ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ
ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ ବ୍ରହ୍ମପୁର…
୨୪ ବୁଡ଼ାଜାହାଜ ନିର୍ମାଣ କରିବ ନୌସେନା: ୬ଟିରେ ରହିବ ଆଣବିକ ଆକ୍ରମଣ କ୍ଷମତା
ନୂଆଦିଲ୍ଲୀ,୩୦।୧୨(ପି.ଟି.): ଭାରତୀୟ ନୌସେନା ସମୁଦ୍ରର ଗଭୀର ଜଳରାଶି ମଧ୍ୟରେ ନିଜ କ୍ଷମତା ବୃଦ୍ଧି ପାଇଁ ୨୪ଟି ବୁଡ଼ାଜାହାଜ ନିର୍ମାଣ କରିବାକୁ ଯାଉଛି। ସେଥିମଧ୍ୟରୁ ୬ଟି ବୁଡ଼ାଜାହାଜର ଆଣବିକ ଆକ୍ରମଣ କ୍ଷମତା ରହିବ ବୋଲି ଏକ ପାର୍ଲାମେଣ୍ଟାରି କମିଟି ପକ୍ଷରୁ ରବିବାର କୁହାଯାଇଛି।…
ଏଲ୍ଓସିରେ ବ୍ୟାଟ୍ ଆକ୍ରମଣକୁ ପଣ୍ଡ କଲା ଭାରତୀୟ ସେନା
ଜମ୍ମୁ,୩୦।୧୨(ଆଇଏଏନ୍ଏସ୍):ନିୟନ୍ତ୍ରଣ ରେଖା (ଏଲ୍ଓସି) ଅନ୍ତର୍ଗତ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ରବିବାର ପାକିସ୍ତାନୀ ସେନାର ସୀମାନ୍ତ କାର୍ଯ୍ୟାନୁଷ୍ଠାନ ଟିମ୍ (ବ୍ୟାଟ୍)ର ଆକ୍ରମଣ ଯୋଜନାକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି। ବ୍ୟାଟ୍ ଆକ୍ରମଣ ପାଇଁ ସୁଯୋଗ ସୃଷ୍ଟି କରିବା ନିମନ୍ତେ ପାକିସ୍ତାନୀ ସୈନ୍ୟମାନେ ଗୁଳି…
ସାଇକେଲରେ ୯ ଦିନରେ ୭୦୦ କି.ମି. ଯାତ୍ରା: ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ଅମରେଶ
ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ ରବିବାର ପୂର୍ବାହ୍ନରେ ବ୍ରହ୍ମପୁରରେ ତାଙ୍କ ଯାତ୍ରା ଶେଷ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ…
ରାଷ୍ଟ୍ରଦୂତ ପଦରୁ ହଟିଲେ ରେଣୁ ପଲ୍
ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍ଏସ୍): ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ରେଣୁ ପଲ୍ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ସେ ସେଠାରେ ମାସକୁ ୧୫ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ ନିଜ ପାଇଁ ଭଡ଼ାରେ ନେଇଥିଲେ। ରେଣୁଙ୍କ ବିରୋଧରେ ଆର୍ଥିକ ଅନିୟମିତତା ଓ ସରକାରୀ ଅର୍ଥର…
ଶାହାଙ୍କ ଫୋନ୍ ନମ୍ବରରେ ଜାଲିଆତି: ୩ କୋଟି ଦାବିକରି ୨ ଗିରଫ
ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍ଏସ୍): ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଥିବା ଲ୍ୟାଣ୍ଡଲାଇନ୍ ଫୋନ୍ ନମ୍ବରକୁ ଜାଲିଆତି କରି ହରିୟାଣାର ଜଣେ ମନ୍ତ୍ରୀଙ୍କଠାରୁ ୩ କୋଟି ଟଙ୍କା ଦାବି କରିବା ଅଭିଯୋଗରେ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଗତର ସିଂ…
ଏନ୍ଆର୍ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର
ନୂଆଦିଲ୍ଲୀ,୩୦।୧୨(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ସୀମା ସୁରକ୍ଷା ବାହିନୀ (ବିଜିବି) ମହାନିର୍ଦ୍ଦେଶକ ମେଜର ଜେନେରାଲ ଶଫିନୁଲ ଇସ୍ଲାମ କହିଛନ୍ତି। ଦୁଇ ଦେଶର ସୀମା ସୁରକ୍ଷା ବାହିନୀ ମଧ୍ୟରେ ଉତ୍ତମ ସମ୍ପର୍କ…
ଇଜିପ୍ଟରେ ଦୁର୍ଘଟଣା: ୩ ଭାରତୀୟ ମୃତ
କାଇରୋ,୩୦।୧୨(ପି.ଟି.): ଇଜିପ୍ଟର ସୁଏଜ୍ ଗଭର୍ନୋରେଟ୍ରେ ଦୁଇଟି ପର୍ଯ୍ୟଟକ ବସ୍ ଓ ଗୋଟିଏ ଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ୩ ଭାରତୀୟଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୩ ଜଣ ଆହତ ହୋଇଛନ୍ତି। ଶନିବାର ବସ୍ ଦୁଇଟି ହୁର୍ଘାଡ଼ାର ବ୍ରିଚ୍-ରିସର୍ଟ ସହର…
କଶ୍ମୀର ଉପରେ ଚର୍ଚ୍ଚା ପାଇଁ ରିୟାଧ ଡାକିଲା ଆଇଓସି ବୈଠକ: ଭାରତକୁ ସୌଦି ଝଟକା
ଇସ୍ଲାମାବାଦ/ନୂଆଦିଲ୍ଲୀ,୩୦।୧୨: ପାକିସ୍ତାନକୁ ଖୁସି କରିବା ପାଇଁ ଇସ୍ଲାମିକ ସହଯୋଗ ସଙ୍ଗଠନ (ଆଇଓସି)ର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କ ବୈଠକ ଡାକିବାକୁ ରାଜି ହୋଇଯାଇଛି ସୌଦି ଆରବ। ଏହି ବୈଠକ କେବେ ହେବ ସେନେଇ କିଛି ଜଣାପଡ଼ି ନ ଥିଲେ ବି ଏଥିରେ କଶ୍ମୀର ସ୍ଥିତି…
ଅବହେଳିତ ସୋଲା ଚାଷୀ: ମିଳୁନି ପ୍ରୋତ୍ସାହନ, ଜଳସେଚନ ଓ ବଜାର ସମସ୍ୟା
କେନ୍ଦୁଝର, ୩୦।୧୨(ସ୍ବ.ପ୍ର.)- ଉପଯୁକ୍ତ ପ୍ରୋତ୍ସାହନ ଅଭାବରୁ ହରିଚନ୍ଦନପୁର ବ୍ଲକର ବଡ଼କମଣ୍ଡରା ଓ ଆଖପାଖ ଅଞ୍ଚଳର ସୋଲା ଚାଷୀ ଉପକୃତ ହୋଇପାରୁନାହାନ୍ତି। ବିନା ଜଳସେଚନ ବ୍ୟବସ୍ଥା ଓ ପ୍ରୋତ୍ସାହନରେ ସୋଲା ଚାଷକରି ପରିବାର ଗୁଜୁରାଣ କରୁଛନ୍ତି ା ବଜାର ଅଭାବରୁ କେନ୍ଦୁଝର ସହରକୁ…
ଐତିହାସିକ ଗାନ୍ଧୀ କର୍ମମନ୍ଦିର ଶ୍ରୀହୀନ
ବନ୍ତ,୩୦।୧୨(ସ୍ବ.ପ୍ର.)- ଦେଶକୁ ସ୍ବାଧୀନ କରିବା ପାଇଁ ସେତେବେଳେ ବହୁ ସ୍ଥାନରେ ସଂଗ୍ରାମୀମାନେ ମେଳି ବାନ୍ଧି ବ୍ରିଟିଶ ଶାସନ ବିରୋଧରେ ରଣକୌଶଳ ପ୍ରସ୍ତୁତ କରୁଥିଲେ। ପରେ ସେହି ସ୍ଥାନଗୁଡ଼ିକ ସ୍ବାଧୀନତାର ମୂକ ସାକ୍ଷୀ ଭାବେ ପରିଚିତ। ସେଥିମଧ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକ…
ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ
କପ୍ତିପଦା,୩୦।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ୍ ପୋଡ଼ାଡିହା ବନଖଣ୍ଡ ଅଧୀନ ମାଛକାନ୍ଦଣା ଓ ଚିଙ୍ଗୁଡିଆ ଜଳପ୍ରପାତର ମନୋରମ ସୌନ୍ଦର୍ଯ୍ୟ ସଭିଙ୍କୁ ଆନମନା କରିଥାଏ। ଶିମିଳିପାଳର ଜୈବବିବିଧତା, ସବୁଜିିମାପୂର୍ଣ୍ଣ ପରିବେଶ ଓ ଜଳପ୍ରପାତର ନିଆରା ଆକର୍ଷଣ ସବୁ ସମୟରେ ପର୍ଯ୍ୟଟକ, କବି, ଦାର୍ଶନିକ…
Archives


