Home

ଟି-ଶାର୍ଟକୁ ନେଇ ଚର୍ଚ୍ଚାରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ବ୍ୟସ୍ତ ଷ୍ଟାର୍‌ ଭାବେ ସୁପର୍‌ଷ୍ଟାର୍‌ ଅକ୍ଷୟ କୁମାର ପରିଚିତ। ତାଙ୍କର ଗୋଟିଏ ପରେ ଗୋଟିଏ ଫିଲ୍ମ ରିଲିଜ୍‌ ହେଉଥିବାବେଳେ ଏଥିପାଇଁ ସେ ଲଗାତର ଶୁଟିଂରେ ବ୍ୟସ୍ତ ମଧ୍ୟ ରୁହନ୍ତି। ଏକାସମୟରେ ସେ ୨-୩ଟି ଫିଲ୍ମ ଶୁଟିଂ କରିଥାନ୍ତି।…

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରାଯାଇନାହିଁ। ଡ୍ରାଇଭିଂ ଲାଇସେନ୍ସ , ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି) ଏବଂ ଅନ୍ୟାନ୍ୟ…

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ ନେଇଥିଲେ। ସରକାରୀ ଅର୍ଥରେ ଉକ୍ତ ଦୁଇ ମହିଳାଙ୍କୁ ହାଇଦ୍ରାବାଦ କାହିଁକି ନିଆଯାଇଥିଲା। କେନ୍ଦ୍ରାପଡ଼ାର…

ଉଦ୍ଧବଙ୍କ ଆଗରେ ୫ ଆହ୍ବାନ: ମେଣ୍ଟ ସଦସ୍ୟଙ୍କ ମଧ୍ୟରେ ରଖିବାକୁ ହେବ ସନ୍ତୁଳନ !

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସର ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସମ୍ମୁଖରେ ୫ଟି ମୁଖ୍ୟ ଆହ୍ବାନ ଦେଖାଦେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ପ୍ରଥମ ଆହ୍ବାନଟି ହେଉଛି ନିଜ ଘର ସମ୍ଭାଳିବା…

୩ ସମବାୟ ସମିତି ଜରିଆରେ ୧ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ କ୍ୱିଣ୍ଟାଲ ଧାନ କ୍ରୟ ଲକ୍ଷ୍ୟ

କର୍ଲାମୁଣ୍ଡା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୩ଟି ସମବାୟ ସମିତି ଜରିଆରେ ଚାଷୀଙ୍କ ଧାନ କ୍ରୟ କରାଯିବାକୁ ଆନୁଷ୍ଠାନିକ ଭାବେ ରିଷିଡା, କର୍ଲାମୁଣ୍ଡା, ଯୋରାଡବ୍ରାଠାରେ ମଣ୍ଡି ଉଦ୍‌ଘାଟନ ହୋଇଛି। ମାତ୍ର ଚାଷୀଙ୍କ ଧାନ ଠିକ୍‌ ଭାବେ ଉଠି ପାରୁ ନ ଥିବାରୁ…

ବ ଲି ଉ ଡ୍‌ ହା ଲ ଚା ଲ

*ନୂଆ ସିନେମା ‘ସତ୍ତେ ପେ ସତ୍ତା’ରେ ଅନୁଷ୍କା ଶର୍ମା ଜଣେ ଶିକ୍ଷୟିତ୍ରୀ ଭୂମିକାରେ ଅଭିନୟ କରିବେ। *‘ବଣ୍ଟି ଔର ବବଲି’ ସିକୁଏଲ୍‌ କାଷ୍ଟିଂରୁ ଅଭିଷେକ ବଚ୍ଚନ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ସୈଫ ଅଲ୍ଲୀ ଖଁାଙ୍କୁ ସାଇନ୍‌ କରାଯାଇଛି। ପ୍ରଥମେ ଏହି…

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ବାରିକ(୮୦)। ରାମଚନ୍ଦ୍ର ୪ ଏକର ଜମିରେ ଭାଗ ଚାଷ କରିବା ସହ ଋଣ କରିଥିଲେ।…

ଜ୍ୟାକ୍‌ କାଲିସ୍‌ ଗୋଟିଏ ପାର୍ଶ୍ୱ ନିଶ କାଟି ଛାଡିଲେ ଫଟୋ, କାରଣ ଜାଣିଲେ କରିବେ ସଲାମ୍‌

ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲରାଉଣ୍ଡର ଜ୍ୟାକ୍‌ କାଲିଲ ନିଜ ସୋସିଆଲ ଆକାଉଣ୍ଟରେ ଏକ ଫଟୋ ଛାଡିଛନ୍ତି। ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଫଟୋରେ ସେ ଗୋଟିଏ ପାର୍ଶ୍ୱ ନିଶ କାଟିଥିବା ଦେଖାଯାଉଛି। କିନ୍ତୁ ଏହା ପଛରେ ଏକ…

ଶିବାଜୀଙ୍କ ରାଜସଭା ଭଳି ହେବ ଉଦ୍ଧବଙ୍କ ଶପଥ ଗ୍ରହଣ ପେଣ୍ଡାଲ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଇତିହାସ ରଚିବାକୁ ଯାଉଛି। ପ୍ରଥମ କରି ଠାକରେ ପରିବାରର ସଦସ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି। ସନ୍ଧ୍ୟାରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ଲାଗି ସଜେଇ ହେଉଛି ଶିବାଜୀ ପାର୍କ। ତେବେ…

ଦୁଇ ଛାତ୍ରୀଙ୍କୁ ଏସିଡ୍‌ ମାଡ଼: ଯୁବକ ଅଟକ

ଭଦ୍ରକ ଅଫିସ,୨୮।୧୧: ଭଦ୍ରକ ଜିଲା ବନ୍ତ ଥାନା ଅଧିନସ୍ଥ କଣ୍ଟାପଡ଼ା ଗ୍ରାମର ଜଣେ ଯୁବକ ବାଙ୍ଗୁରପଦି ଗ୍ରାମର ଦୁଇ ଛାତ୍ରୀଙ୍କ ଉପରକୁ ଏସିଡ୍‌ ମାଡ଼ କରିଛନ୍ତି। ଆହତ ଛାତ୍ରୀ ଦୁଇଜଣଙ୍କ ମଧ୍ୟରୁ ଜଣେ ନବମ ଶ୍ରେଣୀର ହୋଇଥିବାବେଳେ ଆଉ ଜଣେ ୧୦ମ…

ଆଶାରେ ଶିବ୍‌

ସଦାଶିବ ନାୟକ ଓରଫ ଶିବ୍‌। ନିଜର ବଡ଼ ପରଦା କ୍ୟାରିୟରକୁ ନେଇ ସେ ବେଶ୍‌ ସଚେତନ। ଆସନ୍ତା ମାସରେ ରିଲିଜ ହେବାକୁ ଯାଉଥିବା ଓଡ଼ିଆ ସିନେମା ‘ବିଶ୍ୱରୂପ-ବର୍ନ ଟୁ ଫାଇଟ୍‌’ରେ ତାଙ୍କୁ ଜଣେ ବକ୍ସର ଭୂମିକା (ମ୍ୟାକ୍‌)ରେ ଦର୍ଶକ ଦେଖିବାକୁ ପାଇବେ।…

ହୋଟେଲ ଭିତରେ ପଶିଲା ଯାତ୍ରୀବାହୀ ବସ୍‌: ଘଟଣାସ୍ଥଳରେ ଉତ୍ତେଜନା, ଚାଳକ ଅଟକ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଛକଠାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଏକ ହୋଟେଲ ଭିତରେ ଗୁରୁବାର ପୂର୍ବାହ୍ନରେ ପଶିଯିବାରୁ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଅଡାଗାଡ଼ୁ ଗ୍ରାମର ଦୀପା ପ୍ରଧାନ, ପ୍ରମିଳା ପ୍ରଧାନ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri