ଉପମୁଖ୍ୟମନ୍ତ୍ରୀ ପଦ ମାଗିଲା କଂଗ୍ରେସ
ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ରାଜନୀତି ପୁଣି ଚର୍ଚ୍ଚାରେ। ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ଶନିବାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କହିଛନ୍ତି। ଇତିମଧ୍ୟରେ କିନ୍ତୁ କଂଗ୍ରେସ ପୁଣି ଥରେ ଅଡୁଆ ସୃଷ୍ଟି କରିଥିବା ଆଲୋଚନା ହେଲାଣି। ପୂର୍ବରୁ…
ଏ ବର୍ଷ ଶୀତ କମ୍
ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ବିଗତ ବର୍ଷଗୁଡ଼ିକ ତୁଳନାରେ ଚଳିତବର୍ଷ ଅଧିକ ଶୀତ ହେବ ନାହିଁ। ନଭେମ୍ବର ଶେଷ ହେବାକୁ ବସିଲାଣି ହେଲେ ଏ ପର୍ଯ୍ୟନ୍ତ ଭଲ ଭାବରେ ଶୀତ ପଡ଼ିନାହିଁ। ଆଗକୁ ମଧ୍ୟ ସେଭଳି ଶୀତ ହେବାର ସମ୍ଭାବନା ନାହିଁ ବୋଲି…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ
ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପ୍ରର୍ଯ୍ୟାୟରେ ୬ଟି ଜିଲାର ୧୩ଟି…
ଶୀତଦିନେ ପିଅନ୍ତୁ ଗୁଡ ମିଶ୍ରିତ କ୍ଷୀର
ଶୀତଦିନ ଆସିଲେ ଥଣ୍ଡା ସର୍ଦ୍ଦି ଏକ ସାଧାରଣ ସମସ୍ୟା ପାଲଟି ଯାଇଥାଏ। ହେଲେ ଘରୋଇ ଉପଚାର ମାଧ୍ୟମରେ ଆମେ ଏହାକୁ ସହଜରେ ଠିକ୍ କରିପାରିବା। ବିଶେଷ ଭାବେ ଯେଉଁମାନେ ନିୟମିତ କ୍ଷୀର ପିଉଛନ୍ତି ସେମାନେ ଏହାଦ୍ୱାରା ସହଜରେ ଛୋଟମୋଟ ଥଣ୍ଡା ସର୍ଦ୍ଦିକୁ…
ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ
ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍ କ୍ରିମେଟୋରିୟମ୍ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ଥାନ ପାଇଛି ସ୍ବର୍ଗଦ୍ୱାର। ଏହାର ପ୍ରକ୍ରିୟା ବି ତ୍ୱରାନ୍ବିତ ହୋଇଛି। ସ୍ବର୍ଗଦ୍ୱାର ପ୍ରତି…
ସ୍ଥାଣୁ ପାଲଟିଛି ଭିଜିଲାନ୍ସର ସୋସିଆଲ ମିଡିଆ
କଟକ ଅଫିସ, ୩୦ା୧୧: ଓଡ଼ିଶା ଭିଜିଲାନ୍ସ ବିଭାଗରେ ଶତାଧିକ ଦୁର୍ନୀତି ଅଭିଯୋଗ ତଦନ୍ତ ନ ହୋଇ ପଡ଼ିରହିଛି। ଏପରି ସ୍ଥଳେ ରାଜ୍ୟରେ ଦୁର୍ନୀତି କମିଛି ବୋଲି ନିକଟରେ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ ଇଣ୍ଡିଆ (ଟିଆଇଆଇ) ନାମକ ଏକ ଅଣସରକାରୀ ସଂସ୍ଥାର ସର୍ଭେ ରିପୋର୍ଟ…
ଶ୍ରୀଲଙ୍କାକୁ ୪୫୦ ନିୟୁତ ଡଲାର ଋଣ ଦେବ ଭାରତ
ନୂଆଦିଲ୍ଲୀ,୩୦ା୧୧(ପି.ଟି.): ଶ୍ରୀଲଙ୍କାରେ ଆତଙ୍କବାଦ ଦମନ ଲାଗି ୫୦ ନିୟୁତ ଡଲାର ସମେତ ୪୫୦ ନିୟୁତ ଡଲାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ…
