ଲେଡି ଡନ୍ ଜୋୟା ଖାନ୍ ଗିରଫ
ନୂଆଦିଲ୍ଲୀ,୨୨।୨:ଅନେକ ବର୍ଷ ଧରି ପୋଲିସର ପହଞ୍ଚ ବାହାରେ ରହିଆସିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଶିମ୍ ବାବାଙ୍କ ବେଗମ୍ ଜୋୟା ଖାନ୍ ଶେଷରେ ଦିଲ୍ଲୀ ପୋଲିସ୍ର ସ୍ପେଶାଲ ସେଲ୍ ଜାଲରେ ପଡ଼ିଛନ୍ତି। ‘ଲେଡି ଡନ’୍ ଭାବେ ପରିଚିତ ଏହି ୩୩ ବର୍ଷୀୟା ଗ୍ଲାମରସ୍ ମହିଳାଙ୍କୁ…
ଜଳବାୟୁ ପରିବର୍ତ୍ତନର ପ୍ରଭାବ: ଦିନରେ ଗରମ, ରାତିରେ ଥଣ୍ଡା
ଦାରିଙ୍ଗବାଡ଼ି,୨୨ା୨(ଅରୁଣ ସାହୁ): ଧିରେ ଧିରେ ଗ୍ରୀଷ୍ମର ପ୍ରଭାବ ପଡୁଛି। ଗଛରୁ ପତ୍ର ଝଡ଼ିବା ସହ ଦିନରେ ତାପମାତ୍ରା ବୃଦ୍ଧି ପାଉଛି ଆଉ ବିଳମ୍ବିତ ରାତି ହେଲେ ଦେହ ଥରାଇଦେଉଛି ଏଭଳି ଅନୁଭବ ହେଉଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ। ତାପମାତ୍ରା ବୃଦ୍ଧି…
କଳାହାଣ୍ଡିରେ ଆଖୁ ବଡିର ଚାହିଦା ଅଧିକ
ଭବାନୀପାଟଣା,୨୨ା୨(ଉତ୍ତମ କୁମାର ଦାଶ):ଓଡ଼ିଆଙ୍କ ପାରମ୍ପରିକ ଖାଦ୍ୟରେ ବଡିର ସ୍ବତନ୍ତ୍ର ସ୍ଥାନ ରହିଛି। ପଶ୍ଚିମ ଓଡ଼ିଶାରେ ତିଆରି ବଡିର ସ୍ବାଦ ନିଆରା। ବର୍ତ୍ତମାନ କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଗୃହିଣୀମାନଙ୍କ ବଡି ପକା ଶେଷ ପର୍ଯ୍ୟାୟରେ ରହିଛି। ସାଧାରଣତଃ ଶୀତ…
କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ଓଏଚ୍ଆର୍ସିରେ ମାମଲା
କଟକ,୨୨ା୨(କାର୍ତ୍ତିକ ସାହୁ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି(କିଟ୍)ରେ ବି.ଟେକ୍. ଛାତ୍ରୀ ମୃତ୍ୟୁକୁ ନେଇ ଓଡ଼ିଶା ମାନବାଧିକାର ଆୟୋଗ (ଓଏଚ୍ଆର୍ସି)ରେ ମାମଲା ରୁଜୁ ହୋଇଛି। ମାମଲାର ବିବରଣୀ ଅନୁସାରେ, ନେପାଳରୁ ଆସି କିଟ୍ରେ ବି.ଟେକ୍. ପଢୁଥିବା ଛାତ୍ରୀ ପ୍ରକ୍ରିତି ଲାମ୍ସଲଙ୍କ…
ମଧ୍ୟାହ୍ନଭୋଜନରେ ପ୍ରତି ଅଣ୍ଡା ପିଛା ଦିଆଯାଉଛି ଏତିକି ଟଙ୍କା
ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ):ରାଜ୍ୟରେ ଥିବା ପ୍ରତ୍ୟେକ ସରକାରୀ ଓ ସରକାରଙ୍କ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ର ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ (ମଧ୍ୟାହ୍ନ ଭୋଜନ) କାର୍ଯ୍ୟକ୍ରମରେ ଉପକୃତ ହେଉଛନ୍ତି। ଏହି କ୍ରମରେ ଛାତ୍ରୀଛାତ୍ର କିପରି ପୋଷଣଯୁକ୍ତ ଖାଦ୍ୟ…
ଓଲଟିଲା OSRTC ବସ୍
ବଣାଇଁ,୨୨ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ୧୦ ନମ୍ବର (କ) ରାଜ୍ୟ ରାଜପଥ ମୁଚୁରିନାଳି ଗ୍ରାମ ନିକଟରେ ସୁନ୍ଦରଗଡ଼ରୁ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ପୁରୀକୁ ଯାଉଥିବା OSRTC ଜଗନ୍ନାଥ ବସ୍ ପ୍ରାୟ ୧୨.୩୦ରେ ଭାରସାମ୍ୟ ରାସ୍ତାର ଖାଲ…
ଅଲିଭ ରିଡ୍ଲେ କଇଁଛଙ୍କ ୫ ଲକ୍ଷ ୫୫ ହଜାର ୬୩୮ ଅଣ୍ଡା ଠାବ
ପାରାଦୀପ,୨୨।୨(ଶରତ ରାଉତ):ଓଡ଼ିଶା ଉପକୂଳ ଋ଼ଷିକୁଲ୍ୟା, ଦେବୀ ନଦୀ ମୁହାଣଠାରୁ ଅସ୍ତରଙ୍ଗ ପର୍ଯ୍ୟନ୍ତ ଅଞ୍ଚଳରେ ଅଲିଭ ରିଡ୍ଲେ କଇଁଛ ସମୁଦାୟ ୫ଲକ୍ଷ ୫୫ହଜାର ୬୩୮ଟି ଅଣ୍ଡା ଦେଇଛନ୍ତି। କୋଷ୍ଟଗାର୍ଡ, ବନ ବିଭାଗ ଓ ମତ୍ସ୍ୟ ବିଭାଗର ଯୁଗ୍ମ ସର୍ଭେ ରିପୋର୍ଟ ଅନୁସାରେ ଶୁକ୍ରବାର…
କେନ୍ଦ୍ରର ବାଧ୍ୟ, ତାମିଲନାଡ଼ୁର ‘ନା’
ନୂଆଦିଲ୍ଲୀ/ଚେନ୍ନାଇ,୨୨ା୨ (ପିଟି/ଏଜେନ୍ସି): କେନ୍ଦ୍ର ସରକାର ତାମିଲନାଡୁର ଶିକ୍ଷାନୁଷ୍ଠାନ, ସରକାରୀ ପରୀକ୍ଷା ଓ ଅଫିସଗୁଡ଼ିକରେ ହିନ୍ଦୀ ଭାଷା ପ୍ରଚଳନକୁ ବାଧ୍ୟତାମୂଳକ କରିବା ପାଇଁ ଉଦ୍ୟମ ଚଳାଇଥିବାବେଳେ ରାଜ୍ୟବାସୀ ଏହାକୁ ତାମିଲ ପରିଚୟ, ଅସ୍ମିତା ଓ ଭାଷାଗତ ବିବିଧତା ପାଇଁ ବିପଦ ମଣିଥାଆନ୍ତି। ରାଜ୍ୟରେ…
ଫଡନାଭିସ-ଶିନ୍ଦେଙ୍କ ମଧ୍ୟରେ ଚାଲିଛି କୋଲ୍ଡ ଓ୍ବାର!
ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ଶାସକ ମହାୟୁତି ମେଣ୍ଟର ନେତାମାନେ ସବୁକିଛି ଠିକ ଅଛି ବୋଲି ଦାବି କରିପାରନ୍ତି, କିନ୍ତୁ ବାସ୍ତବରେ ସେପରି ଦେଖାଯାଉ ନାହିଁ। ସମ୍ପ୍ରତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରାଜ୍ୟର ତିନୋଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ନଥିଲେ। ତାଙ୍କ…
ଜେଲେନସ୍କିଙ୍କୁ କାହିଁକି ରାଷ୍ଟ୍ରପତି ପଦରୁ ହଟାଇବାକୁ ଚାହୁଁଛନ୍ତି ଟ୍ରମ୍ପ, ଯୁଦ୍ଧ ବିରାମ ନା ଖଣିଜ ସମ୍ପଦ, କ’ଣ ରହିଛି କାରଣ
ଓ୍ବାଶିଂଟନ/କ୍ୱିଭ,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ଏବଂ ବୟାନର ଧାରା ଗୋଟିଏ ପରେ ଗୋଟିଏ ଜାରି ରହିଛି। ଟ୍ରମ୍ପ ଏବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଆଲୋଚନା ଆରମ୍ଭ କରି ୟୁକ୍ରେନର ଲୋକଙ୍କୁ କ୍ରୋଧିତ କରିଛନ୍ତି। ପ୍ରକୃତରେ,…
ଅନଲାଇନ ପ୍ରେମ ପଡ଼ିଲା ଭାରୀ: ୪ କୋଟିରୁ ଅଧିକ ଟଙ୍କା ହରାଇଲେ ମହିଳା
ସିଡନୀ,୨୧।୨: ସାଇବର ଅପରାଧୀମାନେ ଲୋକଙ୍କ ଭାବନାର ଫାଇଦା ଉଠାଇ ସେମାନଙ୍କୁ ଠକି କିପରି ପାରନ୍ତି, ତାହାର ଏକ ଜ୍ୱଳନ୍ତ ଉଦାହରଣ ଅଷ୍ଟ୍ରେଲିଆରୁ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ଅନଲାଇନରେ ପ୍ରକୃତ ପ୍ରେମ ଖୋଜିବା ପାଇଁ ଚେଷ୍ଟା କରି ୭,୮୦,୦୦୦ ଅଷ୍ଟ୍ରେଲିୟ…
Archives


