Home

ମୁଶରଫଙ୍କ ଆବେଦନକୁ ଫେରାଇ ଦେଲେ କୋର୍ଟ

ଇସ୍‌ଲାମାବାଦ,୨୮।୧୨: ପାକିସ୍ତାନର ପୂର୍ବତନ ସେନା ଶାସକ ତଥା ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଆବେଦନକୁ ଲାହୋର ହାଇକୋର୍ଟ ଶନିବାର ଫେରାଇ ଦେଇଥିବା ଜଣାପଡିଛି। ଦେଶଦ୍ରୋହ ମାମଲାରେ ପାକିସ୍ତାନର ସ୍ପେଶାଲ କୋର୍ଟ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିବା ବେଳେ ସେ ଏହାକୁ ନେଇ ହାଇକୋର୍ଟର…

ଅନ୍‌ଲାଇନ୍‌ରେ ବର୍ଜ୍ୟବସ୍ତୁ କାରବାର ଆରମ୍ଭ

ଚେନ୍ନାଇ,୨୮।୧୨: ବଜର୍ର୍‌ୟବସ୍ତୁ ପରିଚାଳନା ନେଇ ଚେନ୍ନାଇରେ ଅନ୍‌ଲାଇନ୍‌ କାରବାର ଆରମ୍ଭ ହୋଇଛି। ଏଥିରେ ୯ ଶହରୁ ଅଧିକ ଲୋକ କାର୍ଯ୍ୟ କରୁଛନ୍ତି। ଗ୍ରେଟର ଚେନ୍ନାଇ କର୍ପୋରେଶନ ସହଯୋଗରେ ମାଡ୍ରାସ୍‌ ଓ୍ବେଷ୍ଟ୍‌ ଏକ୍ସଚେଞ୍ଜ୍‌ ପୋର୍ଟାଲ୍‌ ନିର୍ମିତ ହୋଇଛି। ବର୍ଜ୍ୟବସ୍ତୁକୁ ବାହାରେ ନ ଫୋପାଡ଼ି…

ବିଶ୍ୱର ସବୁଠୁ ଭୋକିଲା, ମାରାତ୍ମକ ଜୀବ

ନୂଆଦିଲ୍ଲୀ: ସାଧାରଣତଃ ସାପ ଭୟଙ୍କର ବୋଲି ସମସ୍ତେ ଜାଣିଛନ୍ତି। ସାପର ବିଷ ନିମିଷକରେ ମଣିଷର ଜୀବନ ନେଇଯାଏ। ମାତ୍ର ସାପଠାରୁ ବି ଭୟଙ୍କର ଜୀବ ଅଛି। ଆଖିକୁ ଏହି ଜୀବଟି ଛୋଟିଆ ଦେଖାଯାଉଥିଲେ ମଧ୍ୟ ଭାରି ମାରାତ୍ମକ। ତା’ ବିଷରେ ମଣିଷର…

ସାଧାରଣ ଲୋକଙ୍କ କଣ୍ଠରୋଧ କରୁଛନ୍ତି ଭାଜପା ସରକାର: ପ୍ରିୟଙ୍କା

ଲକ୍ଷ୍ନୌ,୨୮।୧୨: ଭାଜପା ସରକାର ସାଧାରଣ ଲୋକଙ୍କ କଣ୍ଠରୋଧ କରୁଛନ୍ତି ବୋଲି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସେ ଲକ୍ଷ୍ନୌଠାରେ ରାଲିରେ ଯୋଗଦେଇ ଏପରି କହିଛନ୍ତି। ଭାଜପା ସରକାର ସମ୍ବିଧାନ ଉପରେ ଆକ୍ରମଣ ଜାରି ରଖିଛନ୍ତି। କଂଗ୍ରେସ ଲୋକଙ୍କ…

ଭାଜପାକୁ କଡ଼ା ସମାଲୋଚନା କଲେ ଆଦିତ୍ୟ

ମୁମ୍ବାଇ,୨୮।୧୨: ସରକାର ଗଠନ ପାଇଁ କିଛି ଦିନ ଧରି ମହାରାଷ୍ଟ୍ରରେ ରାଜନୈତିକ ଡ୍ରାମା ଚାଲିଥିଲା। ଏହାର ଅନ୍ତ ପରେ ଠାକରେ ପରିବାରର ଇତିହାସ ଭାଙ୍ଗି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେଇଥିଲେ। ବିଧାନସଭା ନିର୍ବାଚନ ଫଳାଫଳରେ…

ସିଏଏ ହିଂସା: ପ୍ରଦର୍ଶନକାରୀଙ୍କୁ ପାକିସ୍ତାନ ପଳାଇବାକୁ କହିଲେ ଏସ୍‌ପି; ଭିଡ଼ିଓ ଭାଇରାଲ

ମିରଟ,୨୮।୧୨: ସିଏଏ ହିଂସା ସମୟର ଏକ ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ମିରଟ ସିଟି ଏସ୍‌ପି ଅଖିଳେଶ ନାରାୟଣ ପ୍ରଦର୍ଶନକାରୀଙ୍କୁ ପାକିସ୍ତାନ ପଳାଇବାକୁ କହୁଥିବାର ଦେଖିବାକୁ ମିଳୁଛି। ଏହି ଭିଡ଼ିଓ ଭାଇରାଲ ହେବାପରେ ଏସ୍‌ପି କହିଛନ୍ତି ଯେ, ପ୍ରଦର୍ଶନ…

