Home

ଯାହାଙ୍କ ପ୍ରେମରେ ବୋଲ୍ଡ ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନୂଆବର୍ଷରେ ନୂଆ ଖବର ଦେଇଛନ୍ତି। ସେ ସର୍ବିୟାନ ମଡେଲ ତଥା ଅଭିନେତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ନିର୍ବନ୍ଧ କରିଛନ୍ତି। ଉଭୟ ଦୁବାଇରେ ନିର୍ବନ୍ଧ କରିଛନ୍ତି। କିନ୍ତୁ ନତାଶାଙ୍କ କିଏ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା…

ସିଏଏ ନେଇ ଗୋଆ କଂଗ୍ରେସରେ ଫାଟ: ଇସ୍ତଫା ଦେଲେ ୪ ସଦସ୍ୟ

ପଣଜୀ, ୨।୧: ସିଏଏ ନେଇ ଗୋଆ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଦଳର ୪ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ପଣଜୀ ବ୍ଲକ୍‌ ସମିତି ଅଧ୍ୟକ୍ଷ ପ୍ରସାଦ ଓମନକର, ଉତ୍ତର ଗୋଆ ଅଳ୍ପସଂଖ୍ୟକ ସେଲ୍‌ ମୁଖ୍ୟ ଜାଭେଦ୍‌ ଶେଖ୍‌, ବ୍ଲକ୍‌ ସମିତି…

ବାଇକ୍‌ରୁ ଖସି ଯୁବକଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨।୧: ସହରର ଗାନ୍ଧୀମାର୍ଗରେ ବାଇକ୍‌ରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରାହ୍ମଣୀଦେଇପଡ଼ାର ସୁବାସ ଅଗ୍ରଓ୍ବାଲଙ୍କ ପୁଅ ବିକାଶ ଅଗ୍ରଓ୍ବାଲ(୩୭)। ମୃତ ବିକାଶ ସହରରେ ଥିବା ଏକ ଘରୋଇ ବ୍ୟାଙ୍କରୁ ଗୁରୁବାର ମଧ୍ୟାହ୍ନରେ ଫେରୁଥିବା ସମୟରେ ହମ୍ପସ୍‌…

ବାବାଜି ଅବତାର

ବିଜୁ ବଡ଼ଜେନା ଖଳନାୟକ ଭାବରେ ଅନେକ ଥର ବଡ଼ ପରଦାରେ ମୁହଁ ଦେଖାଇ ସାରିଛନ୍ତି। ଗତ ବର୍ଷ ରିଲିଜ୍‌ ହୋଇଥିବା ‘ମାଲ୍‌ ମହୁ ଜୀବନ ମାଟି’ରେ ସେ କମେଡି ଖଳନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଏବେ ବାବାଜି ଅବତାରରେ ଦର୍ଶକଙ୍କ ସାମ୍ନାକୁ…

ସ୍ବପ୍ନ ସତ ହେଲା

ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଦୀପ ବିଶ୍ୱାଳ। ହିନ୍ଦୁ-ମୁସ୍‌ଲିମ ଭାଇଚାରାକୁ ନେଇ ନିଜେ ରଚନା କରିଥିବା ଏବଂ ନିର୍ଦ୍ଦେଶନା ଦେଇଥିବା ତଥା ଅନ୍ୟତମ ଅଗ୍ରଣୀ ଥିଏଟର ନାଟ୍ୟାନୁଷ୍ଠାନ ‘ଶ୍ୱେତପଦ୍ମା’ ଦ୍ୱାରା ପରିବେଷିତ ମଞ୍ଚ ନାଟକ ‘ଜୀନତ’ର ସଫଳତା ତାଙ୍କ ପାଇଁ ଆଉ…

ବେଶି ସମୟ ସୂର୍ଯ୍ୟନମସ୍କାର କରେ

ନିଜକୁ ଫିଟ୍‌ ରଖିବାକୁ ହେଲେ ଡାଏଟ୍‌ ଉପରେ ଅଧିକ ଗୁରୁତ୍ୱ ଦେବାକୁ ପଡ଼େ। ଫିଟ୍‌ ରହିବା ପାଇଁ ଶାରୀରିକ ପରିଶ୍ରମର ୪୦% ପ୍ରଭାବ ଥିବା ବେଳେ ୬୦% ପ୍ରଭାବ ପକାଏ ଖାଦ୍ୟ। ଉଭୟ ଦିଗକୁ ମୁଁ ସନ୍ତୁଳିତ ରଖିବା ପାଇଁ ଚେଷ୍ଟା…

