Home

ନାଥୁରାମଙ୍କୁ ‘ଦେଶଭକ୍ତ’ କହିଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହିଛନ୍ତି। ଲୋକ ସଭାରେ ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧୀ ସଦସ୍ୟମାନେ ଜୋରଦାର ବିରୋଧ କରିଥିଲେ। ଏସ୍‌ପିଜି ସଂଶୋଧନ ବିଲ୍‌ ଉପରେ ଆଲୋଚନା ବେଳେ ମହାତ୍ମା…

ଶିବାଜୀ ପାର୍କ ସୁରକ୍ଷା ନେଇ ଚିନ୍ତାବ୍ୟକ୍ତ କଲେ ହାଇକୋର୍ଟ

ମୁମ୍ବାଇ,୨୮ା୧୧(ପି.ଟି.): ଉଦ୍ଧବ ଠାକ୍‌ରେ ଶପଥ ନେବାକୁ ଯାଉଥିବା ଶିବାଜୀ ପାର୍କର ସୁରକ୍ଷାକୁ ନେଇ ବୁଧବାର ବମ୍ବେ ହାଇକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ସର୍ବସାଧାରଣ ପଡ଼ିଆରେ ଏପରି ଏକ କାର୍ଯ୍ୟକ୍ରମ ନିୟମିତ ସୁବିଧା ହେବା ଅନୁଚିତ। କାରଣ ଏହି ପଡ଼ିଆକୁ ଏପରି ଉତ୍ସବ ପାଇଁ…

ଏସ୍‌ପିଜି ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ସଂଶୋଧନ ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ବିଲ୍‌କୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ପ୍ରସ୍ତାବିତ ବିଲ୍‌ ଅନୁଯାୟୀ କେବଳ ପ୍ରଧାନମନ୍ତୀ ଓ ତାଙ୍କ ସରକାରୀ ବାସଭବନରେ ରହୁଥିବା ପରିବାର…

କ୍ୟାବିନେଟ ପାଇଁ କସରତ: ଶିବସେନା ୧୫, ଏନ୍‌ସିପି ୧୫, କଂଗ୍ରେସ ଭାଗରେ ୧୩ ମନ୍ତ୍ରୀପଦ

ମୁମ୍ବାଇ,୨୮ା୧୧(ପି.ଟି.): ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାବେଳେ ବୁଧବାର ମହାରାଷ୍ଟ୍ର ବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ କ୍ୟାବିନେଟର ରୂପରେଖ ସ୍ଥିର କରାଯାଇଛି। ମନ୍ତ୍ରିମଣ୍ଡଳରେ ୪୩ ସଦସ୍ୟ ରହିବେ। ଶିବସେନା ଓ ଏନ୍‌ସିପିର ୧୫ ଜଣ ଲେଖାଏ…

କେବଳ ପ୍ରଚାରରେ ସଫଳତା

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୬ ମେ ୧ ତାରିଖରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍‌ୟୁଓ୍ବାଇ)ର ଶୁଭାରମ୍ଭ କରିଥିଲେ। ଏହା ପରଠାରୁ ଦେଶର ସବୁଆଡ଼େ ଏହି ଯୋଜନାର ବ୍ୟାପକ ପ୍ରଚାର ଚାଲିଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା କେନ୍ଦ୍ରର ସବୁଠାରୁ…

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କମିଶନ ଶନିବାର…

ଟୋକନ ବ୍ୟବସ୍ଥାକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଟୋକନ ବ୍ୟବସ୍ଥାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ବୁଧବାର ବିଧାନସଭାରେ ଶାସକ ଦଳର ସଦସ୍ୟମାନେ ମଧ୍ୟ ଏହି ବ୍ୟବସ୍ଥା ଯୋଗୁ ଧାନ କିଣାରେ ବିଳମ୍ବ ହେଉଥିବା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ବିଧାନସଭା ପ୍ରଶ୍ନୋତ୍ତର ବେଳେ…

ଆଜି ମହାରାଷ୍ଟ୍ରର ମଙ୍ଗ ଧରିବେ ଉଦ୍ଧବ

ମୁମ୍ବାଇ,୨୮ା୧୧(ପି.ଟି.) : ମହାରାଷ୍ଟ୍ରରେ ଦୁଇ ଦଶନ୍ଧି ପରେ ଶିବସେନାରୁ ଜଣେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଦଳ ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ସନ୍ଧ୍ୟାରେ ଏହି ଗୁରୁଦାୟିତ୍ୱ ଗ୍ରହଣ କରିବେ। ଏଥିପାଇଁ ମୁମ୍ବାଇର ଦାଦରସ୍ଥିତ ଶିବାଜୀ ପାର୍କରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।…

ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର ବିଡିଓ ଶ୍ରୀଧର ବିଶ୍ୱାଳଙ୍କୁ ପ୍ରଦାନ କରିଥିବା ବେଳେ ଏହାର ନକଲ ପଞ୍ଚାୟତର ସରପଞ୍ଚ ଜୟନ୍ତ…

ଓଡ଼ିଶାରେ ୨୦୨୩ ହକି ବିଶ୍ୱକପ

ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ହକି ବିଶ୍ୱକପ ଆୟୋଜନର ବର୍ଷପୂର୍ତ୍ତି ଅବସରରେ ଆସିଛି ଆଉ ଏକ ବଡ଼ ଖବର। ୨୦୨୩ ପୁରୁଷ ହକି ବିଶ୍ୱକପ ମଧ୍ୟ ଓଡ଼ିଶାରେ ଆୟୋଜନ ହେବ। ତେଣୁ ହକି ଉତ୍ସବ ପୁଣି ରାଜ୍ୟକୁ ଫେରିଛି। ୨୦୧୮ରେ ବିଶ୍ୱକପର ମ୍ୟାଚଗୁଡ଼ିକ…

ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍‌ ଗ୍ରହଣ କେନ୍ଦ୍ରରେ ୧୬ଶହ ୫୫ଜଣ ପୁରୁଷ ଓ ୧୫ଶହ ୯ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି।…

ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ

ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି କହିବା ପରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର କେତେ ସୁରକ୍ଷିତ ସେ ନେଇ ସମସ୍ତଙ୍କ ମନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri