Home

ପୋଲିସ-ଭାଜପା କର୍ମୀ ସଂଘର୍ଷ

କୋଲକାତା,୧୩ା୧୧(ପି.ଟି.): ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ ଡେଙ୍ଗୁ ମୃତ୍ୟୁକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବୁଧବାର ବିକ୍ଷୋଭ ଚାଲିଥିଲାବେଳେ ଏହା ହିଂସାତ୍ମକ ରୂପ ନେଇଛି। ଭାଜପା ଯୁବମୋର୍ଚ୍ଚା କର୍ମୀମାନେ ସେଣ୍ଟ୍ରାଲ ଆଭେନ୍ୟୁରୁ ଶୋଭାଯାତ୍ରାରେ ବାହାରି କୋଲକାତା ମ୍ୟୁନିସିପାଲ କର୍ପୋରେଶନ ମୁଖ୍ୟାଳୟକୁ ଘେରାଉ କରିବାକୁ…

ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି

ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି ଆଇଆଇସି…

ମହିଳାଙ୍କଠାରୁ ଝାମ୍ପିନେଲେ ୫୦ ହଜାର

ଜଗତ୍‌ସିଂହପୁର ଅଫିସ,୧୪ା୧୧: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ମଣ୍ଡାସାହି-ଉତ୍ତରାଖଣ୍ଡ ରାସ୍ତା ମଧ୍ୟରେ ବୁଧବାର ଅପରାହ୍ନରେ ଜଣେ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟ୍‌ ହୋଇଛି। ଏହି ମହିଳା ହେଲେ ମଣ୍ଡାସାହି ଉତ୍ତରାଣ୍ଡର ଅନ୍ନପୂର୍ଣ୍ଣା ଦାସ। ଅନ୍ନପୂର୍ଣ୍ଣାଙ୍ଗ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୩୯୯/୧୯…

ଚାନ୍ଦା ନ ଦେବାରୁ ପିଟି ହତ୍ୟା

କଟିହାର,୧୪ା୧୧(ପି.ଟି.): ପଶ୍ଚିମବଙ୍ଗର ଏକ ହାଟକୁ ଗୋରୁ ବିକିବା ପାଇଁ ନେଉଥିବା ଜଣେ ବ୍ୟକ୍ତିଙ୍କୁ ବିହାରର କଟିହାର ଜିଲାରେ କିଛି ଦୁର୍ବୃତ୍ତ ପିଟିପିଟି ମାରିଦେଇଛନ୍ତି। ସୋମବାର ସନ୍ଧ୍ୟାରେ ଏହି ଘଟଣା ଘଟିଛି। ମୃତକଙ୍କ ନାଁ ମହମ୍ମଦ ଜମାଲ ବୋଲି ଜଣାପଡିଛି। ପୋଲିସ କହିବା…

ଜଗତ୍‌ସିଂହପୁର ଥାନା: ସପ୍ତାହରେ ସର୍ବାଧିକ ନାରୀ ନିର୍ଯାତନା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୪ା୧୧: ଜଗତ୍‌ସିଂହପୁର ଥାନାରେ ଗତ୬ରୁ ୧୨ତାରିଖ ମଧ୍ୟରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ନାରୀ ନିର୍ଯାତନା ସମ୍ବନ୍ଧୀୟ ଥିବା ଜଣାଯାଇଛି। ବିଶେଷକରି ଯୌତୁକ ନିର୍ଯାତନା ଓ ଧମକ ଆଦି ଅଭିଯୋଗ ରହିଛି। ଏହାବାଦ୍‌ ଦୁର୍ଘଟଣା, ଗାଳିଗୁଲଜ,…

ଶିବସେନା ଦାବି ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ/ମୁମ୍ବାଇ,୧୪ା୧୧(ପି.ଟି.): ୫୦:୫୦ ସୂତ୍ରରେ ମୁଖ୍ୟମନ୍ତ୍ରୀ ପଦବୀ ଭାଗବଣ୍ଟା ସମେତ ଶିବସେନାର ଅନ୍ୟ ଦାବିଗୁଡ଼ିକ ଗ୍ରହଣଯୋଗ୍ୟ ନୁହେଁ। ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହେବା ପରେ ରାଜନୈତିକ ସଙ୍କଟକୁ ନେଇ ବୁଧବାର ପ୍ରଥମଥର ପାଇଁ ମୁହଁ ଖୋଲି ଏପରି ସ୍ପଷ୍ଟବାଣୀ ଶୁଣାଇଛନ୍ତି ଭାଜପା…

କୂଳ ଲଙ୍ଘୁଛି ଡାହୁକା: ନଷ୍ଟ ହେଉଛି ଜାମୁ ଜଙ୍ଗଲ

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ସହରଠାରୁ ୫ କିଲୋମିଟର ଦୂର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଯଦୁପୁର ଗ୍ରାମ ଡାହୁକା ନଦୀ କୂଳରେ ରହିଛି ବୃହତ୍ତ ଜାମୁ ଜଙ୍ଗଲ। ୮୦୦ ମିଟର ପରିଧିରେ ୨୦ ଏକରରୁ ଊର୍ଦ୍ଧ୍ୱ ଜମିରେ ପ୍ରାୟ ୫୦୦ରୁ ଅଧିକ ଜାମୁଗଛ ରହିଛି।…

୮,୧୨୬ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୮ ହଜାର ୧୨୬ କୋଟି ୩୨ ଲକ୍ଷ ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ଏହାକୁ ଅନୁମୋଦନ ପାଇଁ ବିଧାନସଭାରେ ଉପସ୍ଥାପନ କରିଛନ୍ତି। ତେବେ ଏହାକୁ…

ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ଯିଏ ଯେଉଁଠି ପାରିଲା ଡ୍ୟାମରେ ପଶି ଜାଲ ଓ ମଶାରି ପକାଇ ଡାହୁକା…

ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଯାପିତ: ପର୍ଯ୍ୟଟନ କ୍ଷେତ୍ର ଚିଲିକାର ବିକାଶ ନିତାନ୍ତ ଆବଶ୍ୟକ

ବାଲୁଗାଁ,୧୪ା୧୧(ଡି.ଏନ.ଏ.): ନିଳାମ୍ବୁ ଚିିଲିକା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସମ୍ପ୍ରତି ଚିଲିକାର ପୃଷ୍ଠଭୂମି ଅବକ୍ଷୟ ଦିଗକୁ ଗତି କରୁଥବା ବେଳେ ଏହାର ବିକାଶ ନିତାନ୍ତ ଆବଶ୍ୟକ ହୋଇପଡ଼ିଛି। ଏ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ…

କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ବ୍ୟବସ୍ଥା ଅନୁଯାୟୀ ଖଣ୍ଡପଡା ବ୍ଲକ କୋସକାଠାରେ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲାଯାଇଛି।…

ନଷ୍ଟ ହେଉଛି ହେଲିପ୍ୟାଡ୍‌, ଗଦା ହେଉଛି ଚିପ୍ସ, ବାଲି

ସୋନପୁର,୧୪।୧୧(ନି.ପ୍ର.) – ସୁବର୍ଣ୍ଣପୁର ସହରର ରାମେଶ୍ୱର ନିକଟରେ ନିର୍ମିତ ହୋଇଥିବା ୩ଟି ହେଲିପ୍ୟାଡ୍‌ ଏବେ ନଷ୍ଟ ହେବାକୁ ବସିଛି । ହେଲିପ୍ୟାଡ୍‌ରେ ଚିପ୍ସ ଓ ବାଲି ଗଛିତ କରି ରଖାଯାଉଛି । ଚିପ୍ସ ବୋଝେଇ ଟିପର ଯିବା ଆସିବା ଫଳରେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri