ଗୁରୁଙ୍କୁ ମନେପକାଇ ଭାବୁକ ହେଲେ ସଚିନ
ଗୁରୁ ରମାକାନ୍ତ ଆଚରେକରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧଞ୍ଜଳି ଜଣାଇ ଭାବୁକ ହୋଇଛନ୍ତି ଭାରତର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର। ଗୁରୁଙ୍କର ଏକ ପୁରୁଣା ଫଟୋ ଶେୟାର୍ କରି ସଚିନ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଚରେକର୍ ସାର୍, ଆପଣ…
ମାଛକାନ୍ଦଣାରେ ପର୍ଯ୍ୟଟକଙ୍କ ଭିଡ଼
ରାଇସୁଆଁ,୩।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଭାଟୁଣିଆଁ ଗ୍ରାମ ନିକଟରେ ବହିଯାଇଛି ମାଛକାନ୍ଦଣା ନଦୀ। ଏହାର ପଥୁରିଆ ତଥା ମନଲୋଭା ପରିବେଶ ପର୍ଯ୍ୟଟକଙ୍କୁ ଆକର୍ଷଣ କରିଥାଏ। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ଭାଟୁଣିଆରେ ଏହା ଅବସ୍ଥିତ ହୋଇଥିବା…
ଅନ୍ତିମ ସଂସ୍କାର ପାଇଁ ଶ୍ୱଶୁରଙ୍କ ମୃତଦେହକୁ କାନ୍ଧରେ ବୋହି ନେଲେ ୪ ବୋହୂ
ପାଟନା,୩।୧: ବିହାରରେ ପରମ୍ପରାକୁ ଭାଙ୍ଗି ଶ୍ୱଶୁରଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ୪ ବୋହୂ କାନ୍ଧରେ ବୋହି ନେଇଛନ୍ତି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ନଓ୍ବାଦ୍ ଜିଲାର ଆକବରପୁରର ପାନ୍ତି ଗାଁରେ…
ଜମିରୁ କୃଷକ ପାଇଲେ ପ୍ରାଚୀନ ମୂର୍ତ୍ତି, ଦାମ୍ କୋଟିଏରୁ ଊର୍ଦ୍ଧ୍ୱ
ପାଟନା: ବିହାରର ଜଣେ କୃଷକ ଜମିରେ ଗାତ ଖୋଳୁଥିବା ସମୟରେ ଏକ ପ୍ରାଚୀନ ମୂର୍ତ୍ତି ପାଇଛନ୍ତି। ଯାହାର ଦାମ୍ କୋଟିଏରୁ ଊର୍ଦ୍ଧ୍ୱ ହେବ। ଏହି ମୂର୍ତ୍ତିକୁ ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଲାଗିଛି। କୃଷକ ଜଣକ ପ୍ରତିଦିନ ଜମିରେ କାମ…
ଫୁଲଝର ଆର୍ଡେଣ୍ଟ ଷ୍ଟିଲ୍ପ୍ଲାଣ୍ଟରେ ଅଗ୍ନିକାଣ୍ଡ
ରାଇସୁଆଁ,୩।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତରେ ଥିବା ଆର୍ଡେଣ୍ଟ ଷ୍ଟିଲ୍ପ୍ଲାଣ୍ଟରେ ଗୁରୁବାର ରାତିରେ କୌଣସି କାରଣରୁ ଯନ୍ତ୍ରାଶଂରେ ନିଆଁ ଲାଗିଯାଇଥିଲା। ରାତିରେ ଲଘୁଚାପ ଜନିତ ବର୍ଷା ଯୋଗୁ ନିଆଁ ଆୟତ୍ତ ହୋଇଥିବା ଜଣାପଡ଼ିଛି। ତେବେ ମହବିଲ ଲିକ୍ ହୋଇ…
ବାଗଦାଦ୍ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି
ଓ୍ବାଶିଂଟନ,୩।୧: ଆମେରିକା ଇରାକ୍ର ବାଗଦାଦ୍ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି ପାଇଛି। ଅଶୋଧିତ ତୈଳ ଦାମ ବ୍ୟାରେଲ୍ ପିଛା…
୫ରେ ବ୍ରହ୍ମଗିରିରେ ପକ୍ଷୀ ଗଣନା
ବ୍ରହ୍ମଗିରି,୩ା୧(ଡି.ଏନ୍.ଏ.): ଚିଲିକା, ବାହ୍ୟ ଚିଲିକା ଅଞ୍ଚଳ ଏବଂ ବିଭିନ୍ନ ଜଳାଶୟରେ ବସବାସ କରୁଥିବା ପକ୍ଷୀମାନଙ୍କ ଗଣନା ୫ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବ୍ରହ୍ମଗିରି ରେଞ୍ଜ ଅଧିକାରୀ ରଜତ କୁମାର ମହାପାତ୍ର ସୂଚନା ଦେଇଛନ୍ତି । ଏହି ପକ୍ଷୀ ଗଣନା…
ଆବର୍ଜନା ବୁହା ଗାଡ଼ିରେ ଶ୍ରୀମନ୍ଦିର ଫଟୋ: ହଟାଇବାକୁ ଦାବି
ପୁରୀ ଅଫିସ,୩ା୧: ପୁରୀ ସହରକୁ ସ୍ବଚ୍ଛ ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ଆବର୍ଜନା ବୁହା ଗାଡ଼ିି (ସ୍ବଚ୍ଛ ସବାରୀ) ବୁଲୁଛି। ତେବେ ଏହି ଗାଡ଼ିରେ ଶ୍ରୀମନ୍ଦିର ଫଟୋ ରହିଥିବାରୁ ଆପତ୍ତି ଉଠାଇଛି ଶ୍ରୀଜଗନ୍ନାଥ ସେନା। ତୁରନ୍ତ ମନ୍ଦିର ଫଟୋ ହଟାଇବା ନେଇ…
ପୁରୀ ବନ୍ୟପ୍ରାଣୀ ଡିଭିଜନ: ବର୍ଷା ସମ୍ଭାବନା ଯୋଗୁ ପକ୍ଷୀ ଗଣନା ଘୁଞ୍ଚିଲା
ପୁରୀ ଅଫିସ,୩ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଶୁକ୍ରବାର ପକ୍ଷୀ ଗଣନା କରାଯିବ ଲାଗି ସ୍ଥିର ହୋଇଥିଲା। ଏଥିପାଇଁ ଗୁରୁବାର ପକ୍ଷୀ ଗଣନା ତାଲିମ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା। କିନ୍ତୁ ଶୁକ୍ରବାର ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେଲା ସ୍ବତନ୍ତ୍ର ଡେସ୍କ
ନୂଆଦିଲ୍ଲୀ, ୩।୧: କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଏକ ସ୍ବତନ୍ତ୍ର ଅଯୋଧ୍ୟା ଡେସ୍କ ଗଠନ କରିଛନ୍ତି। ଅଯୋଧ୍ୟା ସହ ଜ ସମସ୍ତ ପ୍ରସଙ୍ଗ ଓ କୋର୍ଟ ରାୟକୁ ହ୍ୟାଣ୍ଡେଲ କରିବା ପାଇଁ ୩ ଜଣିଆ ଡେସ୍କ ଗଠନ କରାଯାଇଥିବା…
ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଜରୁରୀ: ମୋଦି
ବେଙ୍ଗାଲୁରୁ, ୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଭାରତୀୟ ବିଜ୍ଞାନ କଂଗ୍ରେସର ୧୦୭ତମ ସମ୍ମିଳନୀରେ ଯୋଗଦେଇ ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜ୍ଞାନକୌଶଳ ଉପଯୋଗକୁ ବ୍ୟାପକ କରିବା…
୪ରେ ଶ୍ରୀକ୍ଷେତ୍ର ଆସିବେ ଶତାଧିକ ପାକିସ୍ତାନୀ ହିନ୍ଦୁ: ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର ସ୍ନାନ କରିବେ
ପୁରୀ ଅଫିସ,୩ା୧: ପାକିସ୍ତାନରେ ରହୁଥିବା ପ୍ରାୟ ଶହେରୁ ଊର୍ଦ୍ଧ୍ୱ ହିନ୍ଦୁ ପୁରୀ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ସେମାନେ ମହୋଦଧି ସ୍ନାନ କରିବା ସହ ବିଭିନ୍ନ ତୀର୍ଥସ୍ଥଳ ମଧ୍ୟ ପରିଦର୍ଶନରେ ଯିବେ। ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର (ଓଆଇସି)ର ସଭାପତି ପରେଶ…
Archives


