ମଧ୍ୟାହ୍ନଭୋଜନରେ ମୂଷା
ଲକ୍ଷ୍ନୌ, ୪ା୧୨: ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ସ୍କୁଲର ମଧ୍ୟାହ୍ନ-ଭୋଜନରେ ମଲାମୂଷା ଦେଖିବାକୁ ମିଳିଛି। ମଧ୍ୟାହ୍ନଭୋଜନ ଖାଇଥିବା ଛାତ୍ର ଓ ଶିକ୍ଷକଙ୍କ ମଧ୍ୟରୁ ୯ ଜଣଙ୍କ ବାନ୍ତି ହେବାରୁ ସେମାନଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
‘ବଳାତ୍କାରୀଙ୍କୁ ୬ ମାସରେ ଫାଶୀ ଲାଗି ଆଇନ ହେଉ’
ନୂଆଦିଲ୍ଲୀ,୪ା୧୨: ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ି ମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଥିବାବେଳେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ବାତି ମାଲିଓ୍ବାଲ ୬ ମାସ ମଧ୍ୟରେ ବଳାତ୍କାରୀଙ୍କୁ ଫାଶୀ ଦେବା ଲାଗି ସରକାର ଆଇନ ଆଣିବାକୁ ଦାବି…
ଭୟ କମାଉଛି ବିଳମ୍ବିତ ନ୍ୟାୟ
ନୂଆଦିଲ୍ଲୀ,୪ା୧୨: ପରିସଂଖ୍ୟାନ କହେ ପ୍ରତି ୧୫ ମିନିଟରେ ଭାରତର କେଉଁଠି ନା କେଉଁଠି ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭ରେ ରୁଜୁ ହୋଇଥିବା ମୋଟ ୩୨,୫୫୯ ବଳାତ୍କାର ମାମଲା ମଧ୍ୟରୁ ୨୯୮ ଘଟଣା (୦.୯%) ଏପରି ରହିଛି, ଯେଉଁଠି ପୀଡ଼ିତା…
ସରକାରୀ ନିଯୁକ୍ତି ଲାଗି ଗୋଟିଏ ପରୀକ୍ଷା
ନୂଆଦିଲ୍ଲୀ,୪ା୧୨(ପି.ଟି.): ସରକାରୀ ସଂସ୍ଥାରେ ଗ୍ରୁପ୍ ବି ଏବଂ ସି ପଦବୀରେ ସମସ୍ତ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ହେବ। ଗୋଟିଏ ସଂସ୍ଥା ଏହି ସାଧାରଣ ଯୋଗ୍ୟତା ପରୀକ୍ଷା (ସିଇଟି) ପରିଚାଳନା କରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଆଣିଛନ୍ତି। ଭାରତୀୟ ପ୍ରଶାସନିକ…
ବଳାତ୍କାର ପରେ ଗୁଳି: ଜାଳିଦେଲେ ଯୁବତୀଙ୍କ ମୃତଦେହ
ବକ୍ସର, ୪ା୧୨ : ହାଇଦ୍ରାବାଦରେ ଜଣେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ିମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ନିଆଁ ଜଳୁଥିବାବେଳେ ବିହାରର ବକ୍ସର ଜିଲା ଅନ୍ତର୍ଗତ କୁକୁଢା ଗ୍ରାମରେ ଜଣେ ଯୁବତୀଙ୍କୁ ବଳାତ୍କାର ପରେ ଗୁଳିକରି ହତ୍ୟା କରାଯାଇଛି। ଏପରି କି…
‘ବିକ୍ରମ’ର ସନ୍ଧାନ ପାଇଲେ ଚେନ୍ନାଇ ଇଞ୍ଜିନିୟର
ଓ୍ବାଶିଂଟନ/ନୂଆଦିଲ୍ଲୀ,୪ା୧୨: ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବାର ୨୦ ଦିନ ପରେ ଅର୍ଥାତ୍ ସେପ୍ଟେମ୍ବର ୨୬ରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଉକ୍ତ ସ୍ଥାନର ଏକ ମୋଜାଇକ୍ ଛବି ଜାରି କରିଥିଲା। ଏହାସହ ବିକ୍ରମକୁ ଖୋଜି ବାହାର କରିବାରେ…
କୃଷି ପରିବେଶକୁ ଧ୍ୱଂସ କରୁଛି କର୍ପୋରେଟ୍ ଶୈଳ୍ପିକ କୃଷି
ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଗ୍ରୀନ୍ପିସ୍ ଇଣ୍ଡିଆ ଦ୍ୱାରା ମହିଳା ଶ୍ରମଜୀବୀ ମଞ୍ଚ, ଓଡ଼ିଶା ଏବଂ ଓଡ଼ିଶା ଶ୍ରମଜୀବୀ ମଞ୍ଚ ସହଯୋଗରେ ମାଟି ସ୍ବାସ୍ଥ୍ୟର ସ୍ଥିତି ଏବଂ ଓଡ଼ିଶାରେ କୃଷିର ନିରନ୍ତରତା ଉପରେ ଏକ ପରାମର୍ଶ ସଭା ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି।…
୫ରୁ ମିଶନ ଶକ୍ତି ମେଳା
ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ୍ ଶକ୍ତି ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଥର ପାଇଁ ଆସନ୍ତା ୫ତାରିଖରୁ ‘ମିଶନ ଶକ୍ତି ମେଳା’ ଆୟୋଜିତ ହେବ। ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର…
ଲୋକ ସଭାରେ ‘ଫନୀ’ ଚର୍ଚ୍ଚା
ଭୁବନେଶ୍ୱର,୪ା୧୨(ବ୍ୟୁରୋ):ସାମୁଦ୍ରିକ ଝଡ ‘ଫନୀ’ ଦ୍ୱାରା ଉପକୂଳ ଓଡ଼ିଶାର ବହୁତ କ୍ଷତି ହୋଇଛି। ଓଡ଼ିଶାର ଭୌଗୋଳିକ ଅବସ୍ଥିତି ନିୟମିତ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଛି। ‘ଫନୀ’ ପୁନରୁଦ୍ଧାର ଏବଂ ଭିତ୍ତିଭୂମି ସଜଡା କାର୍ଯ୍ୟ ଜାରି ରହିଥିବାବେଳେ ନିକଟରେ ‘ବୁଲ୍ବୁଲ’ ମଧ୍ୟ ଉପକୂଳ ଓଡ଼ିଶାକୁ…
ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ। ସମାଜର ବିକାଶରେ ସେମାନଙ୍କର ମଧ୍ୟ ଅବଦାନ ରହିଛି। ଉପଯୁକ୍ତ ତାଲିମ ଓ ପ୍ରୋତ୍ସାହନ ଦ୍ୱାରା ସେମାନେ ମଧ୍ୟ ଦକ୍ଷତା ଓ ପ୍ରତିଭା ଦେଖାଇ ପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱ ଭିନ୍ନକ୍ଷମ…
ଧାରଣା ସ୍ଥଳରେ ଟଳିପଡ଼ିଲେ ଶିକ୍ଷକ
ଭୁବନେଶ୍ୱର,୪ା୧୨ (ବ୍ୟୁରୋ)/ କୁଆମରା/ ଖୁଣ୍ଟା(ଡି.ଏନ୍.ଏ):ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜିର ଆନ୍ଦୋଳନସ୍ଥଳରେ ଅନ୍ୟ ଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ୍ ଟଳିପଡିଥିଲେ ମୟୂରଭଞ୍ଜର ଶିକ୍ଷକ ନିରଞ୍ଜନ…
ଆଇ. ରାମବ୍ରହ୍ମମ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନୂଆ କୁଳପତି
ଭୁବନେଶ୍ୱର,୪ା୧୨ (ବ୍ୟୁରୋ):କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଆଇ. ରାମବ୍ରହ୍ମମଙ୍କୁ କୁଳାଧିପତି ତଥା ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି…
Archives


