Home

ତାଲିବାନ ଆକ୍ରମଣରେ ୨୬ ଆଫ୍‌ଗାନ ସୈନ୍ୟ ନିହତ

କାବୁଲ,୨ା୧: ଉତ୍ତର ଆଫଗାନିସ୍ତାନରେ ତାଲିବାନମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବିଭିନ୍ନ ସ୍ଥାନରେ ସେମାନେ ଆକ୍ରମଣ କରିଥିବାବେଳେ ଏଥିରେ ୨୬ ଜଣ ଆଫ୍‌ଗାନ ସୈନ୍ୟ ପ୍ରାଣ ହରାଇଥିବା ଜଣାପଡ଼ିଛି। ତାଲିବାନ ପକ୍ଷରୁ ଏହି ଆକ୍ରମଣ ଲାଗି ନିଜକୁ ଦାୟୀ କରାଯାଇଛି। ଉତ୍ତର କୁନ୍ଦୁଜ୍‌ର…

ପାକ୍‌ ଜେଲରେ ୨୮୨ ଭାରତୀୟ

ଇସ୍‌ଲାମାମାଦ,୨ା୧(ପି.ଟି.): ପାକିସ୍ତାନର ଜେଲ୍‌ଗୁଡ଼ିକରେ ୨୮୨ ଭାରତୀୟ ବନ୍ଦୀ ରହିଛନ୍ତି। ପାକିସ୍ତାନ ପକ୍ଷରୁ ଭାରତକୁ ହସ୍ତାନ୍ତର କରାଯାଇଥିବା କଏଦୀଙ୍କ ତାଲିକାରୁ ଏହା ଜଣାପଡ଼ିଛି। ଉଭୟ ଦେଶ ପରସ୍ପରକୁ ବର୍ଷକୁ ଦୁଇଥର (ଜାନୁୟାରୀ ୧ ଓ ଜୁଲାଇ ୧)ରେ ନିଜ ନିଜ ଦେଶରେ ବନ୍ଦୀ…

ଆଣବିକ କ୍ଷେପଣାସ୍ତ୍ର ଘାଟି: ଭାରତ-ପାକିସ୍ତାନ ତାଲିକା ଦିଆନିଆ

ନୂଆଦିଲ୍ଲୀ,୨ା୧(ପି.ଟି.): ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନରେ କେତେ ଆଣବିକ କ୍ଷେପଣାସ୍ତ୍ର ଘାଟି ରହିଛି ତାହାର ଏକ ତାଲିକା ନୂଆଦିଲ୍ଲୀକୁ ପ୍ରଦାନ କରିଛି ଇସ୍‌ଲାମାବାଦ। ୨୯ ବର୍ଷ ଧରି ଦୁଇଦେଶ ମଧ୍ୟରେ ଏହି ତାଲିକା ଦିଆନିଆ ପରମ୍ପରା ବଜାୟ ରହିଛି।…

ଚାଇନା ସୀମା ଉପରେ ଅଧିକ ନଜର ଆବଶ୍ୟକ: ନୂଆ ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୨ା୧: ଚାଇନା ସୀମା ଉପରେ ଅଧିକ ନଜର ରଖାଯିବା ଜରୁରୀ ବୋଲି ନୂଆ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ବୁଧବାର କହିଛନ୍ତି। ସବୁ ସମୟରେ ଆକ୍ରମଣ ପାଇଁ ପ୍ରସ୍ତୁତ ରହିବା ସେନାର ପ୍ରାଥମିକତା ହେବ। ଏଥିସହିତ ମାନବାଧିକାରକୁ ସମ୍ମାନ ଦେବା…

ଦୂତାବାସ ଅଧିକାରୀଙ୍କୁ ଇରାନର ସମନ

ତେହେରାନ,୨ା୧(ପି.ଟି.): ପଡୋଶୀ ଇରାକରେ ଆମେରିକା ଯୁଦ୍ଧ ଉତ୍ତେଜନା ସୃଷ୍ଟି କରୁଥିବାରୁ ଇରାନରେ ଏହାର ସ୍ବାର୍ଥ ପାଇଁ କାର୍ଯ୍ୟ କରୁଥିବା ସ୍ବିସ୍‌ ଦୂତାବାସର ଅଧିକାରୀଙ୍କୁ ତେହେରାନ ସମନ କରିଛି। ଇରାନ ବହିର୍ବ୍ୟାପାର ମନ୍ତ୍ରଣାଳୟ ଆମେରିକା ଧମକ ଉପରେ ତୀବ୍ର ପ୍ରତିକ୍ରିୟା ଦୂତାବାସ ଅଧିକାରୀଙ୍କୁ…

ବର୍ଷ ଆରମ୍ଭରୁ ମୁହଁ।ମୁହିଁ

ଓ୍ବାଶିଂଟନ,୨ା୧(ପି.ଟି.): ଇରାକ ରାଜଧାନୀ ବାଗଦାଦରେ ଇରାନ ସମର୍ଥତ୍ତ ବିଦ୍ରୋହୀଙ୍କ ଉପରେ ଆକାଶମାର୍ଗରୁ ଆକ୍ରମଣ କରିଥିଲା ଆମେରିକା। ଏହାକୁ ନେଇ ଉତ୍ତ୍ୟକ୍ତ ବିକ୍ଷୋଭକାରୀମାନେ ବାଗଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ କରିଥିଲେ। ସେମାନଙ୍କୁ ଘଉଡାଇବା ପାଇଁ ଆମେରିକୀୟ ବଳ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲେ।…

