Home

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି। ଏହି ଚୟନ ପ୍ରକ୍ରିୟା ଭୋଟିଂ ମାଧ୍ୟମରେ କରାଯାଉଛି। କାରଣ ଆଇସିସି ପ୍ରଶଂସକମାନଙ୍କ ପାଇଁ…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌ କମ୍ପାନୀଗୁଡ଼ିକ ଗ୍ରାହକଙ୍କ ତଥ୍ୟକୁ ସେମାନଙ୍କ ବ୍ୟବସାୟିକ ସମ୍ପତ୍ତି ଭାବେ ବିବେଚନା ନ କରି…

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୧ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍‌ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ ଅମିରାବାଦ, ବାଙ୍କିଛନ୍ଦା, ମେର୍ଦ୍ଦା, ଓଳିଆ ଗ୍ରାମର ନବମ ଓ ଦଶମ ଶ୍ରେଣୀରେ ପଢୁଥିବା…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଅତିରିକ୍ତ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର ବ୍ୟାଟରମାନଙ୍କୁ ନିଜ ସ୍ପିନ ଜାଲରେ ଏପରି ଭାବେ ଫସାଇଥିଲେ ଯେ ଖେଳ ମାତ୍ର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ କରିଛନ୍ତି। ପାକିସ୍ତାନର ଦ୍ୱିତୀୟ ଇନିଂସରେ ଅବଦୁଲ୍ଲା ଶଫିକଙ୍କ କ୍ୟାଚ ଧରି ରୁଟ ନିଜ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ ଉପରେ କରାଯାଇଥିବା ପରୀକ୍ଷାରୁ ଏହା ବିଭିନ୍ନ ପ୍ରଜାତିର ନାଗ ସାପ ବିଷ ବିରୋଧରେ…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪ ଜଣ ହିତାଧିକାରୀ ପଞ୍ଜୀକରଣ କରି ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ବର୍ଷା ଯୋଗୁ ବିଦ୍ୟୁତ…

ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍‌ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ

ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ମିଳିତ ଭାବେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?