ଶୁଷ୍କ ତ୍ୱଚାକୁ କରନ୍ତୁନି ଅଣଦେଖା

ଶୀତଦିନେ ଅନେକଙ୍କଠାରେ ଶୁଷ୍କ ତ୍ୱଚା ସମସ୍ୟା ଦେଖିବାକୁ ମିଳିଥାଏ। ହେଲେ ଅନେକ ଲୋକ ଏହାକୁ ଅଣଦେଖା କରିଥାନ୍ତି। ଯଦ୍ଦ୍ବାରା ତ୍ୱଚା ସମ୍ବନ୍ଧୀୟ ଅନେକ ସମସ୍ୟା ଭୋଗିବାକୁ ପଡ଼ିଥାଏ। ତେଣୁ ତ୍ୱଚାକୁ ଶୁଷ୍କ ହେବାକୁ ନ ଦେବା ଏବଂ ନରମ ରଖିବା ଆବଶ୍ୟକ।…

ଆର୍ଥିକ ପ୍ରସଙ୍ଗଠାରୁ ଲୋକଙ୍କ ଦୃଷ୍ଟି ହଟାଇବାକୁ ଯୋଜନା କରୁଛନ୍ତି ମୋଦି ସରକାର: ଆଣ୍ଟୋନୀ

ନୂଆଦିଲ୍ଲୀ,୨୮।୧୨: ଦେଶର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ଦୃଷ୍ଟି ଏହି ପ୍ରମୁଖ ପ୍ରସଙ୍ଗଠାରୁ ହଟାଇବା ପାଇଁ ଯୋଜନା କରୁଛନ୍ତି। ଏନେଇ କଂଗ୍ରେସ ନେତା ଏ.କେ. ଆଣ୍ଟୋନୀ ଅଭିଯୋଗ କରିଛନ୍ତି। ଦେଶରେ…

ସିଏଏ ହିଂସାକୁ ନେଇ ପୋଲିସର କାର୍ଯ୍ୟାନୁଷ୍ଠାନ: ଏଏମ୍‌ୟୁର ୧୦ହଜାର ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ

ଅଲିଗଡ଼,୨୮।୧୨: ଉତ୍ତରପ୍ରଦେଶର ଅଲିଗଡ ମୁସ୍‌ଲିମ୍‌ ୟୁନିଭର୍ସିଟି(ଏଏମ୍‌ୟୁ)ର ୧୦ ହଜାର ଅଜ୍ଞାତ ଛାତ୍ରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ପୋଲିସ କହିବା ଅନୁସାରେ, ଡିସେମ୍ବର ୧୫ରେ ଏଏମ୍‌ୟୁ କ୍ୟାମ୍ପସ୍‌ରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୯ ସହରର ତାପମାତ୍ରା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରି। ଶନିବାର ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼ ୭, ସମ୍ବଲପୁରରେ ୭.୪, ବାଲେଶ୍ୱରରେ ୭.୬, ଅନୁଗୋଳ ୮, ବାରିପଦା ୮.୫, କଟକରେ ୯.୬,…

‘ଗୁଡ୍‌ ନ୍ୟୁଜ୍‌’ ସହ ଅକ୍ଷୟ କରିପାରନ୍ତି ରେକର୍ଡ

ମୁମ୍ବାଇ: ଶ୍ୱଶୁର ରାଜେଶ୍‌ ଖାନ୍ନାଙ୍କ ରେକର୍ଡ ଭାଙ୍ଗିବେକି ଅକ୍ଷୟ! ସମସ୍ତଙ୍କ ନଜର ଏବେ ଅକ୍ଷୟଙ୍କ ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ଉପରେ। ଆପଣ ଟିକେ କନ୍‌ଫ୍ୟୁଜ୍‌ ହେଉଛନ୍ତି କି? ତା’ହେଲେ ଆମେ ଆପଣଙ୍କ କନ୍‌ଫ୍ୟୁଜନ୍‌ ଏବେ ଦୂର କରିଦେଉଛୁ। ଫ୍ରାଇଡେ ବକ୍ସରେ ରିଲିଜ୍‌…

ଭାଙ୍ଗିଲା ଆଉଟର ସ୍ପ୍ରିଙ୍ଗ୍‌: ଦିବ୍ରୁଗଡ଼ ଏକ୍ସପ୍ରେସରେ ବଦଳିଲା କୋଚ୍‌

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଶୁକ୍ରବାର ଦିବ୍ରୁଗଡ଼ ଏକ୍ସପ୍ରେସ (୧୫୯୨୯) ରେ ଏକ କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯିବାରୁ ଭୁବନେଶ୍ୱର ଷ୍ଟେଶନରେ କୋଚ୍‌ ବଦଳାଯାଇଛି। ତାମ୍ବରମରୁ ଦିବ୍ରୁଗଡ଼ ଯାଉଥିବା ଏହି ଏକ୍ସପ୍ରେସରେ ଗୋଟିଏ ତୃତୀୟ ଶ୍ରେଣୀ ଏସି କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯାଇଛି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri