ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୪(ସୁନିତ ମିଶ୍ର): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ…
ବାରମ୍ବାର ପାଟିରେ ଘା’ ହେଉଥିଲେ ରୁହନ୍ତୁ ସାବଧାନ! ହୋଇପାରେ ଏହି ସାଂଘାତିକ ରୋଗର ଲକ୍ଷଣ
ପାଟିରେ ଘା’ ହେବା ସାଧାରଣ କଥା, କିନ୍ତୁ କେତେକ ସମୟରେ ଏହି ଘା’ ଏକ ଗମ୍ଭୀର ରୋଗର ଲକ୍ଷଣ ମଧ୍ୟ ହୋଇପାରେ। ତେଣୁ ପାଟି ଘା’ ବିଷୟରେ କେବେବି ଅସାବଧାନ ହେବାର ଭୁଲ କରନ୍ତୁ ନାହିଁ। ଯଦି ଆପଣଙ୍କର ଗ୍ରୀଷ୍ମ ଋତୁରେ…
୨୮,୩୯୦ କୋଟି ଟଙ୍କାର ମାଲିକଙ୍କୁ ମୁହଁତୋଡ଼ ଜବାବ ଦେଲେ ରାହୁଲ
ବେଙ୍ଗାଲୁରୁ,୧୧।୪: ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ଲିଗ୍ର ଏକମାତ୍ର ଦଳ ଭାବେ ତା’ର ଅପରାଜେୟ ଧାରା ଜାରି…
ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର
ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର ଛାତ୍ରୀ ଅନୁଷ୍କା ମହାପାତ୍ର, ସାଇଶ୍ରୀ ଶୁଭଶ୍ମିତା ସାହୁ ଓ ସମ୍ବିତ ମୁଣ୍ଡା। ଛାତ୍ରୀଛାତ୍ରମାନେ…
ବିଧାୟକଙ୍କୁ ପାଠ ପଢ଼ାଇବେ ନଡ୍ଡା, ଅଭିଜ୍ଞ ସମ୍ପନ୍ନ ନେତାଙ୍କଠାରୁ ଶିଖିବେ ନବାଗତ
ଭୁବନେଶ୍ୱର,୧୧ା୪: ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଶନିବାରଠାରୁ ଅନୁଷ୍ଠିତ ହେବ ବିଜେପିର ୨ ଦିନିଆ କର୍ମଶାଳାନୂଆ ବିଧାୟକଙ୍କୁ ସରକାର କେମିତି ଚାଲେ ବୁଝାଇବେ। ଏଥିସହିତ…
କ୍ଷତି ସହିବେ କୋହଲି: ହାତ ଛାଡ଼ିଦେଲା ଏହି କମ୍ପାନୀ
ନୂଆଦିଲ୍ଲୀ,୧୧।୪: ଭାରତୀୟ କ୍ରିକେଟର ବିରାଟ କୋହଲି ଆଉ କ୍ରୀଡା କମ୍ପାନୀ ‘ପୁମା’ର ବ୍ରାଣ୍ଡ ଆମ୍ବାସାଡର ହେବେ ନାହିଁ। ତାଙ୍କର ଚୁକ୍ତି ୮ ବର୍ଷ ପରେ ସମାପ୍ତ ହୋଇଛି ଏବଂ ଏହି ସମୟ ମଧ୍ୟରେ କୋହଲି ୧୧୦ କୋଟି ଟଙ୍କା ରୋଜଗାର କରିଥିଲେ।…
ଅଣ୍ଡାରୁ ବାହାରିବା ପରେ ସମୁଦ୍ର ମୁହାଁ ହେଉଛନ୍ତି ଅଲିଭ୍ ରିଡ୍ଲେ ଶାବକ
ଗଞ୍ଜାମ,୧୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ଅଞ୍ଚଳ ସମୁଦ୍ର ବେଳାଭୂମିରେ ଅଲିଭ ରିଡ୍ଲେ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି। ଦୈନିକ ଏବେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ର ମୁହାଁ ହେଉଛନ୍ତି। ଗତ ନଭେମ୍ବରରୁ ଜାନୁଆରୀରେ ସମୁଦ୍ରରେ ମିଳନ…