ଭିନ୍ନ ଧରଣର ସିନେମା ନିର୍ମାଣକୁ ଗୁରୁତ୍ୱ ଦିଏ

ଚର୍ଚ୍ଚିତ ଓଡ଼ିଆ ସିନେମା ‘ପାଟଣାଗଡ଼’ର ପ୍ରଯୋଜକ ନିକଟରେ ଅନ୍ତର୍ଜାତୀୟ ସିନେମା ଉତ୍ସବରେ ଶ୍ରେଷ୍ଠ ପ୍ରଯୋଜକ ଭାବରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ସିନେମା ଆଉ ଭବିଷ୍ୟତ ଯୋଜନା ସମ୍ପର୍କରେ ଓଲିଉଡ୍‌ର ଆଗଧାଡ଼ିର ପ୍ରଯୋଜକ ଶ୍ରୀଧର ମାର୍ଥା ଯାହା କହନ୍ତି… ପ୍ର. ଚାରୋଟି ଫିଲ୍ମ…

ପାଇନ୍‌ଆପଲ୍‌ ଚିକେନ୍‌

ଚିକେନ୍‌କୁ ମିଠା ସ୍ବାଦ ଦେଇ ପ୍ରସ୍ତୁତ ହେଉଥିବା ଖାଦ୍ୟାବଳି ଏକ ନୂଆ ସ୍ବାଦ ଦେଉଛି। ସେହିଭଳି ପାଇନଆପଲ୍‌ ଚିକେନ୍‌ ହେଉଛି ଏକ ମିଠା ସ୍ବାଦଯୁକ୍ତ ଖାଦ୍ୟ। ଯୁବପିଢ଼ି ଏହାକୁ ଭାରି ପସନ୍ଦ କରୁଛନ୍ତି। ସ୍ନାକ୍ସରେ ଓ ମେନ୍‌ କୋର୍ସରେ ବି ଏହାକୁ…

୧୪ ମହଲା ବିଲ୍ଡିଂରେ ରହିଛି ଛୋଟ ସହର…

ଆମେରିକାର ଉତ୍ତରରେ ଥିବା ଆଲାସ୍କାର ହ୍ବିଟିୟରରେ ଏକ ୧୪ ମହଲା ବିଲ୍ଡିଂ ରହିଛି। ଏହି ବିଲ୍ଡିଂ ଏକ ଛୋଟ ସହର ସହିତ ସମାନ। ଏଠାରେ ୨ଶହ ପରିବାର ବାସ କରୁଛନ୍ତି। ଲୋକମାନଙ୍କ ପାଇଁ ଆବଶ୍ୟକ ସମସ୍ତ ସାଧାରଣ ବ୍ୟବସ୍ଥା ଏହି ଛୋଟ…

ମୁଁ ପରଦେଶୀ ଚଢ଼େଇ

ଥରେ ମନେପକାନ୍ତୁ ନା ରବି କିନ୍ନାଗୀଙ୍କ ନିର୍ଦ୍ଦେଶିତ ତଥା ଶ୍ରୀରାମ ପଣ୍ଡା-ରାମେଶ୍ୱରୀ ଅଭିନୀତ ସେହି ସୁପରହିଟ୍‌ ଓଡ଼ିଆ ସିନେମା ‘ମାନିନୀ’କୁ। ରାଧାକୃଷ୍ଣ ଭଞ୍ଜଙ୍କ ସ୍ବର ସଂଯୋଜନାରେ ଏହାର ସମସ୍ତ ଗୀତ ଦର୍ଶକଙ୍କୁ ପ୍ରଭାବିତ କରିଥିଲା। ତନ୍ମଧ୍ୟରୁ ଗୋଟିଏ ଥିଲା ‘ମୁଁ ପରଦେଶୀ…

ଗଠନ ହେଲା କମିଶନରେଟ୍‌ ପୋଲିସର ଏସ୍‌ପିଓ ଟିମ୍‌: ପୋଲିସଙ୍କ ଭଳି ମିଳିବ କ୍ଷମତା, ଅଭିଯୁକ୍ତଙ୍କୁ ଗିରଫ କରିପାରିବେ

ଭୁବନେଶ୍ୱର,୨।୧(ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ କରାଯାଇଥିବା ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ୟୁନିଟର ଶୁଭାରମ୍ଭ କରାଯାଇଛି। ଗୁରୁବାର କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ପାଳନ…

କମିଶନରେଟ୍‌ ପୋଲିସ ମୁଖ୍ୟାଳୟ ହେବ ‘ପୋଲିସ ସେବା ଭବନ’: ଏବେଠୁ ‘ଆମ ପୋଲିସ-ଆମ ସୁରକ୍ଷା’

ଭୁବନେଶ୍ୱର,୨।୧(ବ୍ୟୁରୋ): କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ଗୁରୁବାର ଓଏସ୍‌ଏସ୍‌ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ପାଳନ କରାଯାଉଛି। ଏହି ଅବସରରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ବଡ଼ ଘୋଷଣା କରିଛନ୍ତି। କମିଶନରେଟ ପୋଲିସ ମୁଖ୍ୟାଳୟର ନାମ ବଦଳି ପୋଲିସ ସେବା ଭବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri