Home

ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ କୋହଲି, ବୁମ୍‌ରା

ଲଣ୍ଡନ, ୩୦।୧୨(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ତେବେ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଅନ୍ୟ କୌଣସି ଭାରତୀୟ ଖେଳାଳି ଏହି ଦଳରେ ସ୍ଥାନ ପାଇ…

ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ

ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ ଶିବସେନା,…

ପାକିସ୍ତାନର ଏହି କ୍ରିକେଟର କହିଲେ ‘ଜୟ ଶ୍ରୀରାମ’

ଇସ୍‌ଲାମାବାଦ, ୩୦।୧୨: ହିନ୍ଦୁ ହୋଇଥିବାରୁ ପୂର୍ବତନ ପାକିସ୍ତାନ ଖେଳାଳି ଡାନିସ କନେରିଆଙ୍କୁ ଜାତୀୟ କ୍ରିକେଟ ଟିମରେ ବିରୋଧ କରାଯାଉଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏବେ ଡାନିସ୍‌ ନିଜ ୟୁଟ୍ୟୁବ୍‌ ଚ୍ୟାନେଲରେ ଏକ ଭିଡିଓ…

ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉ: ତାରାପ୍ରସାଦ ବାହିନୀପତି

ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି। ଘଟଣାର…

ବିଶ୍ୱ ମହିଳା ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌: ଦ୍ୱିତୀୟ ସ୍ଥାନରେ ହମ୍ପି

ମସ୍କୋ,୩୦।୧୨(ପି.ଟି.): ଏଠାରେ ଚାଲିଥିବା ମହିଳା ବିଶ୍ୱ ରାପିଡ୍‌ ଓ ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ଗ୍ରାଣ୍ଡ ମାଷ୍ଟର କୋନେରୁ ହମ୍ପି ଦ୍ୱିତୀୟ ଟାଇଟଲ ଦୌଡ଼ରେ ରହିଛନ୍ତି। ପ୍ରଥମ ଦିବସରେ ସେ ଅନ୍ୟ ୩ ଖେଳାଳିଙ୍କ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ୩୨…

ବାପାଙ୍କୁ ‘ହିରୋ’ ବୋଲି ସମ୍ବୋଧନ କଲେ ଅଭିଷେକ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କୁ ଭାରତୀୟ ସିନେମାର ସର୍ବଶ୍ରେଷ୍ଠ ପୁରସ୍କାର ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନୀତ କରାଯାଇଛି। ରବିବାର ନୂଆଦିଲ୍ଲୀରେ ଆୟାଜିତ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଗ୍‌ ବିଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଅମିତାଭଙ୍କ…

ବେଆଇନ ଲାଇସେନ୍ସ୍‌ ପ୍ରଦାନ ମାମଲା: ୧୩ଟି ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୦।୧୨: ମାରଣାସ୍ତ୍ର ରଖିବା ପାଇଁ ବେଆଇନ ଭାବେ ଦିଆଯାଇଥିବା ୨ ଲକ୍ଷ ଲାଇସେନ୍ସ୍‌ ମାମଲାରେ ସିବିଆଇ ପକ୍ଷରୁ ଦେଶର ୧୩ଟି ସ୍ଥାନରେ ସୋମବାର ଚଢ଼ାଉ ଆରମ୍ଭ କରାଯାଇଛି। ଶ୍ରୀନଗର, ଜମ୍ମୁ, ଗୁରୁଗାଓଁ ଏବଂ ନୋଏଡ଼ା ଆଦିଠାରେ ଚଢ଼ାଉ ଜାରି ରହିଛି। ଜମ୍ମୁ-କଶ୍ମୀରର…

ମୋଦି ସରକାରଙ୍କୁ ଚିଠି ଲେଖିଲା ଓ୍ବିକିମିଡିଆ: ନୁଆ ନିୟମ ଯୋଗୁ ବିନାଶ ହୋଇଯିବ ସିଷ୍ଟମ୍‌

ନୂଆଦିଲ୍ଲୀ,୩୦।୧୨: ଭାରତରେ କାମ କରୁଥିବା ଓ୍ବେବସାଇଟ୍‌କୁ ନେଇ କେନ୍ଦ୍ରର ମୋଦି ସରକାର କିଛି ନିୟମ ବଦଳାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ସରକାରଙ୍କ ଦ୍ୱାରା ଆଗତ ହୋଇଥିବା ଡାଟା ପ୍ରୋଟେକ୍ସନ୍‌ ବିଲ୍‌ର ଲକ୍ଷ୍ୟ ହେଉଛି ଡାଟା ଚୋରୀ ଉପରେ ଅଙ୍କୁଶ ଲଗାଇବା। ତେବେ ସୂଚନା…

ଏନ୍‌ଆର୍‌ସି ନେଇ କାହିଁକି ନୀରବ ସୋନିଆ ଗାନ୍ଧୀ: ପ୍ରଶ୍ନ କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୩୦।୧୨: ଏନ୍‌ଆର୍‌ସି ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନୀରବତା ଅବଲମ୍ବନ କରୁଥିବା ନେଇ ଜେଡ଼ିୟୁ ନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ସେ ଏକ ସାକ୍ଷାତ୍‌କାରରେ ପ୍ରଶ୍ନ କରିଛନ୍ତି ଯେ, ଏହି ପ୍ରସଙ୍ଗରେ ସୋନିଆ ଗାନ୍ଧୀ କାହିଁକି ନୀରବତା…

ଦଶନ୍ଧିର ଟେଷ୍ଟ ଦଳରେ କୋହଲିଙ୍କୁ ଅଧିନାୟକ ବାଛିଲେ ପଣ୍ଟିଂ

ମେଲବୋର୍ନ,୩୦।୧୨(ପି.ଟି)- ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଦଶନ୍ଧିର ଟେଷ୍ଟ ଦଳ ଚୟନ କରିଛନ୍ତି। ତାଙ୍କର ଏହି ଦଳରେ ସେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନେତୃତ୍ୱ ପ୍ରଦାନ କରିଛନ୍ତି। ଏହି ଦଳରେ ୪ଜଣ ଇଂଲଣ୍ଡ କ୍ରିକେଟରଙ୍କୁ ମଧ୍ୟ ସେ ସ୍ଥାନ…

ଭାରତୀୟ ଯବାନଙ୍କୁ ହନିଟ୍ରାପ୍‌ରେ ଫସାଇବାକୁ ଯୋଜନା କରୁଛି ଆଇଏସ୍‌ଆଇ

ଇସ୍‌ଲାମାବାଦ୍‌,୩୦।୧୨: ପାକିସ୍ତାନୀ ଗୁଇନ୍ଦା ବିଭାଗ ଆଇଏସ୍‌ଆଇ ସୋସିଆଲ ମିଡିଆ ଜରିଆରେ ଭାରତୀୟ ଯବାନଙ୍କୁ ହନିଟ୍ରାପ୍‌ରେ ଫସାଇବାକୁ ବଡ଼ ଯୋଜନା କରୁଥିବା ଜଣାପଡ଼ିଛି। ଏହି ପୂରା ଯୋଜନାକୁ ଆଇଏସ୍‌ଆଇର ଜଣେ ଅଧିକାରୀଙ୍କ ଦ୍ୱାରା କରାଯିବାକୁ ପ୍ରସ୍ତୁତି କରାଯାଇଛି ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି ମାଓବାଦୀଙ୍କ ନାଁ ନେଇ ନବୀନଙ୍କୁ ଗୁଳି କରିଥିବା ଜଣାପଡିଛିି। ସୂଚନା ଅନୁସାରେ ନବୀନ ମେହେର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri