ପାଣ୍ଠି ହେର୍ଫେର୍ ଅଭିଯୋଗ: ଅଷ୍ଟ୍ରିଆରେ ଅବସ୍ଥାପିତ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଲେ ଭାରତ ସରକାର
ନୂଆଦିଲ୍ଲୀ,୩୦।୧୨: ପାଣ୍ଠି ହେର୍ଫେର୍ ଅଭିଯୋଗ ଆସିବା ପରେ ଭାରତ ସରକାର ଅଷ୍ଟ୍ରିଆରେ ଅବସ୍ଥାପିତ ଥିବା ରାଷ୍ଟ୍ରଦୂତ ରେନୁପାଲଙ୍କୁ ଫେରାଇ ଆଣିଛନ୍ତିି। ରେନୁଙ୍କ କାର୍ଯ୍ୟକାଳ ପୂରଣ ହେବାର ଏକ ମାସ ପୂର୍ବରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୧୯୮୮ ବ୍ୟାଚ୍ ଏହି ଆଇଏଫ୍ଏସ୍…
ଯୋଗୀ ସରକାରଙ୍କ ଶାସନରେ ପୋଲିସ ହୋଇଉଠିଛି ପ୍ରତିଶୋଧ ପରାୟଣ: ପ୍ରିୟଙ୍କା
ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଡ଼ା ସମାଲୋଚନା କରିଛନ୍ତି। ଯୋଗୀ ସରକାରଙ୍କ ଶାସନରେ ପୋଲିସ ପ୍ରତିଶୋଧ ପରାୟଣ ହୋଇଉଠିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋମବାର ଲକ୍ଷ୍ନୌରେ ଆୟୋଜିତ ଏକ ଗଣମାଧ୍ୟମ…
ଯେଉଁଠି ପଞ୍ଜୁରିରେ ରୁହନ୍ତି ମଣିଷ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ
ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠି ମଣିଷ ପଶୁପକ୍ଷୀଙ୍କ ପରି ପଞ୍ଜୁରି ଭିତରେ ରହିଥା’ନ୍ତି। କାରଣ ବି ସେତିକି ଦୁଃଖଦାୟକ। ଜାଣନ୍ତୁ ଏ ସମ୍ପର୍କରେ… ହଂକଂରେ ଏପରି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଲୋକମାନେ ଲୁହାରେ ତିଆରି ହୋଇଥିବା…
ଏକାଠି ହୁଅ ଭାଜପାକୁ ଏକଘରିଆ କର: ମମତା ବାନାର୍ଜୀ
କୋଲକାତା,୩୦।୧୨: ଏକାଠି ହୋଇ ଭାଜପାକୁ ଏକଘରିଆ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏକ ରାଲିରେ ସମବେତ ଲୋକଙ୍କୁ ଆହ୍ବାନ ଜଣାଇଛନ୍ତି। ସିଏଏକୁ ବିରୋଧ କରି ଏହି ରାଲି କରାଯାଇଥିଲା। ଭାରତ ମାତା ଆମ ସମସ୍ତଙ୍କର। ଆମେ ଯେଉଁଠି ଚାହିଁବା…
ଅଲିମ୍ପିକ୍ କ୍ୱାଲିଫାୟର୍ସ: ଭାରତୀୟ ଦଳରେ ବକ୍ସର ବିକାଶ
ବେଙ୍ଗାଲୁରୁ, ୩୦।୧୨(ପି.ଟି.)- ପ୍ରତ୍ୟାବର୍ତ୍ତନରେ ଭାରତୀୟ ବକ୍ସର ବିକାଶ କ୍ରିଷନ ଦମ୍ଦାର ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଫାଇନାଲ ଟ୍ରାଏଲ ବାଉଟ୍ରେ ବିଜୟୀ ହୋଇ ବିକାଶ ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ପାଇଁ ଭାରତୀୟ ବକ୍ସିଂ ଦଳରେ…
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଯନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ କଳାରାହାଙ୍ଗ, କଳିଙ୍ଗବିହାର ବାସଭବନ ଏବଂ…
ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ
ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ ଅର୍ପିତାଙ୍କ ଭଲପାଇବା ସମସ୍ତଙ୍କ ପାଇଁ ଏବେ ଏକ ଉଦାହରଣ ସୃଷ୍ଟି କରିଛି। ଭାଇ ସଲମାନଙ୍କୁ…
୨ ବର୍ଷରେ ଜଙ୍ଗଲ ବଢ଼ିଛି ୫ ହଜାର ୧୮୮ ବର୍ଗ କିମି
ନୂଆଦିଲ୍ଲୀ,୩୦।୧୨: ଗତ ୨ ବର୍ଷ ମଧ୍ୟରେ ଦେଶର ଜଙ୍ଗଲ ୫ ହଜାର ୧୮୮କିମି ବଢ଼ିଛି। ସୋମବାର ଇଣ୍ଡିଆ ଷ୍ଟେଟ୍ ଅଫ୍ ଫରେଷ୍ଟ୍ ରିପୋର୍ଟ-୨୦୧୯ ପ୍ରକାଶିତ କରି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍କର ଏହା ସୂଚନା ଦେଇଛନ୍ତି। ସେଥିମଧ୍ୟରେ ୩ ହଜାର ୯୭୬ର ଜଙ୍ଗଲ…
ଉତ୍ତର ଭାରତରେ ଘନ କୁହୁଡି ଯୋଗୁ ବିଳମ୍ବରେ ଉଡିଲା ୫ ଶହ ବିମାନ
ନୂଆଦିଲ୍ଲୀ,୩୦।୧୨: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ। ତା’ ସାଙ୍ଗକୁ ଘନ କୁହୁଡି ସାଧାରଣ ଜୀବନଯାତ୍ରାରେ ବ୍ୟଘାତ ସୃଷ୍ଟି କରିଛି। ସୋମବାର ସକାଳେ କୁହୁଡି ଯୋଗୁ ଉତ୍ତର…
ବିପିନ୍ ରାଓ୍ବତ ପ୍ରଥମ ସିଡିଏସ୍
ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ୍ ଷ୍ଟାଫ୍(ସିଡିଏସ୍) ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନା ମୁଖ୍ୟ ଜେନେରାଲ ବିପିନ୍ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ରାଓ୍ବତ ଡିସେମ୍ବର ୩୧ରେ ଅବସର ନେବେ। କ୍ୟାବିନେଟ୍ କମିଟି ପକ୍ଷରୁ ତାଙ୍କ ସିଡିଏସ୍ ପଦବୀ…
ଲାଞ୍ଚ ନେଇ ଧରାପଡ଼ିଲେ ଆଇଏଏସ୍ ଅଫିସର
ଭୁବନେଶ୍ୱର, ୩୦ା୧୨(ବ୍ୟୁରୋ)- ଲାଞ୍ଚ ନେଇ ଧରାପଡ଼ିଛନ୍ତି ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ। ୨୦୦୯ ବ୍ୟାଚ୍ର ଆଇଏଏସ୍ ବିଜୟ କେତନ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ…
ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ଡାକ୍ତରଙ୍କ ନୂଆ ପଦକ୍ଷେପ
ବ୍ରିଟେନ୍: ବିଜ୍ଞାନର ଅଗ୍ରଗତି ଯୋଗୁ ପ୍ରତିଦିନ କିଛି ନା କିଛି ନୂଆ ନୂଆ ଉଦ୍ଭାବନ କରାଯାଉଛି। ଯଦ୍ଦ୍ବାରା ଅସାଧ୍ୟ କାମ ମଧ୍ୟ ସହଜରେ ସାଧନ ହୋଇପାରୁଛି। ଗର୍ଭବତୀମାନଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ବ୍ରିଟେନ୍ର ଡାକ୍ତରମାନେ ଗବେଷଣା କରି ଏକ ସିଦ୍ଧାନ୍ତରେ ଉପନୀତ…
Archives


