Home

୨୮ତମ ସେନା ମୁଖ୍ୟ ହେଲେ ନରାଓ୍ବଣେ: ନୂଆବର୍ଷରୁ ସିଡିଏସ୍‌ ଭାର ସମ୍ଭାଳିବେ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ମଙ୍ଗଳବାର ୨୮ତମ ସେନା ମୁଖ୍ୟ ଭାବେ ଲ୍ୟୁଟନାଣ୍ଟ୍‌ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନରାଓ୍ବଣେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ଆସନ୍ତା ୩ ବର୍ଷ ଏହି ପଦବୀରେ କାର୍ଯ୍ୟ କରିବେ। ଏହା ସହିତ ଜେନେରାଲ ବିପିନ୍‌…

ନୂଆବର୍ଷ ସେଲିବ୍ରେଟ କରିବାକୁ ଗୋଆରେ ପହଞ୍ଚିଲେ ମଲାଇକା

ମୁମ୍ବାଇ: ଆଉ କିଛି ସମୟ ପରେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରାଯିବ। ଏଥିପାଇଁ ଗାଁରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ନୂଆବର୍ଷକୁ ପାଳିବା ପାଇଁ ନିଜ ନିଜ ପସନ୍ଦର ସ୍ଥାନ…

ନୂଆବର୍ଷ ପୂର୍ବ ରାତିରେ ଖାଆନ୍ତୁ ଏସବୁ ଆସିବ ସୌଭାଗ୍ୟ

ନୂଆବର୍ଷକୁ କିଏ କେତେ ଢଙ୍ଗରେ ପାଳନ କରି ଥାଆନ୍ତି। ହେଲେ କିଛି ଦେଶରେ ନୂଆବର୍ଷରେ ଖାଦ୍ୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। କାରଣ ଏସବୁ ଖାଦ୍ୟ ସୁଖ ସମୃଦ୍ଧି ଆଣି ଦିଏ ବୋଲି ବିଶ୍ୱାସ ରହିଛି। ମାଛ: କେତେକ ୟୁରୋପୀୟ ଦେଶରେ ନୂଆବର୍ଷ…

ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍‌ ଦ୍ୱାରା ଭଲ ହେବ କ୍ୟାନସର !

ଅହମ୍ମଦାବାଦ୍‌,୩୧।୧୨: ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍‌ ଦ୍ୱାରା କ୍ୟାନସର ଭଲ ହେବ ବୋଲି ଗୁଜରାଟର ସର୍ଦ୍ଦାର ବଲ୍ଲଭଭାଇ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ପ୍ରଫେସର ଡ. ଭାରତ ଢ଼ୋଲକିଆଙ୍କ ନେତୃତ୍ୱରେ ହୋଇଥିବା ଦୀର୍ଘଦିନର ଗବେଷଣାରୁ…

ଶାହରୁଖଙ୍କୁ ପ୍ରଶଂସକଙ୍କ ଧମକ

ମୁମ୍ବାଇ: କିଛି ଦିନ ହେବ ବଡ଼ ପରାଦାରୁ ଦୂରେଇ ରହିଛନ୍ତି ବଲିଉଡ୍‌ ବାଦଶାହ। ଶେଷଥର ନିର୍ଦ୍ଦେଶକ ଆନନ୍ଦ ଏଲ୍‌ ରୟଙ୍କ ଫିଲ୍ମ ‘ଜିରୋ’ରେ ତାଙ୍କୁ ଦେଖିବାକୁ ମିଳିଥିବା ବେଳେ ଏବେ ପର୍ଯ୍ୟନ୍ତ ଶାହରୁଖ ଖାଁଙ୍କର କୌଣସି ନୂଆ ପ୍ରୋଜେକ୍ଟ ଆସିନାହିଁ। ବହୁ…

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…

ମସଜିଦ୍‌ ନିର୍ମାଣ ପାଇଁ ୫ ସ୍ଥାନ ଚୟନ କଲେ ଯୋଗୀ ସରକାର

ଅଯୋଧ୍ୟା,୩୧।୧୨: ରାମ ମନ୍ଦିର ମାମଲାର ଚୂଡ଼ାନ୍ତ ରାୟରେ ମସଜିଦ୍‌ ନିର୍ମାଣ ପାଇଁ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୫ଟି ସ୍ଥାନ ଚୟନ କରିଛନ୍ତି। ଏସବୁ ସ୍ଥାନ ପଞ୍ଚକୋଶୀ ପରିକ୍ରମା…

ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୧ ବର୍ଷ ବୟସ ହୋଇଥିଲା। ଖରିଆର ରୋଡ୍‌ସ୍ଥିତ ବାସଭବନରେ ପରଲୋକ ହୋଇଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି। ୪ ଏପ୍ରିଲ…

ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ: ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କିଙ୍କ ଇସ୍ତଫା ଘୋଷଣା

ମୁମ୍ବାଇ, ୩୧।୧୨: ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ ଦେଖାଦେଇଛି। ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କି ଇସ୍ତଫା ଦେବା ସମ୍ପର୍କରେ ଘୋଷଣା କରିଛନ୍ତି। ସେ ଆଉ ରାଜନୀତି ପାଇଁ ଯୋଗ୍ୟ ନ ଥିବା କହି ସନ୍ୟାସ ନେବା ଲାଗି ମନ…

ଥଣ୍ଡାରେ ଥରିଲା ରାଜଧାନୀ: ବିଳମ୍ବରେ ଉଡିଲା ୪୫୦ ବିମାନ

ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସମେତ ଉତ୍ତର ଭାରତରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମଙ୍ଗଳବାର ଦିଲ୍ଲୀରେ ନ୍ୟୁନତମ ତାପମାତ୍ରା ୪ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ଏହି ଖରାପ ପାଗର ପ୍ରଭାବ ସିଧାସଳଖ ବିମାନ ବନ୍ଦର…

ରାହୁଲ ଗାନ୍ଧୀ ଜଣେ ମହାମୂର୍ଖ: ଭାଜପା ଏମ୍‌ପି

କୁରୁକ୍ଷେତ୍ର,୩୧।୧୨:ସିଏଏ ନେଇ କେନ୍ଦ୍ର ସରକାର ଏବଂ ବିରୋଧି ଦଳଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଏହି ମର୍ମରେ କୁରୁକ୍ଷେତ୍ର ଭାଜପା ଏମ୍‌ପି ନାୟବ ସୈନି ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିବା ସହିତ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ସ୍ଥାନୀୟ…

ମୁଖ୍ୟମନ୍ତ୍ରୀଙ୍କ ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଣୋଇଙ୍କ ମୃତ୍ୟୁରେ ସେ ଗଭୀର ଶୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri