ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ
ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ ପୀଠ ଓ ମନ୍ଦିର ଅବ୍ୟବସ୍ଥା ନେଇ ଭକ୍ତ ଓ ପର୍ଯ୍ୟଟକମାନେ କ୍ଷୋଭ ପ୍ରକାଶ…
ପ୍ରେମ ପାଇଁ ଜୀବନ ହାରିଲେ ଛାତ୍ରୀ
ଭୁବନେଶ୍ୱର,୩ା୧(ବ୍ୟୁରୋ): ପ୍ରେମ ପାଇଁ ଜୀବନ ହାରିଛନ୍ତି ଜଣେ ଇଞ୍ଜିନିୟରିଂ ଛାତ୍ରୀ। ହଷ୍ଟେଲ ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଥିବା ଛାତ୍ରୀ ଜଣକ ହେଲେ ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ (୨୭)। ଇନ୍ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ କ୍ରିଷ୍ଣା ଏନ୍କ୍ଲେଭ୍ରେ ଥିବା ଘରୋଇ ହଷ୍ଟେଲ…
ଶାଢି ପିନ୍ଧିବାରେ କୌଣସି ଅସୁବିଧା ନାହିଁ
ଅଭିନେତା ଅକ୍ଷୟ କୁମାର ୨୦୧୯ରେ ଅନେକ ହିଟ୍ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ। ୨୦୨୦ରେ ମଧ୍ୟ ତାଙ୍କ ଅଭିନୀତ ଅନେକ ଫିଲ୍ମ ପରଦାକୁ ଆସିବ। ପୃଥୀରାଜ୍, ସୂର୍ଯ୍ୟବଂଶୀ, ବଚ୍ଚନ ପାଣ୍ଡେ ଏବଂ ଲକ୍ଷ୍ମୀ ବମ୍ ଭଳି ବଡ ବଡ ବ୍ୟାନରର ଫିଲ୍ମ…
ସରନେମ୍ ବ୍ୟବହାର ପାଇଁ ବିବାହରେ କଏନ୍ ଟସ୍ କଲେ ଦମ୍ପତି…
ସାଧାରଣତଃ ବିବାହ ପରେ ସ୍ବାମୀଙ୍କ ସରନେମ୍ ସ୍ତ୍ରୀମାନେ ବ୍ୟବହାର କରିଥାନ୍ତି। ତେବେ ନିକଟରେ ଫ୍ଲୋରିଡ଼ାରେ ଏକ ରୋଚକ ଘଟଣା ଘଟିଛି। କନ୍ୟାବର ବିବାହ କରିବାକୁ ଚର୍ଚ୍ଚରେ ପହଞ୍ଚିଥିଲେ। ସେଠାରେ ବିବାହ ପରେ କିଏ କାହାର ସରନେମ୍ ବ୍ୟବହାର କରିବ ସେ ନେଇ…
ପୋଲିସ ଇନ୍ଫର୍ମର ସନ୍ଦେହ: ଜଣକୁ ହତ୍ୟାକଲେ ମାଓବାଦୀ
ଦାରିଙ୍ଗବାଡି,୩।୧(ଡି.ଏନ.ଏ.)-କନ୍ଧମାଳ ଜିଲା କ.ନୂଆଗାଁ ଥାନା ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ ରେବିଙ୍ଗିିଆ ପଞ୍ଚାୟତ ମାର୍ଦୋଲ ଗ୍ରାମର ରଞ୍ଜନ ଦିଗାଳ। ଘଟଣାସ୍ଥଳରେ ମାଓବାଦୀ…
ସ୍ବାବଲମ୍ବୀ ହେବାର ରାସ୍ତା ଦେଖାଉଛନ୍ତି ପ୍ରଭାତ: ଓଡ଼ିଆ ଡାଟା ସାଇଣ୍ଟିଷ୍ଟ
କଟକ ଅଫିସ,୩ା୧: କିଛିମାସ ତଳେ ଆମେରିକାର ହ୍ୟୁଷ୍ଟନ ସିଟିରେ ଆୟୋଜିତ ହାଓଡ଼ି ମୋଦି କାର୍ଯ୍ୟକ୍ରମରେ ଡାଟା(ତଥ୍ୟ)କୁ ନବ ଭାରତର ‘ସୁନା’ ଓ ‘ତୈଳ’ ସହ ତୁଳନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଶିଳ୍ପ ବିପ୍ଳବ ସ୍ତରରେ ଭାରତ ବିଶ୍ୱରେ…
ଯାଁଳାରୁ ଗାଡ଼ଭାଲୁ ଉଦ୍ଧାର
ଯାଁଳା,୩ା୧(ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଜଟଣୀ ବ୍ଲକ ୧୬ ନଂ. ଜାତୀୟ ରାଚପଥ କଡ ଯାଁଳା ଗାଁର ଶ୍ରୀରାଧାମାଧବ କ୍ଲବ ଖେଳପଡିଆରୁ କ୍ଲବର ପିଲାମାନଙ୍କ ଦ୍ୱାରା ଏକ ଗାଡ ଭାଲୁ ଗୁରୁବାର ରାତିରେ ଉଦ୍ଧାର ହୋଇଛି। ରାତି ୮ଟାରେ କ୍ଲବର ଖେଳପଡିଆ ନିକଟସ୍ଥ…
ଶୀତରେ ବି ଯୁବତୀଙ୍କ ଶରୀରରୁ ବୋହିଥାଏ ପ୍ରବଳ ଝାଳ: ପ୍ରତି ଘଣ୍ଟାରେ ସେ ବଦଳାନ୍ତି ପୋଷାକ …
ପୃଥିବୀର କେତେକ ଲୋକଙ୍କଠାରେ ବିରଳ ସମସ୍ୟା ଦେଖିବାକୁ ମିଳିଥାଏ। ଏପରି ଜଣେ ଯୁବତୀ ଆମେରିକାର ଟେକ୍ସାସ୍ରେ ଅଛନ୍ତି। ତାଙ୍କ ଶରୀରରୁ ବର୍ଷସାରା ପ୍ରବଳ ଝାଳ ବାହାରିଥାଏ। ଶୀତଦିନରେ ବି ପ୍ରବଳ ଝାଳ ଯୋଗୁ ସେ ପ୍ରତି ଘଣ୍ଟାରେ ପୋଷାକ ବଦଳାଇଥାନ୍ତି। ଏହି…
ଆଶାନୁରୂପ ହେଉନି ଜିଏସ୍ଟି ଆଦାୟ
ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି ମାସରେ ରାଜ୍ୟରେ ୨୩୮୩ କୋଟି ଟଙ୍କା ଆଦାୟ କରାଯାଇଥିବା ବେଳେ ୨୦୧୮ରେ ୨୩୪୭ କୋଟି…
ଓସ୍କାର ଦୌଡ଼ରେ ଆଉ ଜଣେ ଓଡ଼ିଆଙ୍କ ଚଳଚ୍ଚିତ୍ର: ବିଶ୍ୱ ଦରବାରରେ ଓଡ଼ିଶାକୁ ସଫଳତା
ଭୁବନେଶ୍ୱର,୩ା୧(ବ୍ୟୁରୋ): ନକଲ ତଥା କପି ପେଷ୍ଟ୍ର ଟ୍ରେଣ୍ଡ୍କୁ ନେଇ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ବିଭିନ୍ନ ସମୟରେ ସମାଲୋଚିତ ହେଉଥିବାବେଳେ ମୌଳିକଧର୍ମୀ ଫିଲ୍ମ ଦେଖିବାକୁ ପାଉ ନ ଥିବାରୁ ଦର୍ଶକ ଧୀରେ ଧୀରେ ଓଡ଼ିଆ ଫିଲ୍ମରୁ ମୁହଁ ଫେରାଇ ନେଉଛନ୍ତି। କ୍ରମାଗତଭାବେ ସିନେମା…
ଓଡ଼ିଶାରେ ଅଲ୍ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍ସ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରକୁ ଦେଶର କ୍ରୀଡ଼ା ରାଜଧାନୀ କରିବାରେ ଏହି ପ୍ରତିଯୋଗିତା ସହାୟକ ହେବ…
ଚରଣ ସ୍ପର୍ଶ କରିବାକୁ ଆସୁଥିବା ମହିଳାଙ୍କ ସମ୍ମାନରେ ନିଜେ ନଇଁ ପଡ଼ିଲେ ମୋଦି
ବେଙ୍ଗାଲୁରୁ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗସ୍ତରେ କର୍ନାଟକ ଯାଇଛନ୍ତି। ଏହି ଅବସରରେ ସ୍ଥାନୀୟ ତୁମାକୁର୍ରେ ସାଧାରଣ ସଭାରେ ମଞ୍ଚ ଉପରେ ଜଣେ ମହିଳା ପ୍ରଧାନମନ୍ତ୍ରୀଙ୍କ ଚରଣ ସ୍ପର୍ଶ ପାଇଁ ଆଗେଇ ଆସିଥିଲେ। ତେବେ ମୋଦି ତାଙ୍କୁ ଅଟକାଇ ତାଙ୍କ…
Archives