ଇଲେକ୍ଟୋରାଲ ବଣ୍ଡ୍ ଉପରେ ରହିତାଦେଶ ଲାଗି ଆବେଦନ
ନୂଆଦିଲ୍ଲୀ,୩୦ା୧୧(ଆଇଏଏନ୍ଏସ୍): ଇଲେକ୍ଟୋରାଲ ବଣ୍ଡ୍ ଯୋଜନା ଉପରେ ରହିତାଦେଶ ଲାଗି ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମ (ଏଡିଆର୍) ପକ୍ଷରୁ ଶୁକ୍ରବାର ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଏଡିଆର୍ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଏହି ଆବେଦନ କରିଛନ୍ତି। ୨୦୧୮ ଜାନୁୟାରୀ ୨ରେ କେନ୍ଦ୍ର…
ସିଜେଆଇ, ୩ ବରିଷ୍ଠତମ ବିଚାରପତିଙ୍କୁ ପିଆଇଏଲ୍ ଦାୟିତ୍ୱ : ନୂଆ ରୋଷ୍ଟର୍ ଜାରି କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦ା୧୧(ପି.ଟି.): ସୁପ୍ରିମକୋର୍ଟ ଏକ ନୂଆ ରୋଷ୍ଟର୍ ଜାରି କରିଛନ୍ତି। ଏଣିକି ଜନସ୍ବାର୍ଥ ମାମଲା(ପିଆଇଏଲ୍)ଗୁଡ଼ିକର ଶୁଣାଣି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେଙ୍କ ସହ ଅନ୍ୟ ୩ ବରିଷ୍ଠତମ ବିଚାରପତି କରିବେ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ସୁପ୍ରିମକୋର୍ଟ ବିଚାରପତିମାନଙ୍କ କାର୍ଯ୍ୟ…
୧୦୦୦ଫୁଟ୍ ଉପରୁ ଖସି ଗୋବ୍ରାଇଟ୍ଙ୍କ ପରଲୋକ
ଓ୍ବାଶିଂଟନ, ୩୦।୧୧: ଉତ୍ତର ମେକ୍ସିକୋର ଏକ ୧୦୦୦ ଫୁଟ୍ ଉଚ୍ଚ ଶିଳା ଉପରୁ ଖସିପଡ଼ି ଆମେରିକାର ପ୍ରଖ୍ୟାତ ପର୍ବତାରୋହୀ ବ୍ରାଡ୍ ଗୋବ୍ରାଇଟ୍ଙ୍କ ପରଲୋକ ହୋଇଛି। ୩୧ ବର୍ଷୀୟ ଗୋବ୍ରାଇଟ୍ ଓ ତାଙ୍କ ସହଯାତ୍ରୀ ଆଇଡାନ୍ ଜାକୋବ୍ସନ୍ (୨୬) ନୁଏଭୋ ଲେଓନ୍ ରାଜ୍ୟର…
ଲଣ୍ଡନ ବ୍ରିଜ୍ରେ ଛୁରାମାଡ଼
ଲଣ୍ଡନ,୩୦ା୧୧: ଲଣ୍ଡନ ବ୍ରିଜ୍ରେ ଜଣେ ଛୁରାଧାରୀଙ୍କ ଆକ୍ରମଣରେ ଅନେକ ଲୋକ ଆହତ ହୋଇଛନ୍ତି। ପୋଲିସ ଗୁଳିରେ ସମ୍ପୃକ୍ତ ଆକ୍ରମଣକାରୀ ନିହତ ହୋଇଛନ୍ତି। ଏହା ଏକ ଆତଙ୍କବାଦୀ ଆକ୍ରମଣ ବୋଲି ପୋଲିସ କହିଛି। ଲଣ୍ଡନର ପ୍ରସିଦ୍ଧ ଲଣ୍ଡନ ବ୍ରିଜ୍ରେ ଶୁକ୍ରବାର ଅପରାହ୍ନ ୨ଟାରେ…
କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ଲାଗି ଅନୁଭବଙ୍କ ଦାବି
ନୂଆଦିଲ୍ଲୀ,୩୦ା୧୧: କେନ୍ଦ୍ରାପଡାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବିଜେଡି ଏମ୍ପି ଅନୁଭବ ମହାନ୍ତି ଶୁକ୍ରବାର ଦାବି କରିଛନ୍ତି। ଏହାଦ୍ୱାରା ଉକ୍ତ ଅଞ୍ଚଳକୁ ପର୍ଯ୍ୟଟକଙ୍କ ଆଗମନ ବଢ଼ିବା ସହ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସେ କହିଛନ୍ତି। ଫେବୃୟାରୀରେ…
Archives