୩ ଦିନରେ ମହଙ୍ଗା ହେଲାଣି ସୁନା: ଆଜି ଭାଙ୍ଗିଲା ରେକର୍ଡ, ଦାମ୍ ରହିଛି…
ନୂଆଦିଲ୍ଲୀ,୧୧ା୪: ପୁଣି ଚିନ୍ତା ବଢ଼ାଇଛି ସୁନା ଦର। କିଛିଦିନ ଧରି ସୁନାରୁପା ଦର ହୁହୁ ହୋଇ ବଢୁଛି। ଫଳରେ ଚିନ୍ତାରେ ପଡ଼ିଛନ୍ତି ଲୋକେ। ସୁନା ଦର ହ୍ରାସ ପାଇବ ବୋଲି ଖବର ପ୍ରକାଶ ପାଉଥିଲେ ହେଁ ଏହି ଦର ବଢ଼ିବଢ଼ି ଚାଲିଛି।…
କିଏ ସେହି ପୀୟୁଷ ସଚଦେବ, ଯିଏ ଭାରତର ବଡ଼ ଶତ୍ରୁ ତହଉର ରାଣାଙ୍କୁ ଫାଶୀରୁ ରକ୍ଷା କରିପାରିବେ: ଜାଣନ୍ତୁ ଓକିଲ ନିଯୁକ୍ତ ପଛର ନିୟମ
ମୁମ୍ବାଇ,୧୧।୪: ୨୬ ନଭେମ୍ବର ୨୦୦୮, ଏହି ଦିନ ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣକୁ ପ୍ରାୟ ୧୭ ବର୍ଷ ବିତିଗଲାଣି। କିନ୍ତୁ ଏହି ଷଡ଼ଯନ୍ତ୍ରର ଅନେକ ଅଭିଯୁକ୍ତଙ୍କୁ ଏପର୍ଯ୍ୟନ୍ତ ଦଣ୍ଡ ଦିଆଯାଇ ନାହିଁ। ଭାରତର ଶତ୍ରୁ ଏବଂ ମୁମ୍ବାଇ ଆତଙ୍କବାଦୀ…
ଗାଁକୁ ଚାଲ ଅଭିଯାନରେ ସାମିଲ ହେଲେ ଯୁବଗୋଷ୍ଠୀ, ପଚାରି ବୁଝିବେ ଲୋକଙ୍କ ସୁଖଦୁଃଖ
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଭାଜପା ପକ୍ଷରୁ ବର୍ତ୍ତମାନ ଗାଁକୁ ଚାଲ ଅଭିଯାନ ଚାଲିଛି। ଏହି ଅବସରରେ କର୍ମକର୍ତ୍ତାମାନେ ସାଧାରଣ ଲୋକଙ୍କ ସହ ମିଶି ସେମାନଙ୍କ ଭଲମନ୍ଦ କଥା ପଚାରି ବୁଝିବେ। ଗ୍ରାମରେ ସଫେଇ କାର୍ଯ୍ୟକ୍ରମ କରିବେ। ଏଥିସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ଅଛି।…
IPL 2025: ମ୍ୟାଚ୍ ମଝିରେ ଭୟଙ୍କର ରାଗିଗଲେ ବିରାଟ କୋହଲି: ଭାଇରାଲ ହେଉଛି ଭିଡିଓ
ବେଙ୍ଗାଲୁରୁ,୧୧।୪: IPL 2025ରେ, RCB ନିଜ ଘରୋଇ ଗ୍ରାଉଣ୍ଡରେ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ଉଇକେଟରେ ପରାସ୍ତ କରିଛି। ୧୬୪ ରନର ଟାର୍ଗେଟକୁ ରୋକିବାକୁ ବେଙ୍ଗାଲୁରୁ ଓହ୍ଲାଇଥିଲା ଏବଂ ଜବାବରେ ସେମାନଙ୍କର…
ଜଙ୍ଗଲୀ ବାର୍ହା ଶିକାର କରି ୪ ଅଟକ
ଦେବଗଡ଼,୧୧ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ବଳମ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ପଞ୍ଚମହଲା ଗ୍ରାମ ନିକଟ ଖସଡ଼ା ଜଙ୍ଗଲରେ ଏକ ବାର୍ହା ଶିକାର କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ବନବିଭାଗ ଅଧିକ ପଚରାଉଚରା କରୁଥିବା ଜଣାପଡ଼ିଛି। ଘୁରୁଡୁଖମଣ…
Archives


