟଙ୍କା
ଶିରିଡି,୪।୧: ଶିରିଡି ସାଇ ମନ୍ଦିରକୁ ନୂଆବର୍ଷ ଉପଲକ୍ଷେ ପ୍ରାୟ ୮ ଲକ୍ଷ ଭକ୍ତ ଦର୍ଶନ ପାଇଁ ଆସିଥିବା ଜଣାପଡିଛି। ଏହି ସମୟରେ ସାଇବାବା ସଂସ୍ଥାନ ଟ୍ରଷ୍ଟ ୧୬.୯୩ କୋଟି ଟଙ୍କା ଦାନ ଆକାରରେ ପାଇଥିବା ପ୍ରକାଶ କରିଛି। ଏହାବ୍ୟତୀତ ଏଠାରେ ଥିବା…
ଲକ୍ଷ୍ମୀ ମନ୍ଦିର ହୁଣ୍ଡିରୁ ଚୋରି
କୋଣାର୍କ,୪ା୧(ଡି.ଏନ୍.ଏ.): କୋଣାର୍କ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଲକ୍ଷ୍ମୀ ମନ୍ଦିରର ହୁଣ୍ଡି ଭାଙ୍ଗି କେହି ଦୁର୍ବୃତ୍ତ ପ୍ରାୟ ୧୦ହଜାର ଟଙ୍କା ଚୋରି କରି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ପରିଚାଳକ ନିରଞ୍ଜନ ବାରିକଙ୍କ ଅଭିଯୋଗକୁ ଭିତ୍ତିକରି…
ଜେଲ୍ରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ଗ୍ୟାଙ୍ଗଷ୍ଟର ସକିଲଙ୍କ ଆଉ ଜଣେ ବାନ୍ଧବୀ ଗିରଫ
କଟକ ଅଫିସ, ୪ା୧: ଜେଲ୍ ଭିତରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ମହମ୍ମଦ ସକିଲଙ୍କ ଆଉଜଣେ ବାନ୍ଧବୀଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଙ୍ଗଳାବାଗ ଥାନା ଅନ୍ତର୍ଗତ କେଶରପୁରର ନସିମ ଓରଫ ନିଖାତ୍ ନସିମ(୨୫)।…
ଶଙ୍କରାଚାର୍ଯ୍ୟଙ୍କୁ ଶ୍ରେଷ୍ଠ ହିନ୍ଦୁ ସମ୍ମାନ
ପୁରୀ ଅଫିସ,୪ା୧: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ମିଳିଛି ଶ୍ରେଷ୍ଠ ହିନ୍ଦୁ ସମ୍ମାନ। ଆମେରିକାର ହାୱାଇରୁ ପ୍ରକାଶିତ ଅନ୍ତର୍ଜାତୀୟ ପତ୍ରିକା ‘ହିନ୍ଦୁଜିମ୍ ଟୁଡେ’ ପକ୍ଷରୁ ସର୍ବଶ୍ରେଷ୍ଠ ହିନ୍ଦୁ ବ୍ୟକ୍ତିତ୍ୱ ଭାବେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନ ମିଳିଛି। ପତ୍ରିକାର…
ନନ୍ଦନକାନନରେ ହେଲା ପକ୍ଷୀ ଗଣନା
ବାରଙ୍ଗ,୪ା୧(ଡି.ଏନ୍.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ପର୍ଯ୍ୟଟକ ପରିଚାଳନା ଦାୟିତ୍ୱରେ ଥିବା ଏସିଏଫ୍ ଅମୂଲ୍ୟ କୁମାର ପରିଡାଙ୍କ ନେତୃତ୍ୱରେ…
Archives