ଓଡ଼ିଶାର ଇ-ଗେଜେଟ୍‌ ପୋର୍ଟାଲ ଉଦ୍‌ଘାଟିତ: ବ୍ୟବସ୍ଥାର ପୂର୍ଣ୍ଣ ବିନିଯୋଗ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ରାଜ୍ୟରେ ୫ମ ଥର ପାଇଁ ବିଜେଡି ନେତୃତ୍ୱାଧୀନ ସରକାର ଶାସନ କ୍ଷମତାକୁ ଫେରିବାପରେ ବିଭିନ୍ନ ପ୍ରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି। ଦୁର୍ନୀତି ବିରୋଧରେ ସରକାର ଏକ ପ୍ରକାର ମିଶନ ଆରମ୍ଭ କରିଦେଇଛନ୍ତି। ସେହିକ୍ରମରେ ବର୍ତ୍ତମାନ ସରକାରୀ…

ପିଏମ୍‌-କିଷାନର ତୃତୀୟ କିସ୍ତି ଆଜି

ନୂଆଦିଲ୍ଲୀ,୨ା୧(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ତୃତୀୟ କିସ୍ତି ୨୦୦୦ ଟଙ୍କା ଗୁରୁବାର ଛଡ଼ାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ଟୁମ୍‌କୁରଠାରେ ଏକ ସାଧାରଣ ସଭାରେ ୨୦୧୯ ଡିସେମ୍ବରରୁ ୨୦୨୦ ମାର୍ଚ୍ଚ ଅବଧି ପାଇଁ ଏହି ସହାୟତା ରାଶି ହିତାଧିକାରୀ…

ସିଏଏକୁ ନେଇ ଭାଜପା-କେରଳ ସରକାର ମୁହାଁମୁହିଁ: ‘ବିଧାନସଭାର ବିଶେଷାଧିକାର ରହିଛି’

ଥିରୁଭାନନ୍ତପୁରମ୍‌,୨ା୧: ସିଏଏକୁ ବିରୋଧ ସହ ଏହାକୁ ପ୍ରତ୍ୟାହାର କରିବା ଲାଗି କେରଳ ସରକାର ବିଧାନସଭାରେ ଏକ ପ୍ରସ୍ତାବ ଗୃହୀତ କରିବା ପରେ ଭାଜପା ପକ୍ଷରୁ ଏଭଳି ପ୍ରକ୍ରିୟାକୁ ତୀବ୍ର ସମାଲୋଚନା କରାଯାଇଛି। ମଙ୍ଗଳବାର କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ପାର୍ଲାମେଣ୍ଟରେ ଗୃହୀତ…

୫ ପଡ଼ୋଶୀ ରାଷ୍ଟ୍ରକୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ବ୍ୟତୀତ ଅନ୍ୟ ୫ଟି ପଡୋଶୀ ଦେଶର ୭ ଜଣ ନେତାଙ୍କୁ ଫୋନ୍‌ ଯୋଗେ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତବାସୀଙ୍କ ତରଫରୁ ନବବର୍ଷର ଅଭିନନ୍ଦନ ଜଣାଇ ମୋଦି କହିଥିଲେ,…

ଲାଞ୍ଚ ମାମଲାରେ ଡିଆର୍‌ଆଇ ଏଡିଜି ଗିରଫ

ନୂଆଦିଲ୍ଲୀ,୨ା୧(ପି.ଟି.): ୨୫ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସିବିଆଇ ବୁଧବାର ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଚନ୍ଦ୍ରଶେଖର ଏବଂ ଜଣେ ମଧ୍ୟସ୍ଥଙ୍କୁ ଗିରଫ କରିଛି। ସିବିଆଇ ନୂଆଦିଲ୍ଲୀ, ନୋଏଡା ଏବଂ ଲୁଧିଆନାରେ ଚଢ଼ାଉ କରିଥିଲା। ଲୁଧିଆନାରେ…

ସର୍ବଭାରତୀୟ ନିଯୁକ୍ତି ବିଜ୍ଞପ୍ତି ପ୍ରତ୍ୟାହାର କଲେ ଜମ୍ମୁ-କଶ୍ମୀର ହାଇକୋର୍ଟ

ଜମ୍ମୁ,୨ା୧(ପି.ଟି.): ଜମ୍ମୁ-କଶ୍ମୀର ଓ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ବିଭିନ୍ନ ଅଦାଲତରେ ୩୩ ଅଣଗେଜେଟେଡ୍‌ କର୍ମଚାରୀ ନିଯୁକ୍ତି ଲାଗି ହାଇକୋର୍ଟ ସର୍ବଭାରତୀୟ ସ୍ତରରୁ ପ୍ରାର୍ଥୀ ଆହ୍ବାନ କରି ବିଜ୍ଞପ୍ତି ପ୍ରକାଶ କରିଥିଲେ। ଗତବର୍ଷ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